ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ଦିଗପହଣ୍ଡି ଭୀଷ୍ମଗିରି ଗାଁରେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମଦ୍ୟପାନ ପରେ ବଚସାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ପୁଲିସ ।
Powered by Froala Editor