Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ...

  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ...

  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

  • ବନ୍ଦେ ମାତରମ ପାଇଁ ଠିଆ ହେବା ...

  • ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ...

ରାଜ୍ୟ
Home ›› ରାଜ୍ୟ ››ପହଲଗାଓଁ ଆକ୍ରମଣ ମାମଲା: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ଏନଆଇଏ

ପହଲଗାଓଁ ଆକ୍ରମଣ ମାମଲା: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ଏନଆଇଏ

2025-06-22 11:25:01
14137
Share:
Facebook
Twitter
E-Mail
WhatsApp
Telegram
ପହଲଗାଓଁ ଆକ୍ରମଣ ମାମଲା: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ଏନଆଇଏ

ଜମ୍ମୁ: ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)କୁ ରବିବାର ବଡ଼ ସଫଳତା ମିଳିଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟାଇଥିବା ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିଛି ସଂସ୍ଥା। ଜମ୍ମୁ-କାଶ୍ମୀର ଅନନ୍ତନାଗର ପହଲଗାମରେ ଆତଙ୍କବାଦୀମାନେ ଏପ୍ରିଲ ୨୨ରେ ଏକ ଭୟଙ୍କର ଆକ୍ରମଣ କରିଥିଲେ, ଯେଉଁଥିରେ ୨୬ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିଲା ଏବଂ ୧୬ ଜଣ ଗୁରୁତର ଭାବେ ଆହତ ହୋଇଥିଲେ।

ଏନଆଇଏ ଅନୁସାରେ, ପହଲଗାମ ବଟକୋଟର ପରଭେଜ ଅହମ୍ମଦ ଜୋଥର ଏବଂ ପହଲଗାମର ହିଲ ପାର୍କର ବଶୀର ଅହମ୍ମଦ ଜୋଥର ଆକ୍ରମଣରେ ସାମିଲ ଥିବା ତିନି ଜଣ ସଶସ୍ତ୍ର ଆତଙ୍କବାଦୀଙ୍କ ପରିଚୟ ପ୍ରକାଶ କରିଛନ୍ତି। ଏଥିସହ ସେମାନେ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବା (ଏଲଇଟି) ସହ ଜଡ଼ିତ ପାକିସ୍ତାନୀ ନାଗରିକ ବୋଲି ମଧ୍ୟ ନିଶ୍ଚିତ କରିଛନ୍ତି।

ଏନଆଇଏର ତଦନ୍ତ ଅନୁଯାୟୀ, ପରଭେଜ ଓ ବଶୀର ଆକ୍ରମଣ ପୂର୍ବରୁ ହିଲ ପାର୍କର ଏକ କୁଟୀରରେ ତିନି ଜଣ ସଶସ୍ତ୍ର ଆତଙ୍କବାଦୀଙ୍କୁ ଜାଣିଶୁଣି ଆଶ୍ରୟ ଦେଇଥିଲେ। ଦୁହେଁ ଆତଙ୍କବାଦୀମାନଙ୍କୁ ଭୋଜନ, ଆଶ୍ରୟ ଏବଂ  ଲଜିଷ୍ଟିକ୍ ସହାୟତା ଯୋଗାଇଥିଲେ, ଯେଉଁମାନେ ସେହି ଦୁର୍ଭାଗ୍ୟଜନକ ଦ୍ଵିପ୍ରହରରେ ପର୍ଯ୍ୟଟକମାନଙ୍କୁ ସେମାନଙ୍କ ଧାର୍ମିକ ପରିଚୟ ଆଧାରରେ ବାଛି ବାଛି ହତ୍ୟା କରିଥିଲେ।

ଏହା ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଆତଙ୍କବାଦୀ ଆକ୍ରମଣ ଥିଲା। ଏନଆଇଏ ବେଆଇନ କାର୍ଯ୍ୟକଳାପ(ନିବାରଣ) ଆଇନ, ୧୯୬୭ର ଧାରା ୧୯ ଅନୁଯାୟୀ ଉଭୟଙ୍କୁ ଗିରଫ କରିଛି। ୨୨ ଏପ୍ରିଲ, ୨୦୨୫ରେ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ଆକ୍ରମଣ ପରେ ରୁଜୁ ହୋଇଥିବା ଆରସି-୦୨/୨୦୨୫/ଏନଆଇଏ/ଜେଏମୟୁ ମାମଲାର ଅଧିକ ତଦନ୍ତ ଜାରି ରହିଛି।

Powered by Froala Editor

Tags Pehelgaon attack

Related articles Odisha News Lens 4.1

  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    13751
    Feb 12, 2026
  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13773
    Feb 11, 2026
  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...
    ଦେଶ-ଦେଶାନ୍ତର

    ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...

    15485
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14761
    Feb 12, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    14946
    Feb 12, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    13880
    Feb 12, 2026
  • ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା
    ଦେଶ-ଦେଶାନ୍ତର

    ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

    14509
    Feb 11, 2026
  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ
    ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14038
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15348
    Feb 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15348
    Feb 12, 2026
  • ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14761
    Feb 12, 2026
  • ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13773
    Feb 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17334
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17402
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17747
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16222
    Apr 03, 2021

ବିଶେଷ

  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15695
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13636
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14639
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15420
    Feb 09, 2026
  • ଗୋଲାପ ଦିବସ

    16002
    Feb 07, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14941
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14454
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16062
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15340
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14761
    Feb 12, 2026
  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13773
    Feb 11, 2026
  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

    15485
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In