Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

ରାଜ୍ୟ
Home ›› ରାଜ୍ୟ ››ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରଙ୍କଠାରୁ ଆଗରେ ଅଛନ୍ତି ଛାତ୍ରୀ

ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରଙ୍କଠାରୁ ଆଗରେ ଅଛନ୍ତି ଛାତ୍ରୀ

2025-06-07 05:38:01
14911
Share:
Facebook
Twitter
E-Mail
WhatsApp
Telegram
ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରଙ୍କଠାରୁ ଆଗରେ ଅଛନ୍ତି ଛାତ୍ରୀ

ପୁରୀ: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ ପକ୍ଷରୁ ପରିଚାଳିତ ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଉତ୍ତୀର୍ଣ୍ଣ ହାର ୮୧. ୭୮% ରହିଛି। ଛାତ୍ରଙ୍କଠାରୁ ଆଗରେ ରହିଛନ୍ତି ଛାତ୍ରୀ। ୧୧୮ ପରୀକ୍ଷା କେନ୍ଦ୍ରରେ ୧୩୯ ସଂସ୍କୃତ କଲେଜର ୫୦୮୯ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିରୁ ୪୧୬୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ୨୧୪୮ ଜଣ ସମ୍ମାନ ସହ ପ୍ରଥମ ଓ ୪୭୫ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବିଶେଷ ଯୋଗ୍ୟତା ସହ ସହ ୬୧୭ଜଣ ଦ୍ବିତୀୟ, କେବଳ ଦ୍ବିତୀୟ ଶ୍ରେଣୀରେ ୮୬୬ ଏବଂ ବିନା ସମ୍ମାନରେ ୫୬ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ପରୀକ୍ଷାରେ ଅସାଧୁ ଉପାୟ ଅବଲମ୍ବନ କରିଥିବା ୨୨ଜଣଙ୍କ ଫଳ ସ୍ଥଗିତ ରଖାଯାଇଛି। ଅ‌େ‌ଦ୍ବୖତ ବେଦାନ୍ତରେ ୯୫.୫୨%, ଧର୍ମଶାସ୍ତ୍ରରେ ୯୨.୭%, ସର୍ବଦର୍ଶନରେ ୮୨.୬୦%, ଜ୍ୟୋତିଷରେ ୫୦%, କର୍ମକାଣ୍ଡରେ ୭୬.୯୨%, ନ୍ୟାୟରେ ୮୮.୬୭%, ସାହିତ୍ୟରେ ୮୩.୧୯%, ବ୍ୟାକରଣରେ ୭୯.୧୩%, ପୁରାଣରେ ୧୦୦% ଏବଂ ବେଦରେ ୮୪.୮୪% ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ବିଶ୍ବବିଦ୍ୟାଳୟ କୁଳପତି ପ୍ର. ପ୍ରସନ୍ନ କୁମାର ସ୍ବାଇଁ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଅ‌େ‌ଦ୍ବୖତ ବେଦାନ୍ତରେ ମୟୂରଭଞ୍ଜ ତୋଟାପଡ଼ା ବାସୁଦେବ ସଂସ୍କୃତ ମହାବିଦ୍ୟାଳୟ ଛାତ୍ର ତାପସ କୁମାର ମହାପାତ୍ର, ଧର୍ମଶାସ୍ତ୍ରରେ ପୁରୀ ଶ୍ରୀଜଗନ୍ନାଥ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଥିରେନ୍ଦ୍ରୀ ସାହୁ, ସର୍ବଦର୍ଶନରେ ବାଲେଶ୍ବର ଜିଲା ଭୋଗରାଇ ଶ୍ୟାମସୁନ୍ଦର ସଂସ୍କୃତ କଲେଜର ରଶ୍ମି ପରମାଣିକ, କର୍ମକାଣ୍ଡରେ ଶ୍ରୀଜଗନ୍ନାଥ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଋଷି କୁମାର ପଣ୍ଡା, ନ୍ୟାୟରେ ମୟୂରଭଞ୍ଜ ବେଗୁନିଆଡିହ ଲାଲମୋହନ ସଂସ୍କୃତ ମହାବିଦ୍ୟାଳୟର ନିର୍ମଳା ଟୁଡୁ, ପୁରାଣରେ ଗଞ୍ଜାମ ଜିଲା ବ୍ରହ୍ମପୁର ରାମାଧୀନ ସଂସ୍କୃତ କଲେଜର ଅପରାଜିତା ମୁନି, ସାହିତ୍ୟରେ ବାଲେଶ୍ବର ସହଜ ନଗର ସଂସ୍କୃତ ମହାବିଦ୍ୟାଳୟର ଜ୍ୟୋତିପୁଷ୍ପା ଦାସ, ବେଦରେ ଦେବଗଡ଼ ଜିଲା ନୂଆପଡ଼ା ସ୍ବାମୀ ଶିବାନନ୍ଦ ସଂସ୍କୃତ କଲେଜର ବିପାସ୍ବିନୀ ଘଡ଼େଇ, ବ୍ୟାକରଣ‌େ‌ର ଖୋର୍ଦ୍ଧା ଜିଲା ଦେଉଳି ଶ୍ରୀରାଧାମାଧବ ସଂସ୍କୃତ ମହାବିଦ୍ୟାଳୟର ଦିଆରସ୍ମି ଶବର ସର୍ବାଧିକ ନମ୍ୱର ରଖିଛନ୍ତି। ବିଶ୍ବବିଦ୍ୟାଳୟ କୁଳସଚିବ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପରୀକ୍ଷା ନିୟନ୍ତ୍ରକ ଡ. ବସନ୍ତ କୁମାର ମିଶ୍ର ପ୍ରମୁଖ ସାମ୍ୱାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ।

Powered by Froala Editor

Tags Result

Related articles Odisha News Lens 4.1

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14886
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14766
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15330
    May 23, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14297
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15424
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13895
    May 23, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14811
    May 24, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13757
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14087
    May 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14766
    May 24, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14811
    May 24, 2026
  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14087
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15332
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14961
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14373
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14499
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15559
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15418
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15160
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13982
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14766
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14087
    May 23, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13757
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In