Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

2025-06-20 13:04:00
15663
Share:
Facebook
Twitter
E-Mail
WhatsApp
Telegram
ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ପୁରାତନ ମନ୍ଦିରଗୁଡ଼ିକର ଅଦ୍ଭୁତ ସୌନ୍ଦର୍ଯ୍ୟ ଓ ଓଲିଭ୍ ରିଡ୍ଲି କଚ୍ଛପମାନଙ୍କର ସମୁଦ୍ରତଟୀୟ ଆକର୍ଷଣ—ଓଡିଶା ଏପରି ଅନେକ ପ୍ରେରଣାଦାୟକ କଥାରେ ଭରିଛି। ଏହି ବିଶେଷ ସଂସ୍କୃତିକୁ ସମ୍ମାନ ଜଣେଇବା ପାଇଁ, ଭାରତର ଅଗ୍ରଣୀ ପେଣ୍ଟ୍ ଏବଂ ଡେକର୍ ବ୍ରାଣ୍ଡ୍ ଏସିୟାନ୍ ପେଣ୍ଟସ୍ ତାଙ୍କର ରୋୟାଲ୍ ଗ୍ଲିଟ୍ସ ଲକ୍ସୁରୀ ରେଞ୍ଜରେ ‘ଟ୍ରିବ୍ୟୁଟ୍ ଟୁ ଓଡିଶା’ ନାମକ ଏକ ଆକର୍ଷଣୀୟ ନୂଆ ବିଶେଷ ଏଡିସନ୍ ଉନ୍ମୋଚନ କରିଛି। ଏହି ପ୍ୟାକ୍ ତାହାର ଡିଜାଇନ୍ ଓ କାହାଣୀ ମାଧ୍ୟମରେ ଓଡିଶାର ସମୃଦ୍ଧ ସଂସ୍କୃତିକୁ ପ୍ରଦର୍ଶିତ କରେ।

ଏହି ବିଶେଷ ପ୍ୟାକ୍ର ଡିଜାଇନ୍ ଗୁଡିକ ପଟ୍ଟଚିତ୍ରରୁ ପ୍ରେରିତ—ଏହା ଭାରତର ସବୁଠାରୁ ପୁରୁଣା ଓ ଉତ୍ତମ କଳାରୂପ ଗୁଡ଼ିକ ମଧ୍ୟରୁ ଗୋଟିଏ। ଏହାର ଚିତ୍ରକଳା ଓଡିଶାର ଅସଲ  ଆତ୍ମାକୁ ପ୍ରତିବିମ୍ବିତ କରେ। ଏହି ପ୍ୟାକ୍ରେ ଶାଳୀନ ଓଡିଶୀ ନୃତ୍ୟ, ଶକ୍ତିଶାଳୀ ହୀରାକୁଦ୍ ବନ୍ଧ ଓ ପ୍ରସିଦ୍ଧ କୋଣାର୍କ ଚକ୍ର ପରି ଅନେକ ଉଲ୍ଲେଖନୀୟ ଅଂଶ ସାମିଲ୍ ଅଛି। ପ୍ରତ୍ୟେକ ପ୍ରତୀକ ଓଡିଶାର  ଓ ଅବିନାଶୀ ଆତ୍ମା ପାଇଁ ଏକ ଅର୍ଥପୂର୍ଣ୍ଣ ସମ୍ମାନ।

 ଏହି ଲଞ୍ଚ ଏସିୟାନ୍ ପେଣ୍ଟସ୍ର  ସେଇ ଚେଷ୍ଟାର ଅଂଶ ଯାହା ଭାରତର ପ୍ରତ୍ୟେକ ଅଞ୍ଚଳର ସଂସ୍କୃତିକୁ ଉତ୍ସବରେ ପରିଣତ କରିବା ଓ ଗ୍ରାହକଙ୍କ ସହିତ ଭାବନାଗତ ସମ୍ପର୍କ ଗଢ଼ିବାର ଉଦ୍ଦେଶ୍ୟ ରଖେ। ଓଡିଶା ଏହି ଉଦ୍ୟମ ପାଇଁ ସର୍ବୋତ୍ତମ ପସନ୍ଦ, କାରଣ ଏଠାରେ ସମୃଦ୍ଧ ପାରମ୍ପରିକତା, ଆଧୁନିକ ଚିନ୍ତାଧାରା ଓ ଲକ୍ଷ୍ୟଣୀୟ ଭାବେ ବୃଦ୍ଧି ପାଉଥିବା ଆଲଙ୍କାରିକ ଡିଜାଇନ୍ ପ୍ରତି ଆଗ୍ରହ ଅଛି।

“ଏସିୟାନ୍ ପେଣ୍ଟସ୍ ରେ ଆମେ ଏହି ବିଶ୍ୱାସ କରୁଛୁ ଯେ ପ୍ରତ୍ୟେକ ରାଜ୍ୟ କେବଳ ଏକ ବଜାର ନୁହେଁ, ଏହା ଏକ ଜୀବନ୍ତ କାହାଣୀ। ଆମର ‘ରୋୟାଲ୍ ଗ୍ଲିଟ୍ସ - ଟ୍ରିବ୍ୟୁଟ୍ ଟୁ ଓଡିଶା’ ପ୍ୟାକ୍ ହେଉଛି ଓଡିଶାର କଳା, ଆଧ୍ୟାତ୍ମିକ ଶକ୍ତି ଓ ସଂସ୍କୃତିର ଏକ ଉତ୍ସବ। ଏହି ପଦକ୍ଷେପ ଆମର ଇନୋଭେସନ୍ ଓ ଡିଜାଇନ୍ ଉପରେ ନଜରକୁ ପ୍ରତିବିମ୍ବିତ କରେ ଓ ସ୍ଥାନୀୟ ପରମ୍ପରା ପ୍ରତି ଏକ ଅନୁଭୂତିମୂଳକ ସମ୍ମାନ ଭାବେ ଦିଆଯାଇଛି – ଡେକର୍ କୁ ଶ୍ରେଷ୍ଠ ଓ ଅର୍ଥପୂର୍ଣ୍ଣ କରିବା ପାଇଁ,” କହିଛନ୍ତି ଅମିତ ସିଙ୍ଗଲ୍, ଏମ୍ଡି ଓ ସିଇଓ, ଏସିୟାନ୍ ପେଣ୍ଟସ୍ ।

ପରିପୂର୍ଣ୍ଣ କ୍ରେମ୍ ଫିନିସ୍ ଓ କ୍ରାକ୍-ଫ୍ରି ପର୍ଫର୍ମାନ୍ସ ପାଇଁ ପ୍ରସିଦ୍ଧ ରୋୟାଲ୍ ଗ୍ଲିଟ୍ସ ରେଞ୍ଜ୍, ବର୍ତ୍ତମାନ ଓଡିଶାର ସାର ଓ ଆତ୍ମାକୁ ଆବୃତ କରି ଆସିଛି। ଏହା ଘରମାଲିକମାନଙ୍କୁ ସ୍ଥାନୀୟ ସଂସ୍କୃତିକୁ ଆଧୁନିକ ରମାନେଙ୍କରେ ଆଣିବା ପାଇଁ ଆମନ୍ତ୍ରଣ ଜଣାଉଛି ଏବଂ ଏହା ଓଡିଶାର ପ୍ରମୁଖ ବଜାରଗୁଡ଼ିକରେ ଉପଲବ୍ଧ ଅଛି।

Powered by Froala Editor

Tags Asian paint

Related articles Odisha News Lens 4.1

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14426
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13800
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15134
    Mar 19, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15184
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13744
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14966
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15125
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14416
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13372
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13372
    Mar 20, 2026
  • ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13800
    Mar 20, 2026
  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15134
    Mar 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16263
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14416
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15134
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15230
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14132
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14029
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14255
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15690
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13800
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15184
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14023
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In