୪ତାରିଖ ଯାଏଁ ବୃଦ୍ଧି ହେଲା ଯୁକ୍ତ ୩ ନାମଲେଖା ଆବେଦନ

ଭୁବନେଶ୍ବର: ରାଜ୍ୟରେ ଯୁକ୍ତ ତିନି ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ । ଜୁନ ୪ତାରିଖ ରାତି ୧୧ଟା ୪୫ମିନିଟ୍ ଯାଏଁ ଛାତ୍ରଛାତ୍ରୀ ମାନେ ଫର୍ମ ଦାଖଲ କରିପାରିବେ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅବଧି ବଢାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଦୀର୍ଘ ଦିନ ହେବ ଦାବି କରୁଥିଲେ ।
Powered by Froala Editor