Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

  • ସମୟର ସଦୁପଯୋଗ କରନ୍ତୁ ଏହିପରି

  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

ଅପରାଧ
Home ›› ଅପରାଧ ››ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

2025-06-21 17:38:13
15017
Share:
Facebook
Twitter
E-Mail
WhatsApp
Telegram
ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ

ସୌରଭ-ମୁସ୍କାନ ହେଉ କିମ୍ବା ସୋନମ-ରାଜା ରଘୁବଂଶୀ ଉଭୟ ମାମଲା ହଇଚଇ ସୃଷ୍ଟି କରିଛି । ମାତ୍ର ନିକଟରେ ଫରିଦାବାଦରୁ ଆସିଥିବା ଏକ ମାମଲା ଭୟଭୀତ କରିଛି । ଏଠାରେ ଜଣେ ଯୁବତୀଙ୍କର ୨ ବର୍ଷ ପୂର୍ବରୁ ବିବାହ ହୋଇଥିଲା । ଶାଶୁ ଘର ଲୋକେ ତାଙ୍କୁ ହତ୍ୟା କରିବା ସହ ମୃତଦେହକୁ ଘରର ନିକଟ ଗଳିରେ ୧୦ ଫୁଟ୍‌ ଗାତ କରି ପୋତି ଦେଇଥିଲେ । 

ମହିଳାଙ୍କୁ ପୋତି ଦେବା ମାମଲାରେ, ପୋଲିସ ମୃତକଙ୍କ ଶ୍ୱଶୁର ଭୂପ ସିଂହଙ୍କୁ ଗିରଫ କରି ଦୁଇ ଦିନିଆ ରିମାଣ୍ଡରେ ନେଇଛି। ଏସିପି ସାରାଇ ରାଜେଶ କୁମାରଙ୍କ ଅନୁଯାୟୀ, ଉତ୍ତରପ୍ରଦେଶର ଶିକୋହାବାଦର ବାସିନ୍ଦା ତନୁଙ୍କ ବିବାହ ୨ ବର୍ଷ ପୂର୍ବେ ଫରୀଦାବାଦର ରୋଶନନଗରରେ ରହୁଥିବା ଅରୁଣଙ୍କ ସହ ହୋଇଥିଲା । ବିବାହ ପରଠାରୁ ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିଲା। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ତନୁଙ୍କ ଶାଶୁଘର ତାଙ୍କୁ ହଇରାଣ କରୁଥିଲେ । ଲଗାତାର ସୁନା ଓ ନଗଦ ଟଙ୍କା ପାଇଁ ମଧ୍ୟ ଦାବି କରୁଥିଲେ । 

ଶ୍ୱଶୁର ଭୂପ ସିଂହ ୨୧ ଏପ୍ରିଲ ବିଳମ୍ବିତ ରାତିରେ ତନୁଙ୍କୁ ତାଙ୍କ ଦୁପଟାରେ ଗଳାଚିପି ହତ୍ୟା କରିଥିଲେ। ସେହି ସମୟରେ ତାଙ୍କ ପୁଅ ଅରୁଣ କୌଣସି ସ୍ଥାନକୁ ଯାଇଥିଲେ। ପତ୍ନୀ ସୋନିଆ ଏକ ବିବାହ ଉତ୍ସବରେ ଥିଲେ। ଝିଅ କାଜଲ ତଳ ମହଲାର ଏକ କୋଠରୀରେ କୁଲର ଚାଲୁ ରଖି ଶୋଇଥିଲେ। ସୁଯୋଗ ପାଇ ଭୂପ ସିଂହ ତନୁଙ୍କ କୋଠରୀରେ ପ୍ରବେଶ କରି ଏଭଳି ଅପରାଧ କରିଥିଲେ।

Powered by Froala Editor

Tags murder

Related articles Odisha News Lens 4.1

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15586
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ
    ବିଶେଷ

    ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15505
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15623
    Jul 12, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15402
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15738
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14640
    Jul 12, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15627
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14496
    Jul 11, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    14993
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15586
    Jul 12, 2025
  • ବିଶେଷ

    ସମୟର ସଦୁପଯୋଗ କରନ୍ତୁ ଏହିପରି

    14635
    Jul 12, 2025
  • ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15627
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14635
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15505
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14496
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14652
    Jul 10, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    14549
    Jul 08, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15867
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16408
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15576
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15402
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14635
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15505
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In