Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

ରାଜ୍ୟ
Home ›› ରାଜ୍ୟ ››ସମ୍ବଲପୁରୀ ଦିନ ପାଇଁ ମା' ସମଲେଇଙ୍କୁ ନିମନ୍ତ୍ରଣ

ସମ୍ବଲପୁରୀ ଦିନ ପାଇଁ ମା' ସମଲେଇଙ୍କୁ ନିମନ୍ତ୍ରଣ

2025-07-02 07:35:03
14297
Share:
Facebook
Twitter
E-Mail
WhatsApp
Telegram
ସମ୍ବଲପୁରୀ ଦିନ ପାଇଁ ମା' ସମଲେଇଙ୍କୁ ନିମନ୍ତ୍ରଣ

ସମ୍ବଲପୁର: ଅଗଷ୍ଟ ଏକ ତାରିଖରେ ସମ୍ବଲପୁରରେ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ମଙ୍ଗଳବାର ଇଷ୍ଟଦେବୀ ସମଲେଇଙ୍କୁ ନିମନ୍ତ୍ରଣ କରାଯାଇଛି। ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରାରେ ଅଗଷ୍ଟ ଏକ ତାରିଖରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ ପାଇଁ ଆଉ ମାତ୍ର ଗୋଟିଏ ମାସ ରହିଛି। ସେଥିପାଇଁ ଆଜିଠାରୁ ପ୍ରସ୍ତୁତି ଆରଂଭ କରାଯାଇଥିଲା। ସକାଳେ ମଞ୍ଚ ର ସଦସ୍ୟ ମାନେ ଇଷ୍ଟଦେବୀ ମାଁ ସମଲେଇଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଗୁରୁ ସତ୍ୟନାରାୟଣ ବହିଦାରଙ୍କ ସ୍ମୃତିରେ ଜେଲ ଛକ ଠାରେ ପ୍ରତିଷ୍ଠିତ ସମ୍ବଲପୁରୀ ଡେରାରେ ଚଲିତ ବର୍ଷ ଭବ୍ୟ ଆକାରରେ ସମ୍ବଲପୁରୀ ଦିନ ସାତ ଦିନ ଧରି ଆୟୋଜନ କରାଯିବା ନେଇ ମଞ୍ଚ ର ପକ୍ଷରୁ ସ୍ଥିର କରାଯାଇଛି।

ସମ୍ବଲପୁରୀ ହସ୍ତଶିଲ୍ପ ଏବଂ ହସ୍ତତନ୍ତ୍ର ବିକ୍ରୟ ସହ ସମ୍ବଲପୁରୀ ପ୍ରଦର୍ଶନୀ ଆଦି ଆୟୋଜନ କରି ସମ୍ବଲପୁରୀ ଦିନ ଏବଂ ଗୁରୁ ବହିଦାରଙ୍କ ସମ୍ବଲପୁରୀ ପ୍ରତି ଅବଦାନ ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଆଜି ସମଲେଇ ନିୟୁତା ପରେ ସମ୍ବଲପୁରୀ ଦିନ ପାଇଁ ଡେରା ପରିସରରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ। ସୂଚନା ଯୋଗ୍ୟ ଯେ, ୨୦୧୩ ମସିହାରୁ ପଶ୍ଚିମାଞ୍ଚଲ ଏକତା ମଞ୍ଚର ପ୍ରୟାସରେ ଗୁରୁ ବହିଦାରଙ୍କ ଜନ୍ମ ଶତବାର୍ଷିକୀ ପାଳନ ବର୍ଷ ଠାରୁ ଅଗଷ୍ଟ ଏକ ତାରିଖରେ ସମ୍ବଲପୁରୀ ଦିନ ପାଳନ କରାଯାଇ ଆସୁଛି। ଆଜିର ନିୟୁତା କାର୍ଯ୍ୟକ୍ରମ ରେ ଝୁନୁ ତ୍ରୀପାଠୀ, କିଶୋର ଧରେଇ, ସ୍ବସ୍ତିକା ନାୟକ, ଭୂମି ସୂତା ମେହେର, ପଙ୍କଜିନୀ ବୈଠାରୁ, ସଂଘମିତ୍ରା ପଣ୍ଡା, ଯାମିନୀ ଠାକୁର, ପ୍ରଜ୍ଞା ସାହୁ, କାନ୍ତି ମେହେର, ତୃପ୍ତି ପଣ୍ଡା, ସୁନିତା ପତି, ଅଳକା ମହାପାତ୍ର, ରାଜେଶ ସ୍ବାଇଁ, ଅମିତାଭ ମାଝୀ, ସୁବୋଧ କୁମାର ଦୋରା, ପ୍ରଥମ ପଣ୍ଡା, ରାମଦାସ ପଣ୍ଡା, ଶଙ୍କର ମେହେର, ଭବାନୀଶ ଭୋଇ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ।

Powered by Froala Editor

Tags Sambalpuri day

Related articles Odisha News Lens 4.1

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14909
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13741
    Sep 11, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15040
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14408
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15378
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13559
    Sep 10, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13660
    Sep 11, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13835
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15686
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14909
    Sep 10, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14408
    Sep 10, 2026
  • ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13741
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13741
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15841
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14574
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13885
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14691
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13877
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14692
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15032
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15040
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14408
    Sep 10, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    13921
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In