ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ
ମାଲକାନଗିରି :ଏନକାଉଣ୍ଟରରେ ଦୁଇ ମାଓବାଦୀ ନିପାତ। ସୀମାନ୍ତ ଛତିଶଗଡରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ଘଟିଛି। କାଙ୍କେର ଜଙ୍ଗଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।
Powered by Froala Editor