Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ହୋଇପାରେ ତୃତୀୟ ପକ୍ଷ ବୀମା ରାଶି

୨୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ହୋଇପାରେ ତୃତୀୟ ପକ୍ଷ ବୀମା ରାଶି

2025-06-07 12:35:02
15420
Share:
Facebook
Twitter
E-Mail
WhatsApp
Telegram
୨୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ହୋଇପାରେ ତୃତୀୟ ପକ୍ଷ ବୀମା ରାଶି

ନୂଆଦିଲ୍ଲୀ : ଯଦି ଆପଣଙ୍କ ପାଖରେ ଅନେକ ଗାଡି ଅଛି ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରି । ଖୁବ୍ ଶୀଘ୍ର ଆପଣଙ୍କ ମୋଟର ତୃତୀୟ ପକ୍ଷ ବୀମା ଅର୍ଥାତ୍ ମୋଟର ଥାର୍ଡ ପାର୍ଟି ଇନସ୍ୟୁରାନ୍ସ ମହଙ୍ଗା ହୋଇପାରେ । ବୀମା ନିୟାମକ ପ୍ରାଧିକରଣ ମୋଟର ଥାର୍ଡ ପାର୍ଟି ଇନସ୍ୟୁରାନ୍ସ ପ୍ରିମିୟମ୍ ହାରାହାରି ୧୮ ପ୍ରତିଶତ ବୃଦ୍ଧି ପ୍ରସ୍ତାବ ରଖିଛି । ତେବେ କିଛି ଶ୍ରେଣୀର ଗାଡିରେ ଏହି ବୃଦ୍ଧି ୨୦ରୁ ୨୫ ପ୍ରତିଶତ ପର୍ଯ୍ୟନ୍ତ ହୋଇପାରେ ।

ଏବେ ଏହି ପ୍ରସ୍ତାବ ଉପରେ ସଡକ ପରିବହନ ଏବଂ ରାଜମାର୍ଗ ମନ୍ତ୍ରାଳୟ ଅନ୍ତିମ ନିଷ୍ପତ୍ତି ନେବ । ଆଗାମୀ ୨-୩ ସପ୍ତାହରେ ଏଥିରେ ନିଷ୍ପତ୍ତି ନିଆଯାଇପାରେ । ଏହା ପରେ ଏକ ଡ୍ରାଫ୍ଟ ନୋଟିଫିକେସନ୍ ଜାରି କରାଯିବ ଯେଉଁଥିରେ ଜନତାଙ୍କ ଫିଡବ୍ୟାକ୍ ମଧ୍ୟ ନିଆଯିବ ପରେ ଏହାକୁ ଲାଗୁ କରାଯିବ ।

ଥାର୍ଡ ପାର୍ଟି ଇନସ୍ୟୁରାନ୍ସ ଭେଇକଲ ଆକ୍ଟ ଅନୁସାରେ ବାଧ୍ୟତାମୂଳକ ହୋଇଥାଏ । ଏହି ବୀମା ସେହି ସ୍ଥିତିରେ କାମରେ ଆସିଥାଏ ଯେବେ ଆପଣଙ୍କ ଗାଡି କୌଣସି ତୃତୀୟ ବ୍ୟକ୍ତିଙ୍କ ଜୀବନ ହାନି କରେ ବା କ୍ଷତି ପହଞ୍ଚାଇଥାଏ । ଏହି ବୀମା ସେହି କ୍ଷତିକୁ କଭର କରିଥାଏ ଯାହା ଆପଣଙ୍କର ନୁହେଁ ବରଂ ଅନ୍ୟ କାହାର ହୋଇଥାଏ । ଗତ ୪ ବର୍ଷ ଧରି ଥାର୍ଡ ପାର୍ଟି ପ୍ରିମିୟମରେ କୌଣସି ବୃଦ୍ଧି ହୋଇନି । ୨୦୨୧ରେ ଶେଷ ଥର ଦର ବୃଦ୍ଧି ହୋଇଥିଲା ।

Powered by Froala Editor

Tags Insurance

Related articles Odisha News Lens 4.1

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14365
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14809
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15245
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14560
    Mar 27, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13786
    Mar 26, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13692
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14052
    Mar 26, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14087
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15170
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13692
    Mar 27, 2026
  • ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14358
    Mar 26, 2026
  • ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14087
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14809
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15242
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15006
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13990
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15140
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15023
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15530
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13692
    Mar 27, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14809
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15170
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In