ବର୍ଷା:ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ବର: ଆଜି ମୟୂରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ଏହାସହିତ ଜିଲ୍ଲାରେ ୩ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର । ପ୍ରବଳ ବର୍ଷା ଆଶଙ୍କାରେ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି ।
Powered by Froala Editor