Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ...

  • ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ...

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ...

  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ...

  • ନୋରାଙ୍କୁ ପୁଣି ସମନ ଜାରି

  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ...

  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ...

  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ...

  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ...

  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ...

ରାଜ୍ୟ
Home ›› ରାଜ୍ୟ ››ମୁମ୍ବାଇ ଗସ୍ତରେ ନବୀନ ପଟ୍ଟନାୟକ

ମୁମ୍ବାଇ ଗସ୍ତରେ ନବୀନ ପଟ୍ଟନାୟକ

2025-06-20 06:14:20
14210
Share:
Facebook
Twitter
E-Mail
WhatsApp
Telegram
ମୁମ୍ବାଇ ଗସ୍ତରେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ସକାଳ ୧୦ଟାରେ ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।  ଆସନ୍ତା ୨୨ ତାରିଖରେ ମୁମ୍ବଇରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ଥିବାରୁ ଚିକିତ୍ସିତ ହେବେ। ମୁମ୍ବଇରେ ଥିବା କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସେଠାରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌ ନବୀନଙ୍କ ଅନୁପସ୍ଥିତିରେ ବିଜୁ ଜନତା ଦଳ ପରିଚାଳନା କରିବ ରାଜନୈତିକ ବ୍ୟାପାର କମିଟି। ଏହି କମିଟି ଦଳର ଦୈନନ୍ଦିନ କଥା ବୁଝିବ। ସେହିପରି ଦଳର ବିଭିନ୍ନ ସାମ୍ମୁଖ୍ୟର କାର୍ଯ୍ୟକ୍ରମ ବିଷୟରେ ଦଳର ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦେବୀ ପ୍ରସାଦ ମିଶ୍ର ସମନ୍ବୟ ରକ୍ଷା କରିବେ। ଏନେଇ ବୁଧବାର ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ ଏକ ନିର୍ଦେଶନାମା ଜାରି କରିଥିଲେ। ଶ୍ରୀ ପଟ୍ଟନାୟକ ଚିକିତ୍ସା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମାଗିଛନ୍ତି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ମଧ୍ୟ ଲୋଡ଼ିଛନ୍ତି। ‘ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି’ ବୋଲି ସେ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି। ଶ୍ରୀ ପଟ୍ଟନାୟକ ପୋଷ୍ଟ କରିବା ପରେ ତାଙ୍କର ସମର୍ଥକ ସାମାଜିକ ଗଣମାଧ୍ୟମ ଜରିଆରେ ଶୁଭେଚ୍ଛା ଜଣାଇବା ସହ ଆରୋଗ୍ୟ କାମନା କରିଛନ୍ତି।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକଟ କରିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଥିବା ଉଲ୍ଲେଖ କରିଛନ୍ତି।
ଅନ୍ୟ ପକ୍ଷରେ ନବୀନଙ୍କ ଉତ୍ତମ ଚିକିତ୍ସା ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କରୁଣାରୁ ସେ ସୁସ୍ଥ ଓ ନିରୋଗ ରୁହନ୍ତୁ ତଥା ନିଜର ଯତ୍ନ ନିଅନ୍ତୁ ବୋଲି ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଶ୍ରୀ ପ୍ରଧାନ କାମନା କରିଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ ...
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ ...

    15278
    Nov 03, 2026
  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌
    ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15223
    Nov 03, 2026
  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ
    ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15145
    Nov 03, 2026
  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ

    13419
    Nov 03, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ
    ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13563
    Nov 02, 2026
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍
    ଦେଶ-ଦେଶାନ୍ତର

    ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍

    15007
    Nov 03, 2026
  • ନୋରାଙ୍କୁ ପୁଣି ସମନ ଜାରି
    ମନୋରଞ୍ଜନ

    ନୋରାଙ୍କୁ ପୁଣି ସମନ ଜାରି

    14072
    Nov 03, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର
    ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14779
    Nov 03, 2026
  •  ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...
    ଦେଶ-ଦେଶାନ୍ତର

    ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...

    13510
    Nov 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ କରାଯାଇପାରିବ ନାହିଁ

    15278
    Nov 03, 2026
  • ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13563
    Nov 02, 2026
  • ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14779
    Nov 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17246
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17944
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17886
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18308
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14775
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15760
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14931
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16132
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15057
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15847
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14101
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13849
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15180
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା

    13734
    Nov 02, 2026
  • ନୋରାଙ୍କୁ ପୁଣି ସମନ ଜାରି

    14072
    Nov 03, 2026
  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15223
    Nov 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In