Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ବାଣିଜ୍ୟ
Home ›› ବାଣିଜ୍ୟ ››ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

2025-06-28 13:41:32
14255
Share:
Facebook
Twitter
E-Mail
WhatsApp
Telegram
ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟାତ୍ମିକ ଉତ୍ସବ ହୋଇଛି- ଏହା ଏହିଭଳି ଏକ ମୁହୂର୍ତ୍ତ ଯେତେବେଳେ ଲକ୍ଷ ଲକ୍ଷ ଲୋକ ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥ ପଛେ ପଛେ ଏକାନ୍ତ ବିଶ୍ୱାସର ସହିତ ଏକତ୍ର ଚାଲିଥାନ୍ତି । ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଚଳିତ ବର୍ଷ ଏହି ଚିରନ୍ତନ ପରମ୍ପରାକୁ ଏକ ଚିନ୍ତନଶୀଳ ଢଙ୍ଗରେ ସମର୍ଥନ କରୁଛି ।


ଋଥଯାତ୍ରା ସମୟରେ ତୀର୍ଥଯାତ୍ରୀମାନେ ପ୍ରଖର ସୂର୍ଯ୍ୟକିରଣକୁ ଦୀର୍ଘ ସମୟ ସହ୍ୟ କରୁଥିବାବେଳେ, ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଏକ ଆଶ୍ୱସ୍ତି ଏବଂ ଶ୍ରଦ୍ଧାର ପ୍ରତୀକ ଭାବରେ ଉଭା ହୋଇଛି । ବ୍ରାଣ୍ଡ୍‌ ଏକ ଶୀତଳ ଅନୁଭୂତି ପ୍ରଦାନକାରୀ- ସୂର୍ଯ୍ୟ ବରଦାନ ଟୋପି ଉନ୍ମୋଚନ କରିଛି ଯେଉଁଥିରେ ବିଶ୍ୱାସଭାବ ଏବଂ ସୂର୍ଯ୍ୟଙ୍କର ଆଶୀର୍ବାଦ ଅନ୍ତର୍ନିବେଶ ହୋଇଛି । ଏହି ଟୋପି ଚନ୍ଦନ କାଠରେ ଏକ ସ୍ୱତନ୍ତ୍ର ମେନ୍ଥୋଲ ଆସ୍ତରଣ ସହିତ ପ୍ରସ୍ତୁତ କରାଯାଇଛି । ସୂର୍ଯ୍ୟ କିରଣ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଉପରେ ପଡିଲେ ତାହା ଟୋପିରେ ମେନ୍ଥୋଲର ଶୀତଳିକରଣ ପ୍ରକ୍ରିୟାକୁ ସକ୍ରିୟ କରିଥାଏ । ସେଥିପାଇଁ ଗରମ ଅନୁଭବ କରିବା ପରିବର୍ତ୍ତେ ସୂର୍ଯ୍ୟ କିରଣ ଆପଣଙ୍କୁ ଶୀତଳ ଅନୁଭବ ପ୍ରଦାନ କରିବ ଏବଂ ସେହି ସମୟରେ ଆପଣ ଚନ୍ଦନକାଠର ଶାନ୍ତି ପ୍ରଦାନକାରୀ ସୁଗନ୍ଧର ଅନୁଭୂତି ପାଇପାରିବେ ଏବଂ ଏହା ଭକ୍ତମାନଙ୍କୁ ଭକ୍ତିରସରେ ପରିପୂର୍ଣ୍ଣ ଏକ ଥଣ୍ଡା ମସ୍ତିଷ୍କ ସହିତ ନୈସର୍ଗିକ ଯାତ୍ରାରେ ଆଗେଇନେବ । 

ଶ୍ରୀ ଅଲି ହାରିସ୍‌ ଶେରେ, ଚିଫ୍‌ ଅପରେଟିଂ ଅଫିସର, ବିସ୍କୁଟ୍‌ସ୍‌ ଆଣ୍ଡ କେକ୍‌ସ୍‌ କ୍ଲଷ୍ଟର, ଫୁଡ୍‌ସ୍‌ ଡିଭିଜନ, ଆଇଟିସି ଲିମିଟେଡ ମତଦେଇ କହିଥିଲେ, “ଶକ୍ତି, ସାମର୍ଥ୍ୟ ଓ ଜୀବନର ପ୍ରତୀକ ହୋଇଥିବା ସୂର୍ଯ୍ୟ ଆମ ବ୍ରାଣ୍ଡ୍‌ର କେନ୍ଦ୍ରବିନ୍ଦୁ ହୋଇ ରହିଛନ୍ତି । ସନ୍‌ଫିଷ୍ଟ ମାରୀ ଲାଇଟ୍‌ରେ ଆମର ବିସ୍କୁଟଗୁଡିକ ସୂର୍ଯ୍ୟସ୍ନାତ ଗହମରୁ ପ୍ରସ୍ତୁତ ହେଉଛି ଏବଂ ସେହି ଆତ୍ମୀୟତାର ଭାବ ଏବଂ ଯନôକୁ ଆମେ କରୁଥିବା ପ୍ରତ୍ୟେକ କାର୍ଯ୍ୟରେ ବ୍ୟବହାର କରୁଛୁ । ସୂର୍ଯ୍ୟ ବରଦାନ ଟୋପି ପରମ୍ପରାକୁ ସମ୍ମାନ ଜଣାଇବା ନିମନ୍ତେ ଆମର ପ୍ରୟାସ ଏବଂ ସେହି ସମୟରେ ଆମେ ପୁରୀ ରଥଯାତ୍ରା ଭକ୍ତମାନଙ୍କ ନିମନ୍ତେ ଚିନ୍ତନଶୀଳ ଆରାମ ଯୋଗାଇ ଦେଉଛୁ ।”

କ୍ଷେତ୍ରସ୍ତରରେ ସ୍ଥାପନ କରାଯାଇଥିବା ଏକ୍ସପେରିଏନ୍ସ ଜୋନ୍‌ଗୁଡିକରୁ ରଥ ଯାତ୍ରା ଦିନ ହଜାର ହଜାର ସଂଖ୍ୟାରେ ଟୋପି ବଣ୍ଟନ କରାଯାଇଥିଲା । ଟୋପିର ବ୍ୟବହାରିତା ଦୃଷ୍ଟିରୁ କେବଳ ନୁହେଁ, ତାହାସହିତ ସେମାନେ ଯେଉଁ ଶକ୍ତି ତଳେ ଚାଲୁଛନ୍ତି ତାହାଦ୍ୱାରା ପରିପୋଷଣ ହେବାର ପ୍ରତୀକାତ୍ମକ ବାର୍ତ୍ତା ପାଇଁ ତୀର୍ଥଯାତ୍ରୀମାନେ ଏହାକୁ ଅତ୍ୟନ୍ତ ଆଗ୍ରହର ସହିତ ଗ୍ରହଣ କରିଥିଲେ ।

ଲୋକପ୍ରିୟ ଓଡ଼ିଆ ଅଭିନେତ୍ରୀ ଅର୍ଚିତା ସାହୁ ମଧ୍ୟ ଏହି ଯାତ୍ରାରେ ସନ୍‌ଫିଷ୍ଟ ମେରୀ ଲାଇଟ୍‌ ସହିତ ସାମିଲ ହୋଇ ଏହି ପ୍ରୟାସ ପ୍ରତି ନିଜର ସମର୍ଥନ ଯୋଗାଇ ଦେଇଥିଲେ । ସେ କ୍ଷେତ୍ରସ୍ତରରେ ବିଭିନ୍ନ କାର୍ଯ୍ୟକଳାପରେ ଅଂଶଗ୍ରହଣ କରିବା ସହିତ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ବଣ୍ଟନରେ ସହାୟତା କରିଥିଲେ । 

ପୁରୀ ରାସ୍ତାଗୁଡିକୁ ସୂର୍ଯ୍ୟ ନିଜ ଆଲୋକରେ ଉଦ୍‌ଭାସିତ କରିବା ସମୟରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଏକ ପ୍ରଶାନ୍ତି ଏବଂ ଚିନ୍ତନଶୀଳ ଉପସ୍ଥିତି ପାଲଟିଥିଲା- ଯାହା ଭକ୍ତମାନଙ୍କ ସହିତ ଚାଲିବା ସାଙ୍ଗକୁ ବଡଦାଣ୍ଡରେ ପ୍ରତ୍ୟେକଟି ପାଦରେ ସେମାନଙ୍କୁ ସମର୍ଥନ ପ୍ରଦାନ କରୁଥିଲା ଏବଂ ସେମାନଙ୍କୁ ସ୍ମରଣ କରାଇ ଦେଉଥିଲା ଯେ ଭଗବାନଙ୍କୁ କେବଳ ପୂଜା କରାଯାଏନାହିଁ, ତାହାସହିତ ଯନôର ପ୍ରତ୍ୟେକ ଭାବରେ ମଧ୍ୟ ତାଙ୍କୁ ଅନୁଭବ କରିହୁଏ ।

Powered by Froala Editor

Tags Sunfeast

Related articles Odisha News Lens 4.1

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14097
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15291
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14122
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14155
    Oct 18, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15126
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15652
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14485
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14972
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15119
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14097
    Oct 19, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15652
    Oct 19, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15291
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18262
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14546
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15389
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14726
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14825
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15828
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14626
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15111
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15819
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15126
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15119
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15291
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In