ବୀଭତ୍ସ ହତ୍ୟାକାଣ୍ଡ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଭୁଜାଲିରେ ହାଣି ହତ୍ୟା

ବ୍ରହ୍ମପୁର: ବ୍ରହ୍ମପୁରରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଭୁଜାଲିରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ବଡବଜାର ଥାନା ଜଗବନ୍ଧୁ ସାହିରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଘଟଣାରେ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଥିବା ବେଳେ ଅଭିଯୁକ୍ତର ଭାଇକୁ ଅଟକ ରଖିଛି ପୁଲିସ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଛାନଭିନ୍ ଆରମ୍ଭ କରିଛି ।
Powered by Froala Editor