Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

  • ଅଲଗା ହେବେ ଗୌରବ-ଆକାଂକ୍ଷା

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ...

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ...

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ...

ରାଜ୍ୟ
Home ›› ରାଜ୍ୟ ››୨୦ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ

୨୦ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ

2025-06-16 09:53:26
14532
Share:
Facebook
Twitter
E-Mail
WhatsApp
Telegram
୨୦ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ

ଭୁବନେଶ୍ଵର:   ଜୁନ୍ ୨୦ରେ ଦିନ ୩ଟା ୪୦ରେ ଭୁବନେଶ୍ଵରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି। ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍ ସୋ କାର୍ଯ୍ୟକ୍ରମ ଥିବାବେଳେ ବିମାନ ବନ୍ଦରରୁ ଜନତା ମୈଦାନ ଯାଏଁ ରୋଡ୍ ସୋରେ ଯିବେ ପିଏମ୍ ମୋଦୀ। ଅପରାହ୍ନ ସାଢେ ୫ଟା ଯାଏଁ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରହିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ଜୁନ୍‌ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି। ତେଣୁ ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍
    ଦେଶ-ଦେଶାନ୍ତର

    ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14528
    Jun 30, 2026
  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    14989
    Jun 30, 2026
  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ

    13355
    Jun 30, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14023
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା
    ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    15038
    Jun 30, 2026
  • ଅଲଗା ହେବେ ଗୌରବ-ଆକାଂକ୍ଷା
    ମନୋରଞ୍ଜନ

    ଅଲଗା ହେବେ ଗୌରବ-ଆକାଂକ୍ଷା

    15187
    Jun 30, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ ...
    ବିଶେଷ

    ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ ...

    13950
    Jun 30, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    14951
    Jun 30, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ଙ୍କ ଦାୟିତ୍ୱ ଗ୍ରହଣ
    ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ଙ୍କ ଦାୟିତ୍ୱ ଗ୍ରହଣ

    13909
    Jun 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ଙ୍କ ଦାୟିତ୍ୱ ଗ୍ରହଣ

    13909
    Jun 30, 2026
  • ଦେଶ-ଦେଶାନ୍ତର

    ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14528
    Jun 30, 2026
  • ଦେଶ-ଦେଶାନ୍ତର

    ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ

    13355
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17569
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17619
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18016
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13950
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14199
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15823
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15689
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15336
    Jun 22, 2026

ବାଣିଜ୍ୟ

ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

କଲ୍ୟାଣ ଜୁଏଲର୍ସର ଲାଇଫ୍‌ଷ୍ଟାଇଲ୍‌ ଗହଣା ବ୍ରାଣ୍ଡ୍‌ କ୍ୟାଣ୍ଡିୟର୍‌ ପକ୍ଷରୁ ମହିଳା କ୍ରିକେଟ୍‌ ତାରକାସ୍ମୃତି ମନ୍ଧାନାଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର୍‌ ଭାବେ ନିଯୁକ୍ତ କରାଯାଇଛି। ବଲିଉଡ୍‌ ତାରକା ଶାହରୁଖ ଖାନଙ୍କ ସହ ସେ ଯୋଗ ଦେଇଛନ୍ତି।

ଏକ ଲାଇଫଷ୍ଟାଇଲ୍&zwn ...

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14892
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15505
    Mar 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    14989
    Jun 30, 2026
  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ

    13355
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    15038
    Jun 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In