Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 25, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସ୍ରାଏଲ ଓ ଇରାନ ସମାନ ରୂପରେ ଯୁଦ୍ଧ ...

  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ...

  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

ବିଶେଷ
Home ›› ବିଶେଷ ››ମାନସିକତାକୁ ସକାରାତ୍ମକ ରଖେ ଯୋଗ

ମାନସିକତାକୁ ସକାରାତ୍ମକ ରଖେ ଯୋଗ

2025-06-25 04:58:43
14386
Share:
Facebook
Twitter
E-Mail
WhatsApp
Telegram
ମାନସିକତାକୁ ସକାରାତ୍ମକ ରଖେ ଯୋଗ

ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି ଅନେକେ ଏ କ୍ଷେତ୍ରରେ ସଫଳ ହୋଇଥାଆନ୍ତି। ଅବଶ୍ୟ ଏଥିନେଇ କେତୋଟି ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ଅନ୍ୟପକ୍ଷରେ ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଯୋଗ କରନ୍ତି, ତେବେ ସେ ନିଜର ମାନସିକତାକୁ ଅନେକାଂଶରେ ସକାରାତ୍ମକ ରଖିପାରିବେ। ‘ସକାରାତ୍ମକ ମାନସିକତା ଏବଂ ଯୋଗ’ ବିଷୟକୁ ନେଇ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ସମୟ ଯୋଗ କରିବାକୁ ପରାମର୍ଶ ଦିଆଯାଇଥିଲା। କେବଳ ସେତିକି ନୁହେଁ, ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡୁଛି ତାହାକୁ ତନ୍ନ ତନ୍ନ କରି ସେମାନେ ତର୍ଜମା କରିଥିଲେ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୫୫ ପ୍ରତିଶତ ବ୍ୟକ୍ତିଙ୍କର ମାନସିକତା ଏହାଦ୍ୱାରା ସକାରାତ୍ମକ ରହୁଥିଲା ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

Powered by Froala Editor

Tags Yoga

Related articles Odisha News Lens 4.1

  • ଇସ୍ରାଏଲ ଓ ଇରାନ ସମାନ ରୂପରେ ଯୁଦ୍ଧ ରୋକିବାକୁ ଚାହୁଁଥିଲେ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇସ୍ରାଏଲ ଓ ଇରାନ ସମାନ ରୂପରେ ଯୁଦ୍ଧ ରୋକିବାକୁ ଚାହୁଁଥିଲେ: ଟ୍ରମ୍ପ

    14566
    Jun 25, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15405
    Jun 24, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ
    ବିଶେଷ

    ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14386
    Jun 25, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14423
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13757
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14173
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15071
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14348
    Jun 24, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା
    ବିଶେଷ

    ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    14930
    Jun 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14386
    Jun 25, 2025
  • ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15405
    Jun 24, 2025
  • ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13878
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17015
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15510
    Apr 03, 2021

ବିଶେଷ

  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14387
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    14930
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15071
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    14089
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15922
    Jun 23, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15001
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14822
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14824
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13795
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ଯୁବତୀ

    14423
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14173
    Jun 24, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14386
    Jun 25, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In