Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

Home ›› ››ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର: ମୁଖ୍ୟମନ୍ତ୍ରୀ

ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର: ମୁଖ୍ୟମନ୍ତ୍ରୀ

2025-06-21 06:42:32
15236
Share:
Facebook
Twitter
E-Mail
WhatsApp
Telegram
ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗମୟ ହୋଇଛି ସାରା ଜଗତ । ଏହି ଅବସରରେ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ ଯୋଗାଭ୍ୟାସ କରିବା ସହିତ ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର ବୋଲି କହିଛନ୍ତି। କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଯୋଗ କେବଳ ଏକ ବ୍ୟାୟମ କିମ୍ବା ଯୋଗକୁ କିଛି ଆସନ ମଧ୍ୟରେ ସୀମିତ ରଖିବା ଉଚିତ ନୁହେଁ। ଶାରୀରିକ ବ୍ୟାୟମ ଠାରୁ ଏହାର ସ୍ଥାନ ବହୁତ ଉଚ୍ଚରେ। ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଅଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ। ଭାରତୀୟ ସଂସ୍କୃତି ଏବଂ ଯୋଗୀ ପରମ୍ପରାରୁ ସୃଷ୍ଟି ହୋଇଥିବାରୁ ଏହା କୌଣସି ନିର୍ଦ୍ଦିଷ୍ଟ ଧର୍ମ ସହିତ ଜଡିତ ନୁହେଁ। ଶରୀର, ଆତ୍ମା ଏବଂ ଚିନ୍ତନ ଶକ୍ତିକୁ ଉଦ୍ବୁଦ୍ଧ କରୁଥିବା ଯୋଗ, ଆଜି ଜାତି, ଧର୍ମ, ବର୍ଣ୍ଣ ନିବିଶେଷରେ ସମସ୍ତଙ୍କ ଦ୍ଵାରା ଆଦୃତ ହୋଇ ପାରିଛି।

ଭାରତୀୟ ସଂସ୍କୃତି ଏବଂ ପରମ୍ପରାର ଏକ ଅବିଛେଦ୍ୟ ଅଙ୍ଗ ହେଉଛି ‘ଯୋଗ’, ଯାହା କେବଳ ଦେଶ ଭିତରେ ସୀମିତ ହୋଇ ରହିଥିଲା। କିନ୍ତୁ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ୨୦୧୪ ମେ’ ମାସରେ ଦାୟିତ୍ଵ ଗ୍ରହଣ କରିବାର ମାତ୍ର ଛ’ ମାସରେ ଯୋଗକୁ ସାରା ବିଶ୍ଵରେ ପରିଚିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଫଳରେ ୨୦୧୪ ଡିସେମ୍ବର ୧୧ ତାରିଖରେ ଜାତିସଂଘ ପ୍ରତିବର୍ଷ ଜୁନ ୨୧ ତାରିଖକୁ ‘ଆନ୍ତର୍ଜାତୀୟ ଯୋଗ ଦିବସ’ ଭାବେ ପାଳନ କରିବା ପାଇଁ ପ୍ରସ୍ତାବ ପାରିତ କରିଥିଲା। ଆଜି ପୃଥିବୀର ପ୍ରାୟ ସବୁ ଦେଶରେ ଲୋକେ ଆଗ୍ରହ ଏବଂ ଉତ୍ସାହର ସହିତ ଏହାକୁ ପାଳନ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଚଳିତ ବର୍ଷ ପାଳନ ହେଉଥିବା ଅନ୍ତର୍ଜାତୀୟ ଯୋଗ ଦିବସର ଶୀର୍ଷକ ହେଉଛି, “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” ଯାହା, ବ୍ୟକ୍ତିଗତ କଲ୍ୟାଣ ଓ ପୃଥିବୀର ସ୍ୱାସ୍ଥ୍ୟ ମଧ୍ୟରେ ଥିବା ଗଭୀର ସମ୍ପର୍କକୁ ଉଜାଗର କରେ। ଏଥିରେ ଦର୍ଶାଯାଇଛି ଯେ, କିପରି ପ୍ରାଚୀନ ଯୋଗ ଅଭ୍ୟାସ କେବଳ ଶରୀର ଓ ମନକୁ ପୋଷଣ କରେ ନାହିଁ ବରଂ ପ୍ରକୃତି ଏବଂ ସମସ୍ତ ଜୀବଜନ୍ତୁଙ୍କୁ ସମ୍ମାନ ଦେଉଥିବା ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଜୀବନଶୈଳୀକୁ ପ୍ରୋତ୍ସାହିତ କରେ ବୋଲି ସେ କହିଛନ୍ତି।

ଓଡ଼ିଶାରେ ଆମେ ଯୋଗକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରୁଛୁ। ଆମର ସ୍କୁଲ, କଲେଜ, ଛାତ୍ରାବାସ ଏବଂ କ୍ରୀଡା କେନ୍ଦ୍ର ମାଧ୍ୟମରେ ଆମେ କର୍ମଶାଳା ଆୟୋଜନ କରୁଛୁ ଏବଂ ସଚେତନତା ସୃଷ୍ଟି କରୁଛୁ। ଆମେ ଯୋଗକୁ ବିଦ୍ୟାଳୟ କାର୍ଯ୍ୟକ୍ରମ ଏବଂ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ମଧ୍ୟ ପଦକ୍ଷେପ ନେଉଛୁ।

କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ଯୋଗ ଶିବିରରେ ପ୍ରାୟ ୧୫ ହଜାର ଜନସାଧାରଣଙ୍କ ସମେତ ରାଜ୍ୟର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଓ ବରିଷ୍ଠ ଅଧିକାରୀ ମନେ ଯୋଗ ଦେବା ସହିତ ଯୋଗାଭ୍ୟାସ କରିଥିଲେ। ଏହି ଅବସରରେ ସଂସ୍କୃତି ବିଭାଗ ପକ୍ଷରୁ ପାରମ୍ପରିକ ଗୋଟିପୁଅ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା।

Powered by Froala Editor

Tags Yoga day

Related articles Odisha News Lens 4.1

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13588
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13880
    Jun 23, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    15034
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15653
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14784
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15518
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15003
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13938
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14963
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15653
    Jun 23, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13938
    Jun 23, 2026
  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14774
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16940
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17557
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17607
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18004
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14897
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14764
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15604
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14466
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15786
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13938
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13880
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14784
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In