Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

ରାଜ୍ୟ
Home ›› ରାଜ୍ୟ ››ଇଚ୍ଛା ଥିଲେ ୨୪ମିନିଟରେ ସବୁ କିଛି କରିହୁଏ: ମୁଖମନ୍ତ୍ରୀ

ଇଚ୍ଛା ଥିଲେ ୨୪ମିନିଟରେ ସବୁ କିଛି କରିହୁଏ: ମୁଖମନ୍ତ୍ରୀ

2025-06-10 09:52:53
13633
Share:
Facebook
Twitter
E-Mail
WhatsApp
Telegram
ଇଚ୍ଛା ଥିଲେ ୨୪ମିନିଟରେ ସବୁ କିଛି କରିହୁଏ: ମୁଖମନ୍ତ୍ରୀ

ଭୁବନେଶ୍ବର: ଦିନକ ପରେ ରାଜ୍ୟରେ ନୂଆ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ହେବ । ଏହାପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଆଜି ରାଜ୍ୟବାସୀଙ୍କୁ ରିପୋର୍ଟ କାର୍ଡ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୋଦୀ ସରକାରଙ୍କ ୧୧ବର୍ଷ ପୁରିଥିବା ବେଳେ ୩ୟ ପାଳିର ପ୍ରଥମ ବର୍ଷ ଆସନ୍ତାକାଲି ପୁରିବ । ୨୦୧୪ ମେ ୨୬ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦୀ । ଏହା ଭାରତ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ । ମୋଦୀ ସରକାର ୧୧ବର୍ଷ ଭିତରେ ଅନେକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ଯାହା ଭାରତରେ ଅନେକ ବୈପ୍ଳବିକ ପରିବର୍ତ୍ତନ ଆଣିବାରେ ସମ୍ଭବ ହୋଇଛି । ଧାରା ୩୭୦ ଉଚ୍ଛେଦ କରି ଜମ୍ମୁ-କାଶ୍ମୀରକୁ ଭାରତ ସହ ପୂର୍ଣ୍ଣ ଭାବେ ଯୋଡିଛନ୍ତି । ଟ୍ରିପଲ ତଲାକ, ଏକକ ଜିଏସଟି, ଏନଇପି, ଜନଧନ ଯୋଜନାର ସୁଫଳ ମିଳିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ଲୋକଙ୍କ ଆଶା ପୁରଣ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଯାହା ପ୍ରତିଶ୍ରୁତି ଦିଆଯାଇଥିଲା ତାହା ପୂରଣ ହୋଇଛି । ୬ବର୍ଷ ହେଲାଣି ଆୟୁଷ୍ମାନ ଯୋଜନା କାର୍ଯ୍ୟକାରୀ ହେଉନଥିବା ବେଳେ ବର୍ତ୍ତମାନ ତାହା କାର୍ଯ୍ୟକାରୀ ହୋଇଛି । ରାଜ୍ୟରେ ଚାଷୀ ଅନେକ ମାତ୍ରାରେ ଉପକୃତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମୃଦ୍ଧ କୃଷି ଯୋଜନାରେ ଆମେ ୩୭.୮୦୦କୋଟି ବଜେଟ୍‍ କରିଛୁ । ଆଗରୁ କେବେ ସରକାର କୃଷି ପାଇଁ ଏତେ ବଜେଟ୍‍ କରିନଥିଲେ । ଶିକ୍ଷା କ୍ଷେତ୍ରରେ ମଧ୍ୟ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି । ୫ଟି ଜରିଆରେ ସ୍କୁଲରେ ରଙ୍ଗମାରି ରୂପାନ୍ତୀକରଣ ଭ୍ରମ ସୃଷ୍ଟି କରାଯାଇଥିଲା । ମାତ୍ର ଆମ ସରକାର ଫିଡର ସ୍କୁଲ ବିନା ଏହା ସମ୍ଭବ ନୁହେଁ ବୁଝିଲୁ । ଶିଶୁ ବାଟିକା ଶୁଭାରମ୍ଭ ହୋଇଛି, ଆଗକୁ ଆଦର୍ଶ ବିଦ୍ୟାଳୟ ତିଆରି ହେବ । ରାଜ୍ୟରେ ନୂତନ ଶିକ୍ଷା ନୀତି ଲାଗୁ କରିବା ସହିତ ବୈପ୍ଳବିକ ପରିବର୍ତ୍ତନ ହେବ । ପିଲାଙ୍କୁ ସରକାରୀ ସ୍କୁଲକୁ ଫେରାଇ ଆଣିବାକୁ ପ୍ରୟାସ କରିବୁ ।

୨୪ ବର୍ଷ ନୁହେଁ ୨୪ମିନିଟରେ ସବୁ କରିଛୁ । ଇଚ୍ଛା ଥିଲେ ୨୪ମିନିଟରେ ସବୁ କିଛି କରିହୁଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସାଧାରଣ ଲୋକ ଏବେ ଚାହିଁଲେ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି । ୨୦୨୬ ଶେଷ ସୁଦ୍ଧା ୯୦ପ୍ରତିଶତଙ୍କୁ ପାନୀୟ ଜଳ ଯୋଗାଇ ଦେବୁ ।

Powered by Froala Editor

Tags Cm

Related articles Odisha News Lens 4.1

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13985
    Oct 12, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14938
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14100
    Oct 11, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14788
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14363
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14503
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13941
    Oct 11, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14847
    Oct 12, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14517
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14938
    Oct 12, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14503
    Oct 12, 2026
  • ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14788
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17175
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17865
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14534
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14640
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15646
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14320
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16056
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13941
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14100
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    14110
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In