Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

ବାଣିଜ୍ୟ
Home ›› ବାଣିଜ୍ୟ ››ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

2025-06-14 15:56:02
15517
Share:
Facebook
Twitter
E-Mail
WhatsApp
Telegram
ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ରୟ କନ୍ନଡ ଗୀତ ‘ଆଇ ଲଭ୍ ୟୁ ଆପ୍ପା’ରୁ ପ୍ରେରଣା ଲାଭକରି ଏହି ପ୍ରଚାର ଅଭିଯାନ ‘ଜେଂଟଲ ଆଜ୍ ଡାଡ’ଶୀର୍ଷକରେ ଝିଅଟିଏ ଏକ ନବଜାତକରୁ ଜଣେ ଯୁବତୀ ଭାବରେ ବିକାଶ ଲାଭ କରିବା ଅବସରରେ ଜଣେ ବାପା ଓ ତାଙ୍କ ଝିଅଙ୍କ ମଧ୍ୟରେ ଭାବପ୍ରବଣଗତ ସମ୍ପର୍କକୁ ଅତିସୁନ୍ଦର ଭାବରେ ଧରି ରଖୁଛି ।

ଆଂଚଳିକ ଦର୍ଶକଙ୍କ ସହିତ ଗଭୀର ଭାବରେ ମେଳ ଖାଉଥିବା ଲୋକପ୍ରିୟ ସଂଗୀତକୁ ଛଅଟି ଭାରତୀୟ ଭାଷା- ହିନ୍ଦୀ, ତାମିଲ, ତେଲୁଗୁ, ମାଲୟାଲମ, ମରାଠୀ ଏବଂ ବେଙ୍ଗଲି ଭାଷାରେ ଅନୁବାଦ କରାଯାଇଛି, ଯାହଦ୍ୱାରା ଆଂଚଳିକ ପ୍ରାସଙ୍ଗିକତା ଏବଂ ଏକ ଗଭୀର ଭାବଗତ ସମ୍ପର୍କକୁ ସୁନିଶ୍ଚିତ କରାଯାଉଛି । 

ଏହି ପ୍ରଚାର ଅଭିଯାନ ସମ୍ପର୍କରେ ପ୍ରକାଶ କରି ଶ୍ରୀ ଚର୍କବର୍ତୀ  ଏନ ଭି, ଡାଇରେକ୍ଟର, ବେବିକେୟାର, ହିମାଳୟ ୱେଲନେସ୍ କମ୍ପାନୀ କହିଥିଲେ, “ବାପାମାନେ ଅନେକ ସମୟରେ ଏକ ଶିଶୁର ଜୀବନରେ ନୀରବ ସ୍ତମ୍ଭ ହୋଇଥାନ୍ତି- ଯେଉଁଥିରେ ପଶ୍ଚାତଭାଗରେ କୋମଳପଣ, ଦୃଢତା ଏବଂ  ସଦା ଉପସ୍ଥିତି ରହିଥାଏ  ଏବଂ ସେମାନେ ସ୍ନେହ ଓ ସୁରକ୍ଷା  ଜରିଆରେ ସେମାନଙ୍କ ଶିଶୁର ଦୁନିଆଁକୁ ଗଢି ତୋଳିଥାନ୍ତି । ଏହି ପ୍ରଚାର ଅଭିଯାନ ସହିତ  ଆମେ ସେହି ମଜଭୁତ ସାମର୍ଥ୍ୟ ଓ କୋମଳତାକୁ ସମ୍ମାନ ଜଣାଇବାକୁ  ଚାହୁଁଛୁ ଯାହା ପିତୃତ୍ୱର ସଂଜ୍ଞା ନିର୍ଦ୍ଧାରଣ କରିଥାଏ । ଗୀତ ‘ଆଇ ଲଭ ୟୁ ଆପ୍ପା’ ଗଭୀର ସାଂସ୍କୃତିକ ଭାବପ୍ରବଣତା ବହନ କରୁଛି ଏବଂ ଏହି ସର୍ବବ୍ୟାପୀ ସମ୍ପର୍କିତ କାହାଣୀ ଜରିଆରେ ଆମେ ପ୍ରତ୍ୟେକ ପିତାଙ୍କୁ  ନେଇ ପାଳନ କରିବା ଆଶା ରଖୁଛୁ, ଯିଏ ସୁରକ୍ଷା ପ୍ରଦାନକାରୀ, ଖେଳସାଥୀ, ମାର୍ଗଦର୍ଶକ ଏବଂ କୋମଳ ଲାଳନ ପାଳନକାରୀର ଭୂମିକା ନିର୍ବାହ କରିଥାନ୍ତି ।” 

ହିମାଂଶୁ ଆରୋରା, ସହ-ପ୍ରତିଷ୍ଠାତା, ସୋସିଆଲ ପଙ୍ଗା କହିଥିଲେ, “ଏହି ପିତୃ ଦିବସରେ ଆମର ପ୍ରଚାର ଅଭିଯାନ ପିତା ଓ ଝିଅମାନଙ୍କ ମଧ୍ୟରେ ଥିବା ଚିରନ୍ତନ ସମ୍ପର୍କକୁ ପାଳନ କରୁଛି, ଏହା ଏଭଳି ଏକ ବନ୍ଧନ ଯାହା ମୋ ପାଇଁ ଜଣେ ବାପା ଭାବରେ ଗଭୀର ବ୍ୟକ୍ତିଗତ ଅନୁଭବ ହୋଇଛି । ଗୀତଟିକୁ ତାହାର ସାର୍ବଜନୀନ ଭାବପ୍ରବଣତା ନିମନ୍ତେ ଚିନ୍ତାଶୀଳ ଭାବରେ ମନୋନୀତ  କରାଯାଇଛି, ଯାହା ଜଣେ ଝିଅ ତାଙ୍କର ବୟସ ନିର୍ବିଶେଷରେ କିଭଳି ସର୍ବଦା ତାଙ୍କ ବାପାଙ୍କର ‘କୁନି ଝିଅ’ ହୋଇ ରହିଥିବେ  ତାହାକୁ ଧରିରଖୁଛି । ଆମର ଲକ୍ଷ୍ୟ ଥିବା ଏଭଳି ଏକ ପ୍ରଚାରର ଅଭିଯାନ ସୃଷ୍ଟି କରିବା ଯାହା ଏହି ଯାତ୍ରାକୁ ସୁନ୍ଦର ଭାବରେ ଧରି ରଖୁଥିବ, ଏବଂ ଭାରତ ସହିତ ସମ୍ପର୍କ ଥିବା ପ୍ରତ୍ୟେକଟି ଦିଗକୁ ସୁନିଶ୍ଚିତ କରିବାକୁ ଆମେ ଛଅଟି ଆଂଚଳିତ ଭାଷାରେ ଏହି ଗୀତକୁ ପୁନଃ ପ୍ରସ୍ତୁତ  କରିଛୁ । 

ଏହି ପ୍ରଚାର ଅଭିଯାନ ଦର୍ଶକମାନଙ୍କୁ ସେମାନଙ୍କର ନିଜସ୍ୱ ସ୍ମୃତି ଓ ସେମାନଙ୍କ ବାପାମାନଙ୍କ ସହିତ ମୁହୂର୍ତଗୁଡିକ ଭାଗୀଦାର କରିବାକୁ ସମସ୍ତ ୟୁଟୁ୍ୟବ ଚାନେଲ ଏବଂ ଇନଷ୍ଟାଗ୍ରାମରେ #GentleAsDad ହାସଟ୍ୟାଗ୍ ସହିତ ପ୍ରସାରିତ ହେବ ।

Powered by Froala Editor

Tags Himalaya baby Care

Related articles Odisha News Lens 4.1

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15081
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15438
    Aug 23, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15570
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13816
    Aug 23, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15691
    Aug 22, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14147
    Aug 23, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15308
    Aug 22, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15326
    Aug 23, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15763
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13974
    Aug 23, 2026
  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15763
    Aug 22, 2026
  • ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15081
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15513
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16044
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13965
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14989
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14760
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14005
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15326
    Aug 23, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14147
    Aug 23, 2026
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15691
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In