Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

ରାଜ୍ୟ
Home ›› ରାଜ୍ୟ ››ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ନବୀନ, ଚିକିତ୍ସା ପାଇଁ ଯିବେ ମୁମ୍ବାଇ

ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ନବୀନ, ଚିକିତ୍ସା ପାଇଁ ଯିବେ ମୁମ୍ବାଇ

2025-06-19 06:33:20
13842
Share:
Facebook
Twitter
E-Mail
WhatsApp
Telegram
ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ନବୀନ, ଚିକିତ୍ସା ପାଇଁ ଯିବେ ମୁମ୍ବାଇ

ଭୁବନେଶ୍ବର : ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଚିକିତ୍ସା ପାଇଁ ସେ ମୁମ୍ବଇ ଯିବେ। ଆସନ୍ତା ୨୨ ତାରିଖରେ ମୁମ୍ବଇରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ଥିବାରୁ ଚିକିତ୍ସିତ ହେବେ। ମୁମ୍ବଇରେ ଥିବା କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସେଠାରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌ ନବୀନଙ୍କ ଅନୁପସ୍ଥିତିରେ ବିଜୁ ଜନତା ଦଳ ପରିଚାଳନା କରିବ ରାଜନୈତିକ ବ୍ୟାପାର କମିଟି। ଏହି କମିଟି ଦଳର ଦୈନନ୍ଦିନ କଥା ବୁଝିବ। ସେହିପରି ଦଳର ବିଭିନ୍ନ ସାମ୍ମୁଖ୍ୟର କାର୍ଯ୍ୟକ୍ରମ ବିଷୟରେ ଦଳର ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦେବୀ ପ୍ରସାଦ ମିଶ୍ର ସମନ୍ବୟ ରକ୍ଷା କରିବେ। ଏନେଇ ବୁଧବାର ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ ଏକ ନିର୍ଦେଶନାମା ଜାରି କରିଛନ୍ତି। ଶ୍ରୀ ପଟ୍ଟନାୟକ ଚିକିତ୍ସା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମାଗିଛନ୍ତି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ମଧ୍ୟ ଲୋଡ଼ିଛନ୍ତି। ‘ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି’ ବୋଲି ସେ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି। ଶ୍ରୀ ପଟ୍ଟନାୟକ ପୋଷ୍ଟ କରିବା ପରେ ତାଙ୍କର ସମର୍ଥକ ସାମାଜିକ ଗଣମାଧ୍ୟମ ଜରିଆରେ ଶୁଭେଚ୍ଛା ଜଣାଇବା ସହ ଆରୋଗ୍ୟ କାମନା କରିଛନ୍ତି।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକଟ କରିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଥିବା ଉଲ୍ଲେଖ କରିଛନ୍ତି।
ଅନ୍ୟ ପକ୍ଷରେ ନବୀନଙ୍କ ଉତ୍ତମ ଚିକିତ୍ସା ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କରୁଣାରୁ ସେ ସୁସ୍ଥ ଓ ନିରୋଗ ରୁହନ୍ତୁ ତଥା ନିଜର ଯତ୍ନ ନିଅନ୍ତୁ ବୋଲି ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଶ୍ରୀ ପ୍ରଧାନ କାମନା କରିଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15066
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15740
    Jun 23, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15408
    Jun 23, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15238
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14816
    Jun 24, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14063
    Jun 23, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13773
    Jun 24, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13836
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14640
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14816
    Jun 24, 2025
  • ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15408
    Jun 23, 2025
  • ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15740
    Jun 23, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15740
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15066
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15937
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14526
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14790
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ବାପା

    15377
    Jun 23, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13773
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15740
    Jun 23, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In