Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

Home ›› ››ପିଜିଆଇ ରିପୋର୍ଟ: ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ-୫ ରେ ଓଡ଼ିଶା

ପିଜିଆଇ ରିପୋର୍ଟ: ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ-୫ ରେ ଓଡ଼ିଶା

2025-06-22 06:22:14
13620
Share:
Facebook
Twitter
E-Mail
WhatsApp
Telegram
ପିଜିଆଇ ରିପୋର୍ଟ: ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ-୫ ରେ ଓଡ଼ିଶା

ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶାର ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ବିଦ୍ୟାଳୟ ଶିକ୍ଷାର ପ୍ରବେଶ ଏବଂ ଶିକ୍ଷଣ ଫଳାଫଳରେ ଉନ୍ନତି ପରିଲକ୍ଷିତ ହୋଇଛି। ୨୦୨୨-୨୩ ଏବଂ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଦର୍ଶନ ମାନକ ସୂଚକାଙ୍କ (ପିଜିଆଇ) ୨.ଠ ରିପୋର୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ-୫ ପ୍ରଦର୍ଶନକାରୀ ରାଜ୍ୟ ମଧ୍ୟରେ ରହିଥିବ‌ା ଜଣାପଡ଼ିଛି।
ଦକ୍ଷ (ଶୀର୍ଷ), ପ୍ରଚେଷ୍ଟା (ମଧ୍ୟମ ସ୍ତର) ଏବଂ ଆକାଂକ୍ଷୀ (ସର୍ବନିମ୍ନ) ଭଳି ୧୦ଟି ଗ୍ରେଡ୍‌ରେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକର ପ୍ରଦର୍ଶନ ଏହି ରିପୋର୍ଟରେ ଦର୍ଶାଯାଇଛି। ୨୦୨୩-୨୪ ଶିକ୍ଷାବର୍ଷରେ ଦକ୍ଷ(୯୪୧-୧୦୦୦) ଗ୍ରେଡ୍‌ରେ କୌଣସି ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳ ନାହାନ୍ତି। ଏହା ତଳକୁ ଥିବା ଉତ୍କର୍ଷ, ଅତି ଉତ୍ତମ ଏବଂ ଉତ୍ତମ ଗ୍ରେଡ୍‌ରେ ମଧ୍ୟ କୌଣସି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ସ୍କୋର କରିନାହାନ୍ତି। ପ୍ରଚେଷ୍ଟା-୧ ଗ୍ରେଡ୍‌(୭୦୧-୭୬୦ ସ୍କୋର)ରେ ଏକମାତ୍ର ରାଜ୍ୟ ଭାବେ ଚଣ୍ଡିଗଡ଼ ରହିଛି। ପ୍ର‌େ‌ଚଷ୍ଟା-୨ରେ ଗୋଟିଏ ବି ରାଜ୍ୟ ନଥିବା ବେଳେ ପ୍ରଚେଷ୍ଟା-୩ରେ ଓଡ଼ିଶା ସମେତ ୧୦ଟି ରାଜ୍ୟ ସ୍ଥାନ ପାଇଛନ୍ତି। ଏହି ଗ୍ରେଡ୍‌ରେ ଥିବା ୧୦ଟି ରାଜ୍ୟ
୫୮୧-୬୪୦ ମଧ୍ୟରେ ସ୍କୋର କରିଛନ୍ତି। ପ୍ରଚେଷ୍ଟା-୩ ଗ୍ରେଡ୍‌ରେ ଥିବା ରାଜ୍ୟଗୁଡ଼ିକ ହେଲା ପଞ୍ଜାବ, ଦିଲ୍ଲୀ, ଗୁଜରାଟ, ଓଡ଼ିଶା, କେରଳ, ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଡିଉ, ହରିଆଣା, ଗୋଆ, ମହାରାଷ୍ଟ୍ର ଏବଂ ରାଜସ୍ଥାନ। ୨୦୨୨-୨୩ ଶିକ୍ଷାବର୍ଷରେ ଓଡ଼ିଶା ୧୦୦୦ ପଏଣ୍ଟରୁ ୫୮୪.୫ ପଏଣ୍ଟ ସ୍କୋର କରିଥିଲା। ୨୦୨୩-୨୪ରେ ୧୧ ପଏଣ୍ଟ ଉପରକୁ ଉଠି ଓଡ଼ିଶା ୫୯୫.୬ ପଏଣ୍ଟ ସ୍କୋର କରିଛି। ୨୦୨୩-୨୪ ଶିକ୍ଷାବର୍ଷରେ ସାମଗ୍ରିକ ସ୍କୋରକୁ ବିଚାରକୁ ନେଲେ ଓଡ଼ିଶା ଶୀର୍ଷ ୫ ରାଜ୍ୟ ମଧ୍ୟରେ ରହିଛି। ଅନ୍ୟପକ୍ଷରେ ଆକାଂକ୍ଷୀ-୧ ଗ୍ରେଡ୍‌ରେ ୧୪, ଆକାଂକ୍ଷୀ-୨ରେ ୧୦ ଏବଂ ଆକାଂକ୍ଷୀ-୩ ଗ୍ରେଡ୍‌‌େ‌ର ଗୋଟିଏ ରାଜ୍ୟ (ମେଘାଳୟ) ରହିଛି।
ଏହାସହ ଜିଲା ଗୁଡ଼ିକର ପ୍ରଦର୍ଶନ ମାନକ ସୂଚକାଙ୍କ(ପିଜିଆଇ-ଡି) ପ୍ରକାଶିତ ହୋଇଛି। ଶିକ୍ଷଣ ଫଳାଫଳ, ପ୍ରଭାବୀ ଶ୍ରେଣୀଗୃହ, ଭିତ୍ତିଭୂମି ସୁବିଧା, ବିଦ୍ୟାଳୟ ନିରାପତ୍ତା ଏବଂ ଶିଶୁ ସୁରକ୍ଷା, ଡିଜିଟାଲ ଲର୍ଣ୍ଣିଂ ଏବଂ ଗଭର୍ଣ୍ଣାନ୍ସ ପ୍ରକ୍ରିୟା ଆଦି ୬ଟି ବର୍ଗରେ ୬୦୦ ପଏଣ୍ଟ ପାଇଁ ଜିଲା ଗୁଡ଼ିକର ମୂଲ୍ୟାଙ୍କନ କରାଯାଇଥିଲା। ୨୦୨୩-୨୪ ବର୍ଷ ପାଇଁ ରାଜ୍ୟରେ ଝାରସୁଗୁଡ଼ା ଜିଲା ସାମଗ୍ରିକ ଭାବେ ୩୮୩ ସ୍କୋର କରି ଉତ୍ତମ-୩ ଗ୍ରେଡ୍‌ରେ ରହିଛି। ୨୬୭ ସ୍କୋର କରି ରାୟଗଡ଼ା ଜିଲା ସବଠୁ ତଳେ ରହିଛି। ୨୪ ଜିଲା ପ୍ରଚେଷ୍ଟା-୧ ଗ୍ରେଡ୍‌ରେ ରହିଥିବାବେଳେ ପ୍ରଚେଷ୍ଟା-୨ରେ ରାୟଗଡ଼ା ସମେତ ୫ ଜିଲା ଅଛି। ସେହିପରି ୨୦୨୨-୨୩ ବର୍ଷରେ ମଧ୍ୟ ରାଜ୍ୟରେ ଝାରସୁଗୁଡ଼ା ଜିଲା ଆଗରେ ଥିବାବେଳେ ରାୟଗଡ଼ା ଜିଲା ସବୁଠୁ ତଳେ ଥିଲା। ୧୨ ଜିଲା ପ୍ରଚେଷ୍ଟା-୧, ୧୭ ଜିଲା ପ୍ରଚେଷ୍ଟା-୨ ଏବଂ ଗୋଟିଏ ଜିଲା (ରାୟଗଡ଼ା) ପ୍ରଚେଷ୍ଟା-୩ ଗ୍ରେଡ୍‌ରେ ରହିଥିଲା। ୨୦୨୩-୨୪ରେ ଝାରସୁଗୁଡ଼ା ଜିଲା ପ୍ରଚେଷ୍ଟା-୧ରୁ ଉତ୍ତମ-୩ ଗ୍ରେଡ୍‌କୁ ଉନ୍ନୀତ ହୋଇଛି।

Powered by Froala Editor

Tags Odisha

Related articles Odisha News Lens 4.1

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14580
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15838
    Jun 21, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15316
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14578
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14831
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14771
    Jun 22, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14486
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14235
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13839
    Jun 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14580
    Jun 22, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14831
    Jun 22, 2026
  • ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15838
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14697
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14576
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15577
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14436
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15763
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13769
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15234
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14578
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14580
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13839
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In