Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

ବିଶେଷ
Home ›› ବିଶେଷ ››ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

2025-07-06 11:26:24
16061
Share:
Facebook
Twitter
E-Mail
WhatsApp
Telegram
ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

ଶରୀରକୁ ସୁସ୍ଥ ରଖିବା ପାଇଁ ଅନେକ ଭିଟାମିନ୍‍ ଏବଂ ଖଣିଜ ପଦାର୍ଥର ଆବଶ୍ୟକତା ରହିଛି । ଶରୀରରେ ଏହି ସବୁ ଭିଟାମିନ୍‍ ର ମାତ୍ରା କମ ରହିଲେ ସମଗ୍ର ବ୍ୟବସ୍ଥା ନଷ୍ଟ ହୋଇଯାଏ । ବ୍ୟସ୍ତବହୁଳ ଜୀବନ ଏବଂ ଅସ୍ୱାସ୍ଥ୍ୟକର ଖାଦ୍ୟପେୟ ଯୋଗୁଁ ଅଧିକାଂଶ ଲୋକ ଅତ୍ୟାବଶ୍ୟକ ଭିଟାମିନ୍‍ ଅଭାବରେ ପୀଡିତ ହେଉଛନ୍ତି । ଏହାର ଅଭାବ ଧୀରେ ଧୀରେ ଗମ୍ଭୀର ରୋଗର କାରଣ ହୋଇପାରେ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ଭିଟାମିନ୍‍ ସି, ଭିଟାମିନ୍‍ ଡି ଏବଂ ଭିଟାମିନ୍‍ ବି ୧୨ ଆମ ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଯଦି ଶରୀରେ ଏହିସବୁ ଭିଟାମିନର ଅଭାବ ଦେଖାଯାଏ ତେବେ ସ୍ୱାସ୍ଥ୍ୟ ଖରାପ ନିଶ୍ଚିତ । ସମୟ ଥିବା ବେଳେ ଏଥିପ୍ରତି ଦୃଷ୍ଟି ଦେଲେ ଆମ ଶରୀର ସହଜରେ ସନ୍ତୁଳିତ ରହିପାରିବ ।
ବିଶେଷଜ୍ଞଙ୍କ ମତରେ ଆମ ଶରୀର ପାଇଁ ଭିଟାମିନ୍‍ ଡି ଅତ୍ୟନ୍ତ ଆବଶ୍ୟକ । ଯାହାକି ଆମେ ସୂର୍ଯ୍ୟକିରଣରୁ ପାଇଥାଉ । ଏହା ହାଡକୁ ମଜବୁତ କରେ, ରୋଗ ପ୍ରତିରୋଧକ ଶକ୍ତି ଏବଂ ମନୋଭାବ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ । ଭିଟାମିନ୍‍ ଡିର ଅଭାବ ହେଲେ ହାଡ ଯନ୍ତ୍ରଣା, ଥକ୍କାପଣ ଏବଂ ଡିପ୍ରେସନ ଭଳି ସମସ୍ୟା ଦେଖାଯାଏ । ପ୍ରତିଦିନ ଅତି କମରେ ୧୫ରୁ ୨୦ ମିନିଟ ସକାଳର ସୂର୍ଯ୍ୟକିରଣ ନିଅନ୍ତୁ । ଅଣ୍ଡା, ମାଛ, କ୍ଷୀର ଏବଂ ଛତୁ ପରି ଭିଟାମିନ୍‍ ଡି ଯୁକ୍ତ ଖାଦ୍ୟ ଖାଆନ୍ତୁ । ଯଦି ଏହା ପରେ ମଧ୍ୟ ଭିଟାମିନ୍‍ ଡି ର ଅଭାବ ଦୂର ହୁଏ ନାହିଁ ତେବେ ଡାକ୍ତରଙ୍କ ପରାମର୍ଶ ନେବା ଜରୁରୀ ।

Powered by Froala Editor

Tags Vitamin

Related articles Odisha News Lens 4.1

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14198
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14320
    Aug 26, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14091
    Aug 27, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15493
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13670
    Aug 26, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14677
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13822
    Aug 26, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13510
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13518
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14198
    Aug 26, 2026
  • ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14091
    Aug 27, 2026
  • ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13510
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17053
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17685
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17727
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18123
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14091
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13670
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15239
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15598
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16129
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14449
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15978
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14013
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14277
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13510
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13518
    Aug 26, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14091
    Aug 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In