Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର ...

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦମ୍ପତିଙ୍କୁ କୋର୍ଟଙ୍କ ପରାମର୍ଶ, ଅତୀତକୁ ତିକ୍ତ ବଟିକା ପରି ଗିଳିଦିଅ ଏବଂ ଭବିଷ୍ୟତ ବିଷୟରେ ଚିନ୍ତା କର

ଦମ୍ପତିଙ୍କୁ କୋର୍ଟଙ୍କ ପରାମର୍ଶ, ଅତୀତକୁ ତିକ୍ତ ବଟିକା ପରି ଗିଳିଦିଅ ଏବଂ ଭବିଷ୍ୟତ ବିଷୟରେ ଚିନ୍ତା କର

2025-05-27 20:07:42
15228
Share:
Facebook
Twitter
E-Mail
WhatsApp
Telegram
ଦମ୍ପତିଙ୍କୁ କୋର୍ଟଙ୍କ ପରାମର୍ଶ, ଅତୀତକୁ ତିକ୍ତ ବଟିକା ପରି ଗିଳିଦିଅ ଏବଂ ଭବିଷ୍ୟତ ବିଷୟରେ ଚିନ୍ତା କର

ଦିନକୁ ଦିନ ଛାଡପତ୍ର ମାମଲା ବଢିବାରେ ଲାଗିଛି। ନିକଟରେ ସୁପ୍ରିମକୋର୍ଟ ଛାଡପତ୍ର ପ୍ରକ୍ରିୟା ଦେଇ ଯାଉଥିବା ଦମ୍ପତିମାନଙ୍କୁ ଏପରି ପରାମର୍ଶ ଦେଇଛନ୍ତି, ଯାହା ସମସ୍ତଙ୍କ ହୃଦୟକୁ ଛୁଇଁବ। କୋର୍ଟ ଛାଡପତ୍ର ପାଇଁ ଆବେଦନ କରିଥିବା ଦମ୍ପତିଙ୍କୁ ପରାମର୍ଶ ଦେଇ କହିଛନ୍ତି, ‘କୋର୍ଟରୁମ ବାହାରେ ଏକ ଶାନ୍ତ ପରିବେଶରେ ମନାନ୍ତର ମତାନ୍ତର ବିଷୟରେ ଆଲୋଚନା କରି ମାମଲାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ଏକାଠି ରାତ୍ରୀ ଭୋଜନ କରିବାକୁ ଯାଆନ୍ତୁ। କାରଣ ଦମ୍ପତିମାନଙ୍କ ମତଭେଦ ସେମାନଙ୍କର ପିଲାଙ୍କ ଉପରେ ମଧ୍ୟ ପ୍ରଭାବ ପକାଇଥାଏ। ତେଣୁ ଏହାକୁ ଯଥାସମ୍ଭବ ଅତୁଟ ରଖିବା ପାଇଁ ଆମେ ସର୍ବଦା ଚେଷ୍ଟା କରିଥାଉ।

ଏହି ମାମଲା ବିଚାରପତି ବିଭି ନାଗାରତନା ଏବଂ ବିଚାରପତି ସତୀଶ ଚନ୍ଦ୍ର ଶର୍ମାଙ୍କ ଖଣ୍ଡପୀଠ ସମ୍ମୁଖରେ ଥିଲା। ପତ୍ନୀ ଜଣେ ଫ୍ୟାଶନ ଉଦ୍ୟୋଗୀ, ତାଙ୍କ ତିନି ବର୍ଷର ପୁଅକୁ ବିଦେଶ ଯାତ୍ରାରେ ନେବା ପାଇଁ ଅନୁମତି ମାଗିଥିଲେ। ସେମାନଙ୍କର ଛାଡପତ୍ର ମାମଲା ପୂର୍ବରୁ ଚାଲିଛି ଏବଂ ଦୁହେଁ ସେମାନଙ୍କ ପୁଅର ହେପାଜତ ପାଇଁ ଆଇନଗତ ଲଢ଼େଇ ମଧ୍ୟ ଲଢ଼ୁଛନ୍ତି। ଦମ୍ପତିଙ୍କ ମଧ୍ୟରେ ଚାଲିଥିବା ବିବାଦ ପିଲା ଉପରେ ମଧ୍ୟ ପ୍ରଭାବ ପକାଇବ ବୋଲି କୋର୍ଟ ଚିନ୍ତା ପ୍ରକାଶ କରିଛନ୍ତି। ଏହା ପିଲାର ଭବିଷ୍ୟତ ପାଇଁ ଭଲ ନୁହେଁ, ତେଣୁ କୋର୍ଟ ଦମ୍ପତିଙ୍କୁ ଏଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଛନ୍ତି।

କୋର୍ଟ ଦମ୍ପତିଙ୍କୁ କହିଥିଲେ, ଅତୀତକୁ ଏକ ତିକ୍ତ ବଟିକା ପରି ଗିଳିଦିଅ ଏବଂ ଭବିଷ୍ୟତ ବିଷୟରେ ଚିନ୍ତା କର। ସୁପ୍ରିମକୋର୍ଟ ସକାରାତ୍ମକ ଫଳାଫଳ ପାଇଁ ଆଶା ପ୍ରକାଶ କରି ମାମଲାର ଶୁଣାଣି ମଙ୍ଗଳବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

Powered by Froala Editor

Tags court

Related articles Odisha News Lens 4.1

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    14087
    Jun 22, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15285
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14975
    Jun 23, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15320
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15650
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15848
    Jun 22, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14549
    Jun 23, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15147
    Jun 23, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14572
    Jun 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    13974
    Jun 23, 2025
  • ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    14087
    Jun 22, 2025
  • ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15147
    Jun 23, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17010
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15505
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15650
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14975
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15848
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14465
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14779
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14997
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14820
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14822
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13792
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15650
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15848
    Jun 22, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ବାପା

    15285
    Jun 23, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In