Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

  • ସମୟର ସଦୁପଯୋଗ କରନ୍ତୁ ଏହିପରି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

2025-07-01 19:35:46
14648
Share:
Facebook
Twitter
E-Mail
WhatsApp
Telegram
ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

ଗୋଟିଏ ଫୋନ୍ କଲରେ ପଦ ହରାଇଛନ୍ତି ପ୍ରଧାନମନ୍ତ୍ରୀ । ଏପରି ଘଟଣା ଘଟିଛି  ଥାଇଲାଣ୍ଡରେ । ଜଣେ ପୂର୍ବତନ କାମ୍ବୋଡିଆନ ନେତାଙ୍କ ସହିତ ଫୋନ୍‌ କଲ୍ ଲିକ୍‌ ହେବା ମାମଲାର ତଦନ୍ତ ବିଳମ୍ବ ହେବାରୁ ଥାଇଲ୍ୟାଣ୍ଡର ସାମ୍ବିଧାନିକ ଅଦାଲତ ପ୍ରଧାନମନ୍ତ୍ରୀ ପାଏଟୋଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କୁ ପଦରୁ ନିଲମ୍ବିତ କରିଛନ୍ତି।

କାମ୍ବୋଡିଆ ସହିତ କୂଟନୈତିକ ବିବାଦ ଏବଂ ଏକ ଲିକ୍ ହୋଇଥିବା ଫୋନ୍ କଲ୍ ପରେ ଏହି ନିଷ୍ପତ୍ତି ଆସିଛି, ଯାହା ଥାଇଲାଣ୍ଡର ସଂସଦ ଏବଂ ସାମରିକ ପ୍ରତିଷ୍ଠାନରେ ବିରାଟ ରାଜନୈତିକ ଉତ୍ତେଜନା ସୃଷ୍ଟି କରିଛି। କୋର୍ଟ ୭-୨ ଭୋଟର ବହୁମତରେ ଏହି ନିଷ୍ପତ୍ତି ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କୁ ଜୁଲାଇ ୧ରୁ ଏହି ମାମଲାରେ ଚୂଡ଼ାନ୍ତ ନିଷ୍ପତ୍ତି ନ ନିଆଯିବା ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।

ଏହି ସମ୍ପୂର୍ଣ୍ଣ ବିବାଦ ୨୦୨୫ ମେ’ରେ ଥାଇଲାଣ୍ଡ ଏବଂ କାମ୍ବୋଡିଆ ସୀମାରେ ଏକ ସଂଘର୍ଷ ପରେ ଆରମ୍ଭ ହୋଇଥିଲା, ଯେଉଁଥିରେ ଜଣେ କାମ୍ବୋଡିଆନ୍ ସୈନିକଙ୍କ ମୃତ୍ୟୁ ହୋଇଥିଲା। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ପାଟୋଙ୍ଗଟାର୍ଣ୍ଣ କାମ୍ବୋଡିଆନ୍ ନେତା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ହୁନ୍ ସେନଙ୍କୁ ଏକ ଟେଲିଫୋନ୍ କଲ୍ କରିଥିଲେ। ଏହି କଲ୍ ସମ୍ପ୍ରତି ଲିକ୍ ହୋଇଥିଲା, ଯେଉଁଥିରେ ସେ ହୁନ୍ ସେନଙ୍କୁ ‘ଅଙ୍କଲ’ ବୋଲି ସମ୍ବୋଧିତ କରିଥିଲେ ଏବଂ ଥାଇ ସେନାର ଜଣେ ବରିଷ୍ଠ କମାଣ୍ଡରଙ୍କୁ ‘ପ୍ରତିଦ୍ୱନ୍ଦ୍ୱୀ’ ବୋଲି କହିଥିଲେ। ଏହି ବିବୃତ୍ତି ଦେଶ ଭିତରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଥିଲା।

Powered by Froala Editor

Tags thailand

Related articles Odisha News Lens 4.1

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14722
    Jul 13, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15626
    Jul 12, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15630
    Jul 12, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15741
    Jul 12, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    14996
    Jul 12, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15589
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14643
    Jul 12, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15407
    Jul 13, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    14984
    Jul 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    14984
    Jul 13, 2025
  • ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15741
    Jul 12, 2025
  • ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14643
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14637
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15507
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14498
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14654
    Jul 10, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    14549
    Jul 08, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15867
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16408
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15576
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15589
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14643
    Jul 12, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14637
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In