Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

Home ›› ››ଦ୍ୱିତୀୟଥର ମିନାକ୍ଷୀ ବାହିନିପତି ହେଲେ ଓଡ଼ିଶା ମହିଳା କଂଗ୍ରେସ ସଭାନେତ୍ରୀ

ଦ୍ୱିତୀୟଥର ମିନାକ୍ଷୀ ବାହିନିପତି ହେଲେ ଓଡ଼ିଶା ମହିଳା କଂଗ୍ରେସ ସଭାନେତ୍ରୀ

2025-07-06 14:57:10
15120
Share:
Facebook
Twitter
E-Mail
WhatsApp
Telegram
ଦ୍ୱିତୀୟଥର ମିନାକ୍ଷୀ ବାହିନିପତି ହେଲେ ଓଡ଼ିଶା ମହିଳା କଂଗ୍ରେସ ସଭାନେତ୍ରୀ

ଭୁବନେଶ୍ୱର ୦୬.୦୭ : ରାଜ୍ୟ କଂଗ୍ରେସ ତା’ର ସଂଗଠନକୁ ନବକଳେବର ରୂପ ଦେବା ପାଇଁ ଏବେ ପୁନଃର୍ବାର କଂଗ୍ରେସର ବରିଷ୍ଠ ନେତ୍ରୀ ମୀନାକ୍ଷି ବାହିନିପତିଙ୍କୁ ଦ୍ୱିତୀୟଥର ପାଇଁ ରାଜ୍ୟ ମହିଳା କଂଗ୍ରେସର ସଭାନେତ୍ରୀ ଭାବେ ଏ.ଆଇ.ସି.ସି. ଘୋଷଣା କରିଛି । ମୀନାକ୍ଷି ବାହିନିପତିଙ୍କୁ ମହିଳା ସଭାନେତ୍ରୀ ଭାବେ ଏ.ଆଇ.ସି.ସି. ଘୋଷଣା କରିଥିବାରୁ ରାଜ୍ୟ ପିିସିସି ସଭାପତି ଭକ୍ତ ଚରଣ ଦାସ ଅଭିନନ୍ଦନ ଜଣାଇଛନ୍ତି । ଅନ୍ୟପକ୍ଷରେ ଶ୍ରୀମତୀ ବାହିନିପତି ମହିଳା କଂଗ୍ରେସ ସଭାନେତ୍ରୀ ଭାବେ ଘୋଷିତ ହେବା ପରେ ଖୁସିବ୍ୟକ୍ତ କରିବା ସହିତ ଏ.ଆଇ.ସି.ସି.ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ, ଲୋକସଭା ବିରୋଧିଦଳର ନେତା ତଥା ଜନନାୟକ ରାହୁଲ ଗାନ୍ଧୀ, ସୋନୀଆ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କେ.ସି. ଭେନୁଗୋପାଳ, କଂଗ୍ରେସ ଓଡ଼ିଶା ପ୍ରଭାରୀ ଅଜୟ ଲଲ୍ଲୁ ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କୁ କୃତଜ୍ଞତା ଜଣାଇଛନ୍ତି ।


ଶ୍ରୀମତୀ ବାହିନିପତି ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ ଓଡ଼ିଶାରେ ନାରୀ ନିର୍ଯ୍ୟାତନା ସହରରୁ ପଲ୍ଲୀ ପର୍ଯ୍ୟନ୍ତ ବ୍ୟାପିଛି । କେଉଁଠି ବି ନାରୀ ସୁରକ୍ଷିତ ନୁହେଁ । ପ୍ରତ୍ୟେକ ଦିନ ରାଜ୍ୟର କେଉଁଠି ନା କେଉଁଠି ମା’-ଝିଅ ଓ ବୋହୁ ମାନେ ସୁରକ୍ଷିତ ନୁହଁନ୍ତି । ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆମର ନେତା ଜନନାୟକ ରାହୁଲ ଗାନ୍ଧୀ ଯେଉଁ ଅଭିଯାନ ଚଳାଇଛନ୍ତି ତାହାକୁ ଆଗକୁ ନେବି । ରାଜ୍ୟର ମହିଳା ସଂଗଠନକୁ ସଂଗଠିତ କରିବା ସହ ସେମାନେ କିପରି କଂଗ୍ରେସର ଆଭିମୁଖ୍ୟକୁ ଆଗେଇ ନେଇ ନାରୀମାନଙ୍କୁ ନ୍ୟାୟ ପ୍ରଦାନ କ୍ଷେତ୍ରରେ ସଂଗ୍ରାମ ଜାରି ରଖିବେ ସେ ଉପରେ ଗୁରୁତ୍ୱ ଦେବି ବୋଲି ଶ୍ରୀମତୀ ବାହିନିପତି ତାଙ୍କ ବକ୍ତବ୍ୟରେ କହିଛନ୍ତି ।


ପ୍ରକାଶଥାଉକି, ଶ୍ରୀମତୀ ବାହିନିପତି ଏଥିପୂର୍ବରୁ କୋରାପୁଟ ଏନ୍‌.ଏ.ସି ଅଧ୍ୟକ୍ଷା, କୋରାପୁଟ ଜିଲ୍ଲା କଂଗ୍ରେସ କମିଟି ସଭାପତି ଭାବେ ୧୦ ବର୍ଷର ସୂଚାରୁ ରୂପେ ଦାୟିତ୍ୱ ସଂପାଦନ କରିବା ସହ ସାଂଗଠନିକ ଦକ୍ଷତା ପ୍ରତିପାଦିତ କରିଛନ୍ତି । ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସର ସଭାନେତ୍ରୀ ଭାବେ ଦାୟିତ୍ୱ ନେଇ ମହିଳା ସଂଗଠନକୁ ସୁଦୃଢ଼ କରିବାରେ ପ୍ରୟାସ କରିଥିଲେ । ନିର୍ବାଚନ ପରେ ଏ.ଆଇ.ସି.ସି. ଓଡ଼ିଶା କଂଗ୍ରେସର ସଂଗଠନକୁ ଭାଙ୍ଗି ଦେଇଥିଲେ । ପିସିସି ସଭାପତି ଭାବେ ଭକ୍ତ ଚରଣ ଦାସଙ୍କୁ ରାଜ୍ୟ ସଂଗଠନର ଦାୟିତ୍ୱ ଏ.ଆଇ.ସି.ସି. ଦେଇଛି । ଗତ ୪ ମାସ ଭିତରେ ଭକ୍ତ ଚରଣ ଦାସ ରାଜ୍ୟ ସଂଗଠନକୁ ନୂଆ ରୂପ ଦେବା ପାଇଁ ପଦକ୍ଷେପ ନେଇଥିଲେ । ବିଜେଡ଼ି ଓ ବିଜେପି ମହିଳା ଭୋଟରଙ୍କୁ ହାତେଇବା ପାଇଁ ପ୍ରୟାସ କରୁଥିବାବେଳେ କଂଗ୍ରେସ ମଧ୍ୟ ପଛରେ ପଡ଼ିନାହିଁ । ରାଜ୍ୟର ବିଜେପି ଶାସନରେ ସବୁଠାରୁ ମହିଳା ମାନଙ୍କ ସୁରକ୍ଷା ନେଇ ଚିନ୍ତା ବଢ଼ିଛି । ରାଜ୍ୟର ବିଜେପି ସରକାର କ୍ଷମତାକୁ ଆସିବା ଦିନଠାରୁ ୬୦ ରୁ ଉର୍ଦ୍ଧ୍ୱ ମହିଳା ଗଣବଳତ୍କାରର ଶିକାର ହୋଇଛନ୍ତି । ଏହା କେବଳ ଜାତୀୟ ପ୍ରସଙ୍ଗ ହୋଇରହି ନାହିଁ ବରଂ ଅର୍ନ୍ତଜାତୀୟ ପ୍ରସଙ୍ଗ ହୋଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ଦେଶର ନାଗରିକଙ୍କୁ ଓଡ଼ିଶା ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି । ଏହି ପରିପ୍ରେକ୍ଷିରେ ଏ.ଆଇ.ସି.ସି. ୫ ଜଣ ବରିଷ୍ଠ କଂଗ୍ରେସ ନେତ୍ରୀ ଓ ସାଂସଦଙ୍କୁ ଓଡ଼ିଶାର ଗୋପାଳପୁର ଓ କେନ୍ଦୁଝର ଆଦି ଅଞ୍ଚଳକୁ ପଠାଇ ସତ୍ୟାସତ ଅନୁସନ୍ଧାନ କରିଛି । ମହିଳାଙ୍କ ସମସ୍ୟା ଓଡ଼ିଶାରେ ଉତ୍କଟ ରୂପ ଧାରଣ କରିଥିବାରୁ ଏ.ଆଇ.ସି.ସି. ଜଣେ ଟାଣୁଆ ମହିଳା ନେତ୍ରୀ ମୀନାକ୍ଷି ବାହିନିପତି ସଭାନେତ୍ରୀ ଭାବେ ଦାୟିତ୍ୱ ଦେଇଛନ୍ତି । ଶ୍ରୀମତୀ ବାହିନିପତିଙ୍କୁ ଦଳ ପକ୍ଷରୁ ବହୁ ତୁଙ୍ଗନେତା, କର୍ମୀ ଓ ମହିଳା ନେତ୍ରୀମାନେ ସ୍ୱାଗତ ଜଣାଇ ସମର୍ଥନ ଜ୍ଞାପନ କରିଛନ୍ତି ।


Powered by Froala Editor

Tags minakhi bahinipati

Related articles Odisha News Lens 4.1

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13634
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14077
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15182
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15512
    Jul 02, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15878
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15520
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15098
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14182
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14615
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15512
    Jul 02, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13634
    Jul 01, 2026
  • ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14182
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17622
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14441
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14263
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15883
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15756
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15396
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15383
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14077
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14615
    Jul 02, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14182
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In