ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ

କଟକ: କଟକ ରେଳ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ପାରାଦୀପ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନଟି କଟକ ରେଳ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଛି ।
Powered by Froala Editor