Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

ରାଜ୍ୟ
Home ›› ରାଜ୍ୟ ››ଲଘୁଚାପ: ୫ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

ଲଘୁଚାପ: ୫ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

2025-07-01 06:10:34
14102
Share:
Facebook
Twitter
E-Mail
WhatsApp
Telegram
ଲଘୁଚାପ: ୫ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ। ଲଘୁଚାପ ପ୍ରଭାବରେ ୫ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ବିଶେଷକରି ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ। ଏହାଦ୍ବାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ବଡ଼ ବନ୍ୟାର ଆଶଙ୍କା ରହିଛି। ଜୁଲାଇ ୬ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଜୁଲାଇ ୯ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜରେ ଗତକାଲି ଅତିପ୍ରବଳ ବର୍ଷା ହୋଇଛି। ଜାମଦାରେ ୧୩ ସେମି, ସାରସକଣାରେ ୧୧, କରଞ୍ଜିଆରେ ୮, କୁସୁମିରେ ୮, ବହଲଦାରେ ୭, ରାଇରଙ୍ଗପୁରରେ ୭, ବିଜତଲାରେ ୭, ରଁରୁଆରେ ୬ ସେମି ବର୍ଷା ହୋଇଛି। ସୁନ୍ଦରଗଡ଼ର ଟେନସାରେ ୧୦, କଳାହାଣ୍ଡିର ଥୁଆମୁଳା ରାମପୁରରେ ୭, କେନ୍ଦୁଝରର ଜୋଡ଼ାରେ ୭, ସୁନ୍ଦରଗଡ଼ର ବାଲିଶଙ୍କରାରେ ୭, ବରଗାଁରେ ୭, କୋରାପୁଟର କୋଟପାଡରେ ୭, ଲାଠିକଟାରେ ୬, ଯାଜପୁରର ବିଞ୍ଝାରପୁରରେ ୬ ଏବଂ କେନ୍ଦ୍ରାପଡ଼ାର ଆଳିରେ ୬ ସେମି ବର୍ଷା ହୋଇଛି।
ଆଜି ସୁନ୍ଦରଗଡ଼, ଝାରସୁଗୁୁଡ଼ା ଏବଂ ସମ୍ବଲପୁର ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ଼ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ଢେଙ୍କାନାଳ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁଲାଇ ୨ରେ ସୁନ୍ଦରଗଡ଼, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ୩ ଜୁଲାଇରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ,କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ମସ୍ୟଜୀବୀଙ୍କୁ ସତର୍କ କରାଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15686
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13835
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14909
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14408
    Sep 10, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13660
    Sep 11, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13741
    Sep 11, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15040
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15378
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13559
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13559
    Sep 10, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13660
    Sep 11, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13835
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13741
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15841
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14574
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13885
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14691
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13877
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14692
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15032
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15378
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15686
    Sep 10, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13660
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In