Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ ...

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

ରାଜ୍ୟ
Home ›› ରାଜ୍ୟ ›› ମନମୋହନ ସାମଲ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି

ମନମୋହନ ସାମଲ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି

2025-07-07 11:04:49
15023
Share:
Facebook
Twitter
E-Mail
WhatsApp
Telegram
 ମନମୋହନ ସାମଲ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ଵର: ଶେଷରେ ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି। ନିର୍ବିବାଦୀୟ ଭାବରେ ମନମୋହନ ସାମଲ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି। ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ, ମାତ୍ର ଏକମାତ୍ର ପ୍ରାର୍ଥୀ ଭାବରେ ସେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ସେ ହିଁ ନିର୍ଦ୍ବନ୍ଦ୍ଵରେ ବିଜେପି ସଭାପତି ନିର୍ବାଚିତ ହେବା ସ୍ପଷ୍ଟ ହୋଇଯାଇଛି। ମଙ୍ଗଳବାର ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ। ଆସନ୍ତା ୩ ବର୍ଷ ପାଇଁ ତାଙ୍କ କାର୍ଯ୍ୟକାଳ ରହିବ।

ବର୍ତ୍ତମାନ ବିଜେପି ଏକୁଟିଆ ରାଜ୍ୟରେ କ୍ଷମତା ଦଖଲ କରିଛି। ସେହି ଦୃଷ୍ଟିରୁ ସରକାର ଏବଂ ସଙ୍ଗଠନ ମଧ୍ୟରେ ସମନ୍ୱୟ ନିହାତି ଜରୁରୀ ହୋଇପଡ଼ିଛି। ଗତ ୬ ମାସ ହେଲା ରାଜ୍ୟ ବିଜେପି ସଭାପତି ନିର୍ବାଚନ ଝୁଲି ରହିଥିଲା। ଶେଷରେ ସୋମବାର ସବୁ କଳ୍ପନା ଜଳ୍ପନା ଉପରୁ ପରଦା ହଟିଯାଇଛି। କେନ୍ଦ୍ରୀୟ ନେତା ଏବଂ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଗହଣରେ ମନମୋହନ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ୨୦୨୪ ନିର୍ବାଚନରେ ମନମୋହନ ନିଜର ଦକ୍ଷତା ପ୍ରତିପାଦନ କରିସାରିଛନ୍ତି। ୨୪ ନିର୍ବାଚନରେ ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜୁ ଜନତା ଦଳ ପରାସ୍ତ ହୋଇଛି। ବିଜେପିର ବିଜୟ ପଛରେ ମନମୋହନଙ୍କ ବଡ ଭୂମିକା ରହିଛି। ଏବେ ସେ ସଭାପତି ହେବାପରେ ଅଟକି ରହିଥିବା ବିଜେପିର ସାଙ୍ଗଠନିକ କାର୍ଯ୍ୟ ଆଗକୁ ବଢିବ ବୋଲି ଚର୍ଚ୍ଚା ହେଉଛି। ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସହିତ ବିଭିନ୍ନ ରାଜନୈତିକ ନିଯୁକ୍ତି ମଧ୍ୟ ତ୍ୱରାନ୍ୱିତ ହେବ। ଆଗରୁ ମନମୋହନ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ବିଜେଡି-ବିଜେପି ମେଣ୍ଟ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଭାବରେ କାର୍ଯ୍ୟ କରିସାରିଛନ୍ତି। ଆଗରୁ ମଧ୍ୟ ସେ ବିଜେପି ରାଜ୍ୟ ସଭାପତି ସମେତ ରାଜ୍ୟସଭା ସାଂସଦ ରହିସାରିଛନ୍ତି।

Powered by Froala Editor

Tags monmohan samal

Related articles Odisha News Lens 4.1

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14184
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    13990
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13755
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14903
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13784
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13814
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13547
    Jun 28, 2026
  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14978
    Jun 28, 2026
  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ
    ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    14987
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14084
    Jun 28, 2026
  • ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14978
    Jun 28, 2026
  • ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14184
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13814
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15642
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15634
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15282
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15110
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    13990
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14184
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13784
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In