Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହାରାଜା ଅଗ୍ରସେନ ନା ଅଟଳ ଜୀ ! କାହା ନାମରେ ପରିବର୍ତ୍ତନ ହେବ ଦିଲ୍ଲୀ ଷ୍ଟେସନ ନାଁ

ମହାରାଜା ଅଗ୍ରସେନ ନା ଅଟଳ ଜୀ ! କାହା ନାମରେ ପରିବର୍ତ୍ତନ ହେବ ଦିଲ୍ଲୀ ଷ୍ଟେସନ ନାଁ

2025-07-06 18:48:34
14324
Share:
Facebook
Twitter
E-Mail
WhatsApp
Telegram
ମହାରାଜା ଅଗ୍ରସେନ ନା ଅଟଳ ଜୀ ! କାହା ନାମରେ ପରିବର୍ତ୍ତନ ହେବ ଦିଲ୍ଲୀ ଷ୍ଟେସନ ନାଁ

ବଦଳିବ କି  ନୂଆଦିଲ୍ଲୀ ରେଳ ଷ୍ଟେସନର ନାମ । କିଛି ଦିନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପୁରୁଣା ଦିଲ୍ଲୀ ରେଳ ଷ୍ଟେସନର ନାମ ପରିବର୍ତ୍ତନ କରି ‘ମହାରାଜା ଅଗ୍ରସେନ ରେଳ ଷ୍ଟେସନ’ କରିବାକୁ ଦାବି କରିଥିଲେ। ଏବେ ଚାନ୍ଦନୀ ଚୌକର ବିଜେପି ସାଂସଦ ପ୍ରବୀଣ ଖଣ୍ଡେଲୱାଲ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମ ପରିବର୍ତ୍ତନ କରିବାକୁ ଅନୁରୋଧ କରିଛନ୍ତି।

ଖଣ୍ଡେଲୱାଲ ତାଙ୍କ ପତ୍ରରେ ଭାରତ ରତ୍ନ ଅଟଳଜୀଙ୍କ ସ୍ମୃତିକୁ ଜାତୀୟ ରାଜଧାନୀରେ ଅମର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଓ ଭାବନାତ୍ମକ ପଦକ୍ଷେପ ହେବ ବୋଲି କହିଛନ୍ତି।  ଖଣ୍ଡେଲୱାଲ କହିଛନ୍ତି ଯେ ସେ ଖୁବ୍ ଶୀଘ୍ର ଏହି ପ୍ରସଙ୍ଗରେ ରେଳମନ୍ତ୍ରୀ ବୈଷ୍ଣଙ୍କୁ ଭେଟିବେ ଓ ସଂସଦର ଆଗାମୀ ଅଧିବେଶନରେ ଏହି ବିଷୟକୁ ଉଠାଇବେ। ନୂଆଦିଲ୍ଲୀ ରେଳ ଷ୍ଟେସନ ଦେଶର ସବୁଠାରୁ ମୁଖ୍ୟ, ବ୍ୟସ୍ତବହୁଳ ଏବଂ ଐତିହାସିକ ରେଳ ଷ୍ଟେସନ, ଯାହା ରାଜଧାନୀର ପ୍ରବେଶ ପଥ ଭାବରେ କାର୍ଯ୍ୟ କରେ। ଏହାକୁ ଅଟଳ ଜୀଙ୍କ ଭଳି ଜଣେ ମହାନ ନେତାଙ୍କ ନାମରେ ନାମିତ କରିବା କେବଳ ଉପଯୁକ୍ତ ହେବ ନାହିଁ ବରଂ ଦିଲ୍ଲୀ ଏବଂ ଦେଶର ନାଗରିକଙ୍କ ଭାବନାକୁ ମଧ୍ୟ ସମ୍ମାନ କରିବ।

ଅନ୍ୟପକ୍ଷରେ, ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପୁରୁଣା ଦିଲ୍ଲୀ ରେଳ ଷ୍ଟେସନ ନାମ ବଦଳାଇ ‘ମହାରାଜା ଅଗ୍ରସେନ ଷ୍ଟେସନ’ ରଖିବାକୁ ଦାବି କରିଥିଲେ। 

Powered by Froala Editor

Tags delhi

Related articles Odisha News Lens 4.1

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15171
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14091
    Mar 06, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13613
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13426
    Mar 06, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14058
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14149
    Mar 07, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15191
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14693
    Mar 05, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13370
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14693
    Mar 05, 2026
  • ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14149
    Mar 07, 2026
  • ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13370
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14058
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14693
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15160
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14368
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15069
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13370
    Mar 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14058
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13613
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In