Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

Home ›› ››ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

2025-06-19 20:09:52
14607
Share:
Facebook
Twitter
E-Mail
WhatsApp
Telegram
ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

ଏୟାର ଇଣ୍ଡିଆର ଏକ ବିମାନ ଏଆଇ-୧୭୧ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏୟାର ଇଣ୍ଡିଆ ସିଇଓ କ୍ୟାମ୍ପବେଲ ୱିଲସନ୍ ଅହମ୍ମଦାବାଦ ବିମାନ ଦୁର୍ଘଟଣା ଉପରେ ନିଜ ବୟାନ ଜାରି କରିଛନ୍ତି । ସେ କହିଛନ୍ତି ଯେ ବିମାନର ରକ୍ଷଣବେକ୍ଷଣ ଠିକ୍ ଭାବେ କରାଯାଇଥିଲା । ୨୦୨୩ ଜୁନରେ ଏହାର ଫୁଲ୍ ବଡି ଯାଞ୍ଚ ହୋଇଥିଲା ଓ ୨୦୨୫ ଡିସେମ୍ୱରରେ ପରବର୍ତ୍ତୀ ଯାଞ୍ଚ ହୋଇଥାନ୍ତା । ଏହାର ଡାହାଣ ଇଞ୍ଜିନକୁ ୨୦୨୫ ମାର୍ଚ୍ଚରେ ମରାମତି କରାଯାଇଥିଲା ଓ ବାମ ଇଞ୍ଜିନକୁ ୨୦୨୫ ଏପ୍ରିଲ୍ ଯାଞ୍ଚ କରାଯାଇଥିଲା । ବିମାନ ଓ ଇଞ୍ଜିନ ଉଭୟର ନିୟମିତ ଯାଞ୍ଚ କରାଯାଉଥିଲା । ଆମେ ପୂରା ବିମାନ ଉଦ୍ୟୋଗ ସହ ସରକାରୀ ତଦନ୍ତ ରିପୋର୍ଟର ଅପେକ୍ଷା କରୁଛୁ ।

ଏହା ଜଣାପଡିବା ପରେ ତଦନ୍ତର କେନ୍ଦ୍ରବିନ୍ଦୁ ବଦଳିଛି। ଏୟାର ଇଣ୍ଡିଆର ବୋଇଂ ୭୮୭ ଫ୍ଲିଟର ସମ୍ପ୍ରତି ଅଡିଟରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ କୌଣସି ବଡ଼ ସୁରକ୍ଷା ଉଲ୍ଲଂଘନ ହୋଇଥିବା ପାଇନାହିଁ। କେନ୍ଦ୍ର ଗୃହ ସଚିବଙ୍କ ନେତୃତ୍ୱରେ ବିମାନ ସୁରକ୍ଷା ପ୍ରୋଟୋକଲର ଏକ ଉଚ୍ଚସ୍ତରୀୟ ସମୀକ୍ଷା ଚାଲିଛି। ଯେକୌଣସି ପଦ୍ଧତିଗତ ଓ ପ୍ରକ୍ରିୟାଗତ ତ୍ରୁଟି ଚିହ୍ନଟ କରିବା ପାଇଁ ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ ଏକ ବିସ୍ତୃତ ତଦନ୍ତ କରୁଛି।

ଏୟାର ଇଣ୍ଡିଆ ସିଇଓ କହିଛନ୍ତି ଯେ ଜୁନ୍ ୧୪ରେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ, ଆମେ ଆମର ୩୩ ବୋଇଂ ୭୮୭ ବିମାନର ପୂରା ଯାଞ୍ଚ କରୁଛୁ । ଏବେ ସୁଦ୍ଧା ୨୬ ବିମାନର ନୀରିକ୍ଷଣ ଶେଷ ହୋଇଛି ଓ ପରିଚାଳନା ପାଇଁ ମଞ୍ଜୁରି ଦିଆଯାଇଛି । ଅନ୍ୟ ବିମାନଗୁଡ଼ିକର ଅତିରିକ୍ତ ଯାଞ୍ଚ କରାଯାଉଛି । ସେ ଏହା ବି କହିଛନ୍ତି ଯେ ସବୁର ସମୀକ୍ଷା ପରେ ଆମର ବୋଇଁ ୭୮୭ ଓ ରକ୍ଷଣାବେକ୍ଷଣ ପ୍ରକ୍ରିୟା ସମ୍ପୂର୍ଣ୍ଣ ରୂପେ ସୁରକ୍ଷା ମାନଦଣ୍ଡକୁ ପୂରଣ କରୁଥିବା ଡିଜିସିଏ ସ୍ପଷ୍ଟ କରିଛି ।

Powered by Froala Editor

Tags ceo

Related articles Odisha News Lens 4.1

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15399
    Mar 01, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14382
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14105
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13588
    Mar 02, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14527
    Mar 02, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15126
    Mar 01, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    13986
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14351
    Mar 03, 2026
  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14541
    Mar 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15126
    Mar 01, 2026
  • ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15399
    Mar 01, 2026
  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14382
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14382
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13588
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14827
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14600
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14402
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14974
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14487
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16104
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14351
    Mar 03, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15662
    Mar 02, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14527
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In