Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

ଅପରାଧ
Home ›› ଅପରାଧ ››ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

2025-06-09 20:24:36
24569
Share:
Facebook
Twitter
E-Mail
WhatsApp
Telegram
ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି । ପରକୀୟା ପ୍ରୀତି ପାଇଁ ଜଣେ ମହିଳାଙ୍କୁ ଜୀବନ ହାରିବାକୁ ପଡ଼ିଛି। ସମ୍ପର୍କ ଚ୍ଛିନ୍ନ କରିବାକୁ କହିବାରୁ ପ୍ରେମିକ ତାଙ୍କୁ ୧୭ ଥର ଛୁରି ଭୁସି ହତ୍ୟା କରିଛି। ବେଙ୍ଗାଲୁରୁ ନିକଟରେ ଏକ ହୋଟେଲରେ ଘଟିଥିବା ଏହି ହତ୍ୟାକାଣ୍ଡ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ୨୫ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟର ଓ ତା’ ନାମ ୟାହସ।

ବିବାହିତ ମହିଳାଙ୍କୁ ତାଙ୍କ ପ୍ରେମିକ ୟାହସ ଓୟୋ ହୋଟେଲରେ ୧୭ ଥର ଛୁରି ଭୁସି ହତ୍ୟା କରିଛି । ମୃତ ମହିଳାଙ୍କ ନାମ ହରିଣୀ (୩୬)। ହରିଣୀ ବିବାହିତ ଥିଲେ ଏବଂ ତାଙ୍କର ଦୁଇଟି ସନ୍ତାନ ଅଛି । କୁହାଯାଉଛି ଯେ ହରିଣୀଙ୍କର ଯଶସଙ୍କ ସହିତ ଅବୈଧ ସମ୍ପର୍କ ଥିଲା। ଅଭିଯୁକ୍ତକୁ ସୁବ୍ରହ୍ମଣ୍ୟପୁର ପୋଲିସ ଗିରଫ କରିଛି ଏବଂ ମାମଲାର ତଦନ୍ତ ଚାଲିଛି ।

ହରିଣୀ ହିମାଚଳପ୍ରଦେଶର ୪୧ ବର୍ଷୀୟ ଜଣେ ଚାଷୀଙ୍କୁ ୨୦୧୨ରେ ବିବାହ କରିଥିଲେ। ସେମାନଙ୍କର ୨ଟି ଝିଅ ଅଛନ୍ତି। ୩ ବର୍ଷରେ ତଳେ ସେ ୟାହସଙ୍କୁ ଏକ ଗାଁ ମେଳରେ ଭେଟିଥିଲେ, ଯାହା ପରବର୍ତ୍ତୀ ସମୟରେ ପରକୀୟା ପ୍ରୀତିରେ ପରିଣତ ହୋଇଥିଲା। ଉଭୟ ପରସ୍ପରର ଫୋନ୍ ନମ୍ବର ନେଇଥିଲେ। ଉଭୟ କଥାବାର୍ତ୍ତା ଆରମ୍ଭ କରିଥିଲେ ।

ହରିଣୀ ଏବଂ ୟାହସଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ମଧ୍ୟ ଥିଲା। ଏହି ସମୟ ମଧ୍ୟରେ ତାଙ୍କ ସ୍ୱାମୀ ଦାସେଗୌଡ଼ା ତାଙ୍କ ଉପରେ ସନ୍ଦେହ କଲେ । ଏହା ପରେ, ସେ ହରିଣୀଙ୍କ ଫୋନ୍ ଛଡ଼ାଇ ନେଲେ ଏବଂ ତାଙ୍କ ସ୍ତ୍ରୀଙ୍କ ଅବୈଧ ସମ୍ପର୍କ ବିଷୟରେ ଜାଣିପାରିଲେ । ତା’ପରେ ଦାସେଗୌଡ଼ା ହରିଣୀଙ୍କୁ ଘରେ ବନ୍ଦ କରିଦେଲେ ।

ୟାହସ ତାଙ୍କ ସହିତ ଯୋଗାଯୋଗ କରି ନ ପାରିବାରୁ ପାଗଳ ହୋଇଯାଉଥିଲେ। ତେଣୁ ସେ ତାଙ୍କୁ ଖୋଜି ମାରିବାକୁ ନିଷ୍ପତ୍ତି ନେଇଥିଲେ । ସେ ହରିଣୀଙ୍କୁ ହତ୍ୟା କରିବା ପାଇଁ ଏକ ଛୁରୀ ମଧ୍ୟ କିଣିଥିଲେ।

ତେବେ ଶେଷ ଥର ଲାଗି ଉଭୟେ ପରସ୍ପରଙ୍କୁ ଭେଟିବାକୁ ନିଷ୍ପତ୍ତି ନେଇଥିଲେ। ଗତ ୬ ତାରିଖ ସନ୍ଧ୍ୟାରେ ୟାହସ ହରିଣୀଙ୍କୁ ତାଙ୍କ କାରରେ ବସାଇ ବୁକ୍‌ କରିଥିବା ଏକ ହୋଟେଲକୁ ନେଇଥିଲେ। ରାତିରେ ଦୁହେଁ ସେଠାରେ ରହିଥିଲେ। ଏହି ସମୟରେ ପରିବାରର ଚାପ ଯୋଗୁ ହରିଣୀ ଆଉ ତାଙ୍କୁ ଭେଟି ପାରିବେ ନାହିଁ ବୋଲି ୟାହସଙ୍କୁ କହିଥିଲେ। କିନ୍ତୁ ୟାହସ ହରିଣୀଙ୍କୁ ଛୁରିରେ ଭୁସି ହତ୍ୟା କରିଥିଲେ। ପରେ ନିଜେ ପୁଲିସକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ଯାହାଫଳରେ ପୁଲିସ ତାଙ୍କୁ ଗିରଫ କରିଥିଲା।

Powered by Froala Editor

Tags murder

Related articles Odisha News Lens 4.1

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15439
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15119
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15462
    Jun 26, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15166
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13792
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15021
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15227
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15023
    Jun 26, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14861
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15227
    Jun 26, 2026
  • ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15119
    Jun 26, 2026
  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15462
    Jun 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16947
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17564
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17615
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18011
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15227
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15321
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15236
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15066
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15675
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13788
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14882
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15496
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15247
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15166
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13792
    Jun 25, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15023
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In