Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

Home ›› ››୨୭୫ ଏଆଇ କ୍ୟାମେରା ନଜରରେ ପୁରୀ

୨୭୫ ଏଆଇ କ୍ୟାମେରା ନଜରରେ ପୁରୀ

2025-06-25 05:24:06
14998
Share:
Facebook
Twitter
E-Mail
WhatsApp
Telegram
୨୭୫ ଏଆଇ କ୍ୟାମେରା ନଜରରେ ପୁରୀ

ପୁରୀ : ରଥଯାତ୍ରା ପାଇଁ ପୁଲିସ ଛାଉଣୀରେ ପରିଣତ ହୋଇଛି ସମଗ୍ର ପୁରୀ ସହର। ଜଳ, ସ୍ଥଳ ଓ ଆକାଶ ପଥରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରରୁ ପୁରୀ ଏବଂ କୋଣାର୍କ – ପୁରୀ ମଧ୍ୟରେ ୨୭୫ ଏଆଇ କ୍ୟାମେରା ଲଗାଯାଇଛି। ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ସମେତ ଗହଳି ନିୟନ୍ତ୍ରଣକୁ ଗୁରୁତ୍ବ ଦେଇଛି ପୁଲିସ। ରାଜ୍ୟ ପୁଲିସ ମହାନିର୍ଦେଶକ ୱାଇ.ବି. ଖୁରାନିଆ ମଙ୍ଗଳବାର ପୌର ସଦନରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ରଥଯାତ୍ରା ପାଇଁ ୨୦୫ ପ୍ଲାଟୁନ ପୁଲିସ ଫୋର୍ସ, ୫ କମ୍ପାନୀ ରାପିଡ ଆକ୍ସନ ଫୋର୍ସ, ୧୦ ୟୁନିଟ ଏସଓଜି, ୨୧ ଆରକ୍ଷୀ ଅଧୀକ୍ଷକ, ୪୧ ଅତିରିକ୍ତ ଏସପି, ୯୬ ଡିଏସପି, ୧୭୨ ଇନ୍ସପେକ୍ଟର, ୮୯୮ ପୋଲିସ ଏଏସଆଇଙ୍କୁ ନିୟୋଜିତ କରାଯାଇଛି। ଏହାଛଡା ବୋମା ନିଷ୍କ୍ରିୟକାରୀ ଦଳ, ସନ୍ଧାନୀ କୁକୁର ଓ ଆତଙ୍କବାଦୀ ନିରୋଧ ବାହିନୀ ମୁତୟନ କରାଯିବ। ତଟରକ୍ଷୀ ବାହିନୀ ସମୁଦ୍ରରେ ପଇଁତରା କରିବେ। ପୁରୀ ରେଳ ଷ୍ଟେସନରେ କଡାକଡି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରଥଯାତ୍ରାକୁ ତ୍ରୁଟିଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା କରାଯିବ। ଏଥିପାଇଁ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଥିବା ସେ କହିଛନ୍ତି। ଚଳିତ ବର୍ଷ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ଉପରେ ପ୍ରାଧାନ୍ୟ ଦିଆଯିବ ବୋଲି ଡିଜିପି କହିଛନ୍ତି। ରଥଯାତ୍ରା ଡ୍ୟୁଟିରେ ଅଭିଜ୍ଞତା ସମ୍ପନ୍ନ ପୁଲିସ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର, ଶ୍ରୀଗୁଣ୍ଡିଚା ମନ୍ଦିର ଏବଂ ତିନି ରଥ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦୁର୍ଘଟଣାମୁକ୍ତ ରଥଟଣା ଉପରେ ଗୁରୁତ୍ବ ପ୍ରଦାନ କରାଯାଇଛି ବୋଲି ଡିଜିପି କହିଛନ୍ତି।
ପ୍ରଥମ ଥର ପାଇଁ ସମନ୍ୱିତ ନିୟନ୍ତ୍ରଣ କକ୍ଷ ପୁରୀ ଟାଉନ ଥାନାରେ ଖୋଲାଯାଇଛି। ଭକ୍ତଙ୍କୁ ଟ୍ରାଫିକ ପରିଚାଳନାରେ ସହଯୋଗ ଓ ସୁବିଧା ମିଳିପାରିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଜନସାଧାରଣଙ୍କ ଯାତାୟାତର ସୁବିଧା ନିମନ୍ତେ ଏକ ବିଶେଷ ମୋବାଇଲ ଆପ ପ୍ରସ୍ତୁତ କରାଯାଇଛି। ଯାହା କି ଟ୍ରାଫିକ ଉପଦେଶ, ପାର୍କିଂ ସ୍ଥାନ, ଟ୍ରାଫିକ ଜାମ ଓ ବିକଳ୍ପ ରାସ୍ତା ସମ୍ବନ୍ଧରେ ତ୍ୱରିତ ସୂଚନା ପ୍ରଦାନ କରିବ। ନିଜର ଦାୟିତ୍ବକୁ ସଠିକ ଭାବେ ସମ୍ପାଦନ କରିବାକୁ ଉପସ୍ଥିତ ପୁଲିସ ଅଧିକାରୀଙ୍କୁ ସେ ପରାମର୍ଶ ଦେଇଛନ୍ତି। ପୁଲିସ ବାହିନୀକୁ ନିଜର ବାସସ୍ଥଳୀ ଏବଂ ଆଖପାଖ ଅଞ୍ଚଳର ପରିବେଶକୁ ପରିଷ୍କାର, ପରିଚ୍ଛନ ତଥା ସ୍ୱଛ ରଖିବାକୁ ପରାମର୍ଶ ଦିଆଯାଇଛି।
ଗୁଇନ୍ଦା ନିର୍ଦେଶକ ଆର.ପି. କୋଚେ ରଥଯାତ୍ରା ସମୟରେ କର୍ତ୍ତବ୍ୟନିଷ୍ଠ ତଥା ଦାୟିତ୍ବସମ୍ପନ୍ନ ହୋଇ କାର୍ଯ୍ୟ ତୁଲାଇବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀଜଗନ୍ନାଥ ମନ୍ଦିର ହାଇ ସିକ୍ୟୁରିଟି ଜୋନ୍‌ରେ ରହୁଥ‌ିବାରୁ ରଥଯାତ୍ରା ସମୟରେ ଏହାର ଗୁରୁତ୍ବ ବହୁମାତ୍ରାରେ ବୃଦ୍ଧି ପାଇବ। ପୁରୀ ପ୍ରବେଶ ପଥରେ ଆଣ୍ଟି ଟେରୋରିଷ୍ଟ ସ୍କ୍ବାଡ, ସ୍ପେଶାଲ ଟାକ୍‌ଟିକାଲ ୟୁନିଟ୍ ଭଳି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କୌଣସି ସନ୍ଦେହଜନକ ବସ୍ତୁ କିମ୍ବା ବ୍ୟକ୍ତି ନଜରକୁ ଆସିଲେ ବିଳମ୍ବ ନକରି ତୁରନ୍ତ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବାକୁ ଶ୍ରୀ କୋଚେ ପରାମର୍ଶ ଦେଇଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଟଣା ସମୟରେ ଭକ୍ତଙ୍କ ପ୍ରବଳ ସମାଗମକୁ ଲକ୍ଷ୍ୟ କରି ଭିଡ ନିୟନ୍ତ୍ରଣ କରିବାକୁ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରାଯାଇ ଥିବା କହିଛନ୍ତି।

Powered by Froala Editor

Tags Puri

Related articles Odisha News Lens 4.1

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13590
    Jun 23, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    15036
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15520
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15005
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13939
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15654
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14786
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14965
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14776
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15654
    Jun 23, 2026
  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15520
    Jun 22, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14786
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16940
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17557
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17607
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18004
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14899
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14766
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15605
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14467
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15787
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15520
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14786
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13590
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In