Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଆଲୋଚନା

୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଆଲୋଚନା

2021-07-13 08:35:08
15565
Share:
Facebook
Twitter
E-Mail
WhatsApp
Telegram
୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ: ପୂର୍ବୋତ୍ତର ରାଜ୍ୟର ୮ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ମୁକାବିଲା ନେଇ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କରୋନାର ତୃତୀୟ ଲହରକୁ ରୋକିବା ଆମ ଦାୟିତ୍ୱ, ଏବଂ ଆମକୁ କରୋନା ଭାଇରସ୍ ସବୁ ପ୍ରକାର ଭ୍ୟାରିଆଣ୍ଟ ଉପରେ ନଜର ରଖିବାକୁ ହେବ । ଭୂତାଣୁର ମ୍ୟୁଟେସନ୍ ପରେ ଏହା କେତେ ପ୍ରଭାବି ଏ ନେଇ ବିଶେଷଜ୍ଞ ଲଗାତାର ଅଧ୍ୟୟନ ଜାରି ରଖିଛନ୍ତି । ଏଭଳି ସମୟରେ ସତର୍କତା ଆବଶ୍ୟକ ହୋଇପଡ଼ିଛି ।
ସେ ଆହୁରି କହିଛନ୍ତି ପର୍ୟ୍ୟଟନ ଓ ବ୍ୟବସାୟ କ୍ଷେତ୍ର ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି । ଏଥିସହିତ ହିଲ୍‌ ଷ୍ଟେସନ୍‌ ଗୁଡ଼ିକରେ ବହୁ ସଂଖ୍ୟାରେ ଲୋକେ ବିନା ମାସ୍କ ପିନ୍ଧି ବୁଲିବାକୁ ନେଇ ପ୍ରଧାନମନ୍ତ୍ରୀ ଚିନ୍ତା ପ୍ରକାଶ କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ‘ସମସ୍ତଙ୍କୁ ଟିକା-ମାଗଣା ଟିକା ଅଭିଯାନ’କୁ ନର୍ଥ ଇଷ୍ଟ  ରାଜ୍ୟଗୁଡ଼ିକରେ ଏହି ପ୍ରକ୍ରିୟା ଜୋରଦାର କରିବାକୁ କହିଛନ୍ତି ।
ପର୍ବୋତ୍ତର ରାଜ୍ୟଗୁଡ଼ିକର କରୋନା ସ୍ଥିତି ସମୀକ୍ଷା କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମକୁ ଟେଷ୍ଟିଂ ଏବଂ ଟ୍ରିଟମେଣ୍ଟ ସହ ଜଡ଼ିତ ଭିତ୍ତିଭୂମିକୁ ସୁଧାର ଆଣିବାକୁ ପଡ଼ିବ । ଏ ନେଇ ନିକଟରେ କ୍ୟାବିନେଟ୍ ମଧ୍ୟ ୨୩ ହଜାର କୋଟି ଟଙ୍କାର ପ୍ୟାକେଜକୁ ମଧ୍ୟ ମଞ୍ଜୁର କରିଛନ୍ତି । ସମସ୍ତ ରାଜ୍ୟ ଏହି ପ୍ୟାକେଜ ଦ୍ୱାରା ନିଜ ହେଲ୍ଥ ସେକ୍ଟରକୁ ଡେଭଲପ୍ କରିବାକୁ ପଡ଼ିବ । ଏଥିସହିତ ଶିଶୁ ସୁରକ୍ଷା ସହିତ ଜଡ଼ିତ ଭିତ୍ତିଭୂମିକୁ ମଧ୍ୟ ସୁଦୃଢ଼ କରିବାକୁ କହିଛନ୍ତି ।

Powered by Froala Editor

Tags Modi

Related articles Odisha News Lens 4.1

  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13365
    Jun 05, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13530
    Jun 04, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13589
    Jun 05, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14675
    Jun 05, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13408
    Jun 05, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14563
    Jun 04, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14829
    Jun 04, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15699
    Jun 04, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13726
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14563
    Jun 04, 2026
  • ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14829
    Jun 04, 2026
  • ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13530
    Jun 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17963
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13408
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14830
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14698
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15239
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15308
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14018
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14675
    Jun 05, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13726
    Jun 04, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13589
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In