Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ...

  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ...

  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ...

  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ...

  • ଲଞ୍ଚ ହେବ ଏଆଇ ୟୁପିଆଇ

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

Home ›› ›› ସମସ୍ତ ବିଦ୍ୟାଳୟରେ ପାଳନ ହେବ ଆନ୍ତର୍ଜାତିକ ଯୋଗ ଦିବସ

ସମସ୍ତ ବିଦ୍ୟାଳୟରେ ପାଳନ ହେବ ଆନ୍ତର୍ଜାତିକ ଯୋଗ ଦିବସ

2025-06-15 06:11:01
14595
Share:
Facebook
Twitter
E-Mail
WhatsApp
Telegram
 ସମସ୍ତ ବିଦ୍ୟାଳୟରେ ପାଳନ ହେବ ଆନ୍ତର୍ଜାତିକ ଯୋଗ ଦିବସ

ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ। ସୁସ୍ଥ ଜୀବନ ପାଇଁ ଯୋଗର ଲାଭ ସମ୍ପର୍କରେ ପିଲାମାନେ ଜାଣିବା ଉଦ୍ଦେଶ୍ୟରେ ଏଥର ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ଏନେଇ ସବୁ ରାଜ୍ୟକୁ ନିର୍ଦେଶ ଦିଆଯିବା ପରେ ରାଜ୍ୟରେ ବିଦ୍ୟାଳୟସ୍ତରରେ ଯୋଗ ଦିବସ ପାଳନ ପାଇଁ ତତ୍ପରତା ପ୍ରକାଶ ପାଇଛି।
ଏ ସମ୍ପର୍କରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦେଶିକା ଅନନ୍ୟା ଦାସ ସମସ୍ତ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ପତ୍ର ଜରିଆରେ ଅବଗତ କରିଛନ୍ତି। ଆନ୍ତର୍ଜାତିକ ଯୋଗ ଦିବସ ପୋର୍ଟାଲରେ ଆୟୋଜକ ଭାବେ ବିଦ୍ୟାଳୟର ପଞ୍ଜୀକରଣ କରିବାକୁ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ କୁହାଯିବ। ବିଦ୍ୟାଳୟଗୁଡ଼ିକରେ ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ ସ୍ବତନ୍ତ୍ର ଯୋଗ ଅଧିବେଶନ ଅନୁଷ୍ଠିତ ହେବ। ଏଥିରେ ଶିକ୍ଷାର୍ଥୀଙ୍କୁ ଯୋଗଦେବା ପାଇଁ ଉତ୍ସାହିତ କରାଯିବ। ଆୟୁଷ ମନ୍ତ୍ରଣାଳୟର ଏକକ ଯୋଗ ପ୍ରୋଟୋକଲକୁ ଅନୁକରଣ କରାଯିବ। ଏହା ମନ୍ତ୍ରଣାଳୟର ଆନ୍ତର୍ଜାତିକ ଯୋଗ ଦିବସ ପୋର୍ଟାଲରେ ୨୨ଟି ଭାରତୀୟ ଭାଷାରେ ଉପଲବ୍ଧ। ୨୧ ତାରିଖ ଦିନ ୨ଟା ସୁଦ୍ଧା ଯୋଗ ଦିବସରେ ସାମିଲ ଜିଲାୱାରୀ ବିଦ୍ୟାଳୟ/ଶିକ୍ଷାନୁଷ୍ଠାନ/ଛାତ୍ରଛାତ୍ରୀ/ଶିକ୍ଷକ-ଶିକ୍ଷୟିତ୍ରୀ/ଅଭିଭାବକ ସମ୍ପର୍କରେ ରାଜ୍ୟ ପ୍ରକଳ୍ପ କାର୍ଯ୍ୟାଳୟକୁ ଜଣାଯିବ।

Powered by Froala Editor

Tags Yoga day

Related articles Odisha News Lens 4.1

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14829
    Jun 29, 2026
  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14628
    Jun 29, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା
    ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14032
    Jun 29, 2026
  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14223
    Jun 29, 2026
  • ଲଞ୍ଚ ହେବ ଏଆଇ ୟୁପିଆଇ
    ଦେଶ-ଦେଶାନ୍ତର

    ଲଞ୍ଚ ହେବ ଏଆଇ ୟୁପିଆଇ

    13779
    Jun 29, 2026
  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...
    ଦେଶ-ଦେଶାନ୍ତର

    ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

    13653
    Jun 29, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    14029
    Jun 28, 2026
  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ
    ଦେଶ-ଦେଶାନ୍ତର

    ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ

    14113
    Jun 29, 2026
  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ
    ଦେଶ-ଦେଶାନ୍ତର

    ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ

    13998
    Jun 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14032
    Jun 29, 2026
  • ଦେଶ-ଦେଶାନ୍ତର

    ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

    13653
    Jun 29, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14628
    Jun 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16957
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17568
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17618
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18015
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14066
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15798
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15662
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15310
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15138
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13792
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15503
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15258
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ

    14113
    Jun 29, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14829
    Jun 29, 2026
  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14223
    Jun 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In