Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ରାଜ୍ୟ
Home ›› ରାଜ୍ୟ ››ଆଜି ସନ୍ଧ୍ୟାରେ ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ

ଆଜି ସନ୍ଧ୍ୟାରେ ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ

2025-06-29 06:04:39
14929
Share:
Facebook
Twitter
E-Mail
WhatsApp
Telegram
ଆଜି ସନ୍ଧ୍ୟାରେ ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛନ୍ତି ତିନିରଥ। ରଥରେ ବିଜେ କରିଛନ୍ତି ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ଶ୍ରୀସୁଦର୍ଶନ। ଦାରୁବ୍ରହ୍ମଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। ରଥ ଉପରେ ମହାପ୍ରଭୁଙ୍କ ସେବାପୂଜା ଅନୁଷ୍ଠିତ ହେଉଛି। ରଥ ଚତୁଃପାର୍ଶ୍ବରେ ବ୍ୟାରିକେଡ଼ କରାଯାଇଛି। ସଶସ୍ତ୍ର ପୁଲିସ ବାହିନୀ ରଥ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି। ରବିବାର ସନ୍ଧ୍ୟାରେ ମହାପ୍ରଭୁ ଆଡ଼ପ ମଣ୍ଡପକୁ ବିଜେ କରିବେ। ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଯେପରି କୌଣସି ଅଘଟଣ ନ ଘଟେ ସେଥିପାଇଁ ବାଡ଼ଗ୍ରାହୀଙ୍କ ନେତୃତ୍ୱରେ ଅଭିଜ୍ଞ ଓ ଦକ୍ଷ ଦଇତାପତିଙ୍କୁ ନେଇ ପହଣ୍ଡି ଦଳ ଗଠନ କରାଯାଇଛି ।
ଚଳିତବର୍ଷ ଦୁଇଦିନ ଧରି ପାଳିତ ହୋଇଛି ଶ୍ରୀଗୁଣ୍ଡିଚା ଯାତ୍ରା। ଶ୍ରୀଜଗନ୍ନାଥପ୍ରେମୀ ଦୁଇଦିନ ଧରି ରଥ ଟାଣିବାର ସୌଭାଗ୍ୟ ପାଇଛନ୍ତି। ଶନିବାର ରଥ ଉପରେ ଦାରୁବ୍ରହ୍ମଙ୍କୁ ମଙ୍ଗଳଆଳତି, ମଇଲମ, ତଡ଼ପ ଲାଗି, ଅବକାଶ ଏବଂ ବେଶ କରାଯାଇଥିଲା। ଦିନ ୯ଟା ୩୦ରେ ଆରମ୍ଭ ହୋଇଥିଲା ରଥଟଣା। ଶୁକ୍ରବାର ରାତିରୁ ବଳଗଣ୍ଡି ଛକରେ ଅଟକି ଥିବା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇଥିଲା। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ କାଲିଠାରୁ ଅଭିମାନ କରି ରହିଥିବା ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଭକ୍ତଙ୍କ ମେଳରେ ଗହଳି ଲଗାଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବିଜେ କରିଛନ୍ତି। ମିଳିତ ଘଣ୍ଟବାଦ୍ୟ, ବିଜେ କାହାଳୀ, ହରିବୋଲ, ହୁଳହୁଳି ଓ ସଂକୀର୍ତ୍ତନରେ ଉଛୁଳି ଉଠିଥିଲା ବଡ଼ଦାଣ୍ଡ। ଦିନ ୧ଟା ୦୫ ସୁଦ୍ଧା ତିନିରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଡ. ଅରବିନ୍ଦ କୁମାର ପାଢ଼ୀ, ପୁଲିସ ମହାନିର୍ଦେଶକ ୱାଇ. ବି. ଖୁରାନିଆ, ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ତିନିରଥ। ଗହଳି ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ସମେତ ଶରଧାବାଲିରେ କ୍ଲୋଜ ସର୍କିଟ କ୍ୟାମେରା ଲଗାଯାଇଛି ।

Powered by Froala Editor

Tags Adapa mandap

Related articles Odisha News Lens 4.1

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15199
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15586
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13527
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14864
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14315
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14471
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14818
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14906
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14648
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14864
    Sep 30, 2026
  • ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15586
    Sep 30, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14906
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15019
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13993
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15732
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15298
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14673
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14269
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14336
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14864
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14818
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13527
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In