Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

2025-06-28 13:41:32
14168
Share:
Facebook
Twitter
E-Mail
WhatsApp
Telegram
ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟାତ୍ମିକ ଉତ୍ସବ ହୋଇଛି- ଏହା ଏହିଭଳି ଏକ ମୁହୂର୍ତ୍ତ ଯେତେବେଳେ ଲକ୍ଷ ଲକ୍ଷ ଲୋକ ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥ ପଛେ ପଛେ ଏକାନ୍ତ ବିଶ୍ୱାସର ସହିତ ଏକତ୍ର ଚାଲିଥାନ୍ତି । ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଚଳିତ ବର୍ଷ ଏହି ଚିରନ୍ତନ ପରମ୍ପରାକୁ ଏକ ଚିନ୍ତନଶୀଳ ଢଙ୍ଗରେ ସମର୍ଥନ କରୁଛି ।


ଋଥଯାତ୍ରା ସମୟରେ ତୀର୍ଥଯାତ୍ରୀମାନେ ପ୍ରଖର ସୂର୍ଯ୍ୟକିରଣକୁ ଦୀର୍ଘ ସମୟ ସହ୍ୟ କରୁଥିବାବେଳେ, ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଏକ ଆଶ୍ୱସ୍ତି ଏବଂ ଶ୍ରଦ୍ଧାର ପ୍ରତୀକ ଭାବରେ ଉଭା ହୋଇଛି । ବ୍ରାଣ୍ଡ୍‌ ଏକ ଶୀତଳ ଅନୁଭୂତି ପ୍ରଦାନକାରୀ- ସୂର୍ଯ୍ୟ ବରଦାନ ଟୋପି ଉନ୍ମୋଚନ କରିଛି ଯେଉଁଥିରେ ବିଶ୍ୱାସଭାବ ଏବଂ ସୂର୍ଯ୍ୟଙ୍କର ଆଶୀର୍ବାଦ ଅନ୍ତର୍ନିବେଶ ହୋଇଛି । ଏହି ଟୋପି ଚନ୍ଦନ କାଠରେ ଏକ ସ୍ୱତନ୍ତ୍ର ମେନ୍ଥୋଲ ଆସ୍ତରଣ ସହିତ ପ୍ରସ୍ତୁତ କରାଯାଇଛି । ସୂର୍ଯ୍ୟ କିରଣ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଉପରେ ପଡିଲେ ତାହା ଟୋପିରେ ମେନ୍ଥୋଲର ଶୀତଳିକରଣ ପ୍ରକ୍ରିୟାକୁ ସକ୍ରିୟ କରିଥାଏ । ସେଥିପାଇଁ ଗରମ ଅନୁଭବ କରିବା ପରିବର୍ତ୍ତେ ସୂର୍ଯ୍ୟ କିରଣ ଆପଣଙ୍କୁ ଶୀତଳ ଅନୁଭବ ପ୍ରଦାନ କରିବ ଏବଂ ସେହି ସମୟରେ ଆପଣ ଚନ୍ଦନକାଠର ଶାନ୍ତି ପ୍ରଦାନକାରୀ ସୁଗନ୍ଧର ଅନୁଭୂତି ପାଇପାରିବେ ଏବଂ ଏହା ଭକ୍ତମାନଙ୍କୁ ଭକ୍ତିରସରେ ପରିପୂର୍ଣ୍ଣ ଏକ ଥଣ୍ଡା ମସ୍ତିଷ୍କ ସହିତ ନୈସର୍ଗିକ ଯାତ୍ରାରେ ଆଗେଇନେବ । 

ଶ୍ରୀ ଅଲି ହାରିସ୍‌ ଶେରେ, ଚିଫ୍‌ ଅପରେଟିଂ ଅଫିସର, ବିସ୍କୁଟ୍‌ସ୍‌ ଆଣ୍ଡ କେକ୍‌ସ୍‌ କ୍ଲଷ୍ଟର, ଫୁଡ୍‌ସ୍‌ ଡିଭିଜନ, ଆଇଟିସି ଲିମିଟେଡ ମତଦେଇ କହିଥିଲେ, “ଶକ୍ତି, ସାମର୍ଥ୍ୟ ଓ ଜୀବନର ପ୍ରତୀକ ହୋଇଥିବା ସୂର୍ଯ୍ୟ ଆମ ବ୍ରାଣ୍ଡ୍‌ର କେନ୍ଦ୍ରବିନ୍ଦୁ ହୋଇ ରହିଛନ୍ତି । ସନ୍‌ଫିଷ୍ଟ ମାରୀ ଲାଇଟ୍‌ରେ ଆମର ବିସ୍କୁଟଗୁଡିକ ସୂର୍ଯ୍ୟସ୍ନାତ ଗହମରୁ ପ୍ରସ୍ତୁତ ହେଉଛି ଏବଂ ସେହି ଆତ୍ମୀୟତାର ଭାବ ଏବଂ ଯନôକୁ ଆମେ କରୁଥିବା ପ୍ରତ୍ୟେକ କାର୍ଯ୍ୟରେ ବ୍ୟବହାର କରୁଛୁ । ସୂର୍ଯ୍ୟ ବରଦାନ ଟୋପି ପରମ୍ପରାକୁ ସମ୍ମାନ ଜଣାଇବା ନିମନ୍ତେ ଆମର ପ୍ରୟାସ ଏବଂ ସେହି ସମୟରେ ଆମେ ପୁରୀ ରଥଯାତ୍ରା ଭକ୍ତମାନଙ୍କ ନିମନ୍ତେ ଚିନ୍ତନଶୀଳ ଆରାମ ଯୋଗାଇ ଦେଉଛୁ ।”

କ୍ଷେତ୍ରସ୍ତରରେ ସ୍ଥାପନ କରାଯାଇଥିବା ଏକ୍ସପେରିଏନ୍ସ ଜୋନ୍‌ଗୁଡିକରୁ ରଥ ଯାତ୍ରା ଦିନ ହଜାର ହଜାର ସଂଖ୍ୟାରେ ଟୋପି ବଣ୍ଟନ କରାଯାଇଥିଲା । ଟୋପିର ବ୍ୟବହାରିତା ଦୃଷ୍ଟିରୁ କେବଳ ନୁହେଁ, ତାହାସହିତ ସେମାନେ ଯେଉଁ ଶକ୍ତି ତଳେ ଚାଲୁଛନ୍ତି ତାହାଦ୍ୱାରା ପରିପୋଷଣ ହେବାର ପ୍ରତୀକାତ୍ମକ ବାର୍ତ୍ତା ପାଇଁ ତୀର୍ଥଯାତ୍ରୀମାନେ ଏହାକୁ ଅତ୍ୟନ୍ତ ଆଗ୍ରହର ସହିତ ଗ୍ରହଣ କରିଥିଲେ ।

ଲୋକପ୍ରିୟ ଓଡ଼ିଆ ଅଭିନେତ୍ରୀ ଅର୍ଚିତା ସାହୁ ମଧ୍ୟ ଏହି ଯାତ୍ରାରେ ସନ୍‌ଫିଷ୍ଟ ମେରୀ ଲାଇଟ୍‌ ସହିତ ସାମିଲ ହୋଇ ଏହି ପ୍ରୟାସ ପ୍ରତି ନିଜର ସମର୍ଥନ ଯୋଗାଇ ଦେଇଥିଲେ । ସେ କ୍ଷେତ୍ରସ୍ତରରେ ବିଭିନ୍ନ କାର୍ଯ୍ୟକଳାପରେ ଅଂଶଗ୍ରହଣ କରିବା ସହିତ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ବଣ୍ଟନରେ ସହାୟତା କରିଥିଲେ । 

ପୁରୀ ରାସ୍ତାଗୁଡିକୁ ସୂର୍ଯ୍ୟ ନିଜ ଆଲୋକରେ ଉଦ୍‌ଭାସିତ କରିବା ସମୟରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଏକ ପ୍ରଶାନ୍ତି ଏବଂ ଚିନ୍ତନଶୀଳ ଉପସ୍ଥିତି ପାଲଟିଥିଲା- ଯାହା ଭକ୍ତମାନଙ୍କ ସହିତ ଚାଲିବା ସାଙ୍ଗକୁ ବଡଦାଣ୍ଡରେ ପ୍ରତ୍ୟେକଟି ପାଦରେ ସେମାନଙ୍କୁ ସମର୍ଥନ ପ୍ରଦାନ କରୁଥିଲା ଏବଂ ସେମାନଙ୍କୁ ସ୍ମରଣ କରାଇ ଦେଉଥିଲା ଯେ ଭଗବାନଙ୍କୁ କେବଳ ପୂଜା କରାଯାଏନାହିଁ, ତାହାସହିତ ଯନôର ପ୍ରତ୍ୟେକ ଭାବରେ ମଧ୍ୟ ତାଙ୍କୁ ଅନୁଭବ କରିହୁଏ ।

Powered by Froala Editor

Tags Sunfeast

Related articles Odisha News Lens 4.1

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13627
    May 26, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13638
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13495
    May 26, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13480
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15099
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14649
    May 27, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14948
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15190
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14649
    May 27, 2026
  • ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14948
    May 27, 2026
  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13495
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16883
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17933
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14639
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15744
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15035
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14446
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15425
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15167
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15657
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13627
    May 26, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13495
    May 26, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14649
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In