Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ...

  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ...

  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

  • ବନ୍ଦେ ମାତରମ ପାଇଁ ଠିଆ ହେବା ...

  • ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ...

Home ›› ›› ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏକ ଉପହାର: ମୁଖ୍ୟମନ୍ତ୍ରୀ

ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏକ ଉପହାର: ମୁଖ୍ୟମନ୍ତ୍ରୀ

2025-06-24 07:14:18
13691
Share:
Facebook
Twitter
E-Mail
WhatsApp
Telegram
 ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏକ ଉପହାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ଏକତା ଓ ଅଖଣ୍ଡତା ପାଇଁ ଆତ୍ମବଳିଦାନ କରିଥିବା ମହାନ ରାଷ୍ଟ୍ରଭକ୍ତ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟସ୍ତରୀୟ ବଳିଦାନ ଦିବସ ସୋମବାର ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଯୁବବର୍ଗଙ୍କୁ ଡଃ ମୁଖାର୍ଜୀଙ୍କ ଜୀବନ ଓ ଆଦର୍ଶକୁ ଅନୁସରଣ କରିବା ପାଇଁ ଆହ୍ୱାନ ଦେଇଥିଲେ। ସେ କହିଥିଲେ ଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ ଉପହାର ଯାହା ପ୍ରତିଟି ଭାରତବାସୀଙ୍କୁ ଆଦର୍ଶ ଓ ପ୍ରେରଣା ଦିଏ। ତାଙ୍କ ଭାବନା, ଆଜି ସମଗ୍ର ଦେଶ ପାଇଁ ଏକ ଦିଗଦର୍ଶନ। ଜମ୍ମୁ-କଶ୍ମୀର ଭିତରେ ଭାରତର ଅଖଣ୍ଡତାକୁ ବଜାୟ ରଖିବା ପାଇଁ ସେ ଜଣେ ଦୃଢ଼ ଯୋଦ୍ଧା ଭାବରେ ନିଜ କର୍ତ୍ତବ୍ୟରେ ଅଦମ୍ୟ ରହିଥିଲେ।
ରାଜ୍ୟରେ ପୂଜ୍ୟପୂଜାର ପରମ୍ପରା ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ରାଜ୍ୟରେ ପୂର୍ବ ସରକାର ଡଃ ମୁଖାର୍ଜୀଙ୍କର ବଳିଦାନ ଦିବସକୁ ପାଳନ କରୁନଥିଲେ; କିନ୍ତୁ ଆମ ସରକାର ଏହାକୁ ଜାତୀୟ କର୍ତ୍ତବ୍ୟ ବୋଲି ସ୍ୱୀକାର କରି ପାଳନ କରୁଛି ଏବଂ ଆଗକୁ ମଧ୍ୟ କରିବ।
କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଡଃ ମୁଖାର୍ଜୀଙ୍କୁ ଯୁବ ଶକ୍ତିର ପ୍ରେରଣା ବୋଲି କହିବା ସହିତ ତାଙ୍କ ଜୀବନକୁ ଉଲକା ସହିତ ତୁଳନା କରିଥିଲେ, ଯାହା ଆକାଶରେ ଅଳ୍ପ ସମୟ ରହିଲେ ମଧ୍ୟ ସମସ୍ତ ମହାକାଶ ଜଗତକୁ ପ୍ରଭାବିତ କରିଥାଏ, ସେହିପରି ଜଣେ ବ୍ୟକ୍ତିତ୍ୱ ଥିଲେ ଡଃ ମୁଖାର୍ଜୀ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ମୁଖ୍ୟବକ୍ତା ଭାବେ ପ୍ରଫେସର ବସନ୍ତ କୁମାର ପଣ୍ଡା ଯୋଗ ଦେଇଥିଲେ।
କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସ୍ୱାଗତ ଭାଷଣ ଦେଇଥିବାବେଳେ, ବିଭାଗୀୟ ନିର୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14776
    Feb 12, 2026
  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...
    ଦେଶ-ଦେଶାନ୍ତର

    ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...

    15499
    Feb 12, 2026
  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13787
    Feb 11, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    13766
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15363
    Feb 12, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......
    ବିଶେଷ

    ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15710
    Feb 12, 2026
  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ
    ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14053
    Feb 12, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    13894
    Feb 12, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    14961
    Feb 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

    14523
    Feb 11, 2026
  • ଦେଶ-ଦେଶାନ୍ତର

    ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

    15499
    Feb 12, 2026
  • ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14776
    Feb 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17334
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17402
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17747
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16222
    Apr 03, 2021

ବିଶେଷ

  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15710
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13651
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14640
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15421
    Feb 09, 2026
  • ଗୋଲାପ ଦିବସ

    16003
    Feb 07, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14941
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14454
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16062
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15340
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

    14523
    Feb 11, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    13766
    Feb 12, 2026
  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13787
    Feb 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In