Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ, ଜାଣନ୍ତୁ କ’ଣ ?

ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ, ଜାଣନ୍ତୁ କ’ଣ ?

2025-06-10 10:19:09
15118
Share:
Facebook
Twitter
E-Mail
WhatsApp
Telegram
ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ,  ଜାଣନ୍ତୁ କ’ଣ ?

ନୂଆଦିଲ୍ଲୀ: ରାଜା ରଘୁବଂଶୀ ହତ୍ୟା ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ସ୍ତ୍ରୀ ସୋନମ ରଘୁବଂଶୀ ନିଜ ପ୍ରେମିକଙ୍କ ପାଇଁ ସ୍ଵାମୀଙ୍କୁ ହତ୍ୟା କରିଥିବାବେଳେ ପୁଲିସ ତାଙ୍କୁ ୩ ଦିନିଆ ଟ୍ରାନଜିଟ ରିମାଣ୍ଡରେ ନେଇ ଜେରା କରୁଛି। ଅନ୍ୟପଟେ ରାଜାଙ୍କ ଭାଇ ବିପିନ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆଣିଛନ୍ତି। ରାଜ କୁଶଓ୍ବାହା ସହିତ ସୋନମଙ୍କ ପ୍ରେମ ସମ୍ପର୍କ ବିଷୟରେ ତାଙ୍କ ପରିବାର ଲୋକେ ଜାଣିଥିଲେ। କିନ୍ତୁ ତାହାକୁ ସେମାନେ ଲୁଚାଇ ସୋନମଙ୍କ ବିବାହ କରିଥିଲେ।

ବିପିନ କହିଛନ୍ତି, ସୋନମ ରାଜାଙ୍କ ସହିତ ବିବାହ ପାଇଁ ରାଜି ନ ଥିଲେ। ବିବାହ ହେଲେ ପରିଣାମ ଭୟଙ୍କର ହେବ ବୋଲି ସୋନମ ତାଙ୍କ ମା’ଙ୍କୁ ବିବାହ ପୂର୍ବରୁ କହିଥିଲେ। ମାତ୍ର ରାଜାଙ୍କ ସହିତ ବିବାହ ପାଇଁ ସୋନମଙ୍କୁ ସେ ବାଧ୍ୟ କରିଥିଲେ। ପ୍ରେମିକ ରାଜ ସୋନମଙ୍କ ବାପାଙ୍କ ପାଖରେ ଚାକିରି କରୁଥିଲା। ତେଣୁ ସମ୍ପର୍କ ବିଷୟରେ ଜଣାପଡ଼ିଲେ ତା’କୁ ଚାକିରିରୁ ବାହାର କରିଦିଆଯିବ ବୋଲି ଜାଣି ସୋନମଙ୍କ ମା’ ଚୁପ ରହିଥିଲେ। ତେଣୁ ପୁଲିସ ତାଙ୍କୁ ବି ଜେରା କରିବା ଦରକାର ବୋଲି ବିପିନ କହିଛନ୍ତି।

ବିବାହର ୩ ଦିନ ପରେ ରାଜା ଏବଂ ସୋନମ ଏକ ବିବାହ କାର୍ଯ୍ୟକ୍ରମକୁ ଯାଇଥିଲେ। ସୋନମ ସେଠାରେ ରାଜାଙ୍କ ସହ କଥା ନ ହୋଇ ଗୋଟିଏ କୋଣରେ ବସି ମୋବାଇଲରେ ବ୍ୟସ୍ତ ରହୁଥିବା ନେଇ ରାଜା ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଏହାକୁ ଗୁରୁତ୍ଵ ଦେଇନଥିଲେ।

Powered by Froala Editor

Tags Raja raghubansi

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14809
    Oct 09, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14462
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13312
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15549
    Oct 10, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15463
    Oct 11, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15499
    Oct 10, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14349
    Oct 11, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13490
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15728
    Oct 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15463
    Oct 11, 2026
  • ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15549
    Oct 10, 2026
  • ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14349
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17170
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17817
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18234
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14485
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14591
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15599
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14272
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16009
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15757
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15022
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14462
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14809
    Oct 09, 2026
  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14349
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In