Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ...

  • ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ...

  • ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ...

  • ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ...

  • ଆଖି ପାଇଁ ସପୁରୀ ରସ

  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ...

  • ମେଡିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

  • ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ...

  • ସର୍ଚ୍ଚ ଅପରେସନରେ ଟଳିଲେ ୭ ମାଓବାଦୀ, ମୃତକ ...

  • ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ...

ରାଜ୍ୟ
Home ›› ରାଜ୍ୟ ››ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

2025-06-08 19:56:44
15274
Share:
Facebook
Twitter
E-Mail
WhatsApp
Telegram
ଆସୁଛି ଆଉ ଏକ ଲଘୁଚାପ

ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ବଙ୍ଗୋପସାଗରରେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ରଜ ଆସୁ ଥିବାର ଏହି ଲଘୁଚାପ ଗରମରୁ ଟିକେ ଆଶ୍ୱସ୍ତି ଦେବ ବୋଲି ଆକଳନ କରାଯାଇଛି। ତେବେ ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଏବେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇସାରିଲାଣି ଘୂର୍ଣ୍ଣିବଳୟ। ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆସନ୍ତାକାଲି ପାଇଁ ୨୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Powered by Froala Editor

Tags rain

Related articles Odisha News Lens 4.1

  • ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ
    ଦେଶ-ଦେଶାନ୍ତର

    ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

    15099
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...
    ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14800
    Jun 08, 2025
  • ସର୍ଚ୍ଚ ଅପରେସନରେ ଟଳିଲେ ୭ ମାଓବାଦୀ, ମୃତକ ଭିତରେ ଅଛି ମୋଷ୍ଟ ୱାଣ୍ଟେଡ ଭାସ୍କର
    ଦେଶ-ଦେଶାନ୍ତର

    ସର୍ଚ୍ଚ ଅପରେସନରେ ଟଳିଲେ ୭ ମାଓବାଦୀ, ମୃତକ ଭିତରେ ଅଛି ମୋଷ୍ଟ ୱାଣ୍ଟେଡ ଭାସ୍କର

    15747
    Jun 07, 2025
  • ଆଖି ପାଇଁ ସପୁରୀ ରସ
    ବିଶେଷ

    ଆଖି ପାଇଁ ସପୁରୀ ରସ

    15723
    Jun 08, 2025
  • ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି କାହିଁକି ...
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି କାହିଁକି ...

    15020
    Jun 08, 2025
  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13888
    Jun 08, 2025
  • ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା ସ୍ୱାମୀ
    ଅପରାଧ

    ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା ସ୍ୱାମୀ

    14889
    Jun 07, 2025
  • ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍
    ଦେଶ-ଦେଶାନ୍ତର

    ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍

    15004
    Jun 07, 2025
  • ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ
    ଦେଶ-ଦେଶାନ୍ତର

    ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ

    14552
    Jun 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଆଖି ପାଇଁ ସପୁରୀ ରସ

    15723
    Jun 08, 2025
  • ଦେଶ-ଦେଶାନ୍ତର

    ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

    15099
    Jun 08, 2025
  • ଦେଶ-ଦେଶାନ୍ତର

    ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍

    15004
    Jun 07, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16651
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16950
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15479
    Apr 03, 2021

ବିଶେଷ

  • ଆଖି ପାଇଁ ସପୁରୀ ରସ

    15723
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14800
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    15000
    Jun 07, 2025
  • ଘାସରେ ଚାଲିଲେ ମିଳେ ଅନେକ ଫାଇଦା

    15662
    Jun 07, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15519
    Jun 06, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15694
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16316
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14025
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14817
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13888
    Jun 08, 2025
  • ମେଡିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

    15330
    Jun 07, 2025
  • ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍

    15004
    Jun 07, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In