Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

2025-06-21 11:34:50
14731
Share:
Facebook
Twitter
E-Mail
WhatsApp
Telegram
ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

ନୂଆଦିଲ୍ଲୀ : ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଛି ଯୁଦ୍ଧ । ଉଭୟ ପରସ୍ପରକୁ ଆକାଶ ମାର୍ଗରୁ ଆକ୍ରମଣ ମଧ୍ୟ କରୁଛନ୍ତି । ଇସ୍ରାଏଲ୍‌ର କ୍ଷେପଣାସ୍ତ୍ର ଇରାନର ନ୍ୟୁକ୍ଲିୟର ଠିକଣା ଓ କାରଖାନା ଅଞ୍ଚଳକୁ ଟାର୍ଗେଟ କରୁଛି । ସେହିପରି ଇରାନ୍‌ର କ୍ଷେପଣାସ୍ତ୍ର ଇସ୍ରାଏଲର ହସ୍ପିଟାଲରେ ମାଡ କରିବା ଦ୍ୱାରା ଅନେକ କ୍ଷୟକ୍ଷତି ହୋଇଛି । ଉଭୟ ପକ୍ଷରେ ଯୁଦ୍ଧ ଜାରି ରହିଥିବାରୁ ଜନବସତି ଅଞ୍ଚଳରେ ଅନେକ କ୍ଷୟକ୍ଷତି ହେଉଛି । ଫଳରେ ସର୍ବସାଧାରଣଙ୍କୁ ସମସ୍ୟା ଭୋଗିବାକୁ ପଡୁଛି ।

ବଡ଼ କଥା ହେଉଛି ବର୍ତ୍ତମାନ ଯୁଦ୍ଧବିରତିର କୌଣସି ସଙ୍କେତ ନାହିଁ। ଇରାନ-ଇସ୍ରାଏଲ ବିବାଦରେ ଏକ ବଡ଼ ପ୍ରଶ୍ନ ହେଉଛି ଯେ ଆମେରିକା ଯୁଦ୍ଧରେ ପ୍ରବେଶ କରିବ କି ନାହିଁ । ଆଲୋଚନାର ସମ୍ଭାବନା ହେତୁ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବେ ଯେ ଆମେରିକା ଇସ୍ରାଏଲ-ଇରାନ ବିବାଦରେ ଯୋଗଦେବ କି ନାହିଁ।

ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ ଜାରି ରହିଥିଲା। ଜେରୁସାଲେମରେ ଦୁଇଟି କ୍ଷେପଣାସ୍ତ୍ର ଆକାଶରେ ଅଗ୍ନିପିଣ୍ଡୁଳାରେ ପରିଣତ ହୋଇଥିଲା।
ଅନ୍ତର୍ଜାତୀୟ ପରମାଣୁ ଶକ୍ତି ଏଜେନ୍ସି କହିଛି ଯେ ଇରାନ ପାଖରେ ଅସ୍ତ୍ର ପାଇଁ ପର୍ଯ୍ୟାପ୍ତ ସାମଗ୍ରୀ ଅଛି କିନ୍ତୁ ଏହାର ପରମାଣୁ ବୋମା ତିଆରି କରିବାର କୌଣସି ଯୋଜନା ନାହିଁ।

Powered by Froala Editor

Tags War

Related articles Odisha News Lens 4.1

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13489
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15076
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15285
    Nov 08, 2026
  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ
    ଦେଶ-ଦେଶାନ୍ତର

    ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14905
    Nov 08, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14398
    Nov 08, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14398
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14259
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15192
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13412
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14259
    Nov 08, 2026
  • ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14398
    Nov 08, 2026
  • ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14398
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17262
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17963
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17906
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18327
    Sep 06, 2023

ବିଶେଷ

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15076
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14086
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14322
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14927
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15908
    Oct 30, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15528
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14157
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15076
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13412
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15192
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In