Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

ରାଜ୍ୟ
Home ›› ରାଜ୍ୟ ››ଡ୍ରାଇଭର ମହାସଂଘର ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆଜିଠୁ

ଡ୍ରାଇଭର ମହାସଂଘର ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆଜିଠୁ

2025-07-08 06:49:03
14639
Share:
Facebook
Twitter
E-Mail
WhatsApp
Telegram
ଡ୍ରାଇଭର ମହାସଂଘର ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆଜିଠୁ

ଭୁବନେଶ୍ୱର: ପୂର୍ବ ଘୋଷଣା ଅନୁସାରେ ମଙ୍ଗଳବାରଠାରୁ ଡ୍ରାଇଭର ମହାସଂଘ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିବ। ୬ ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଇଛି ଡ୍ରାଇଭର ମହାସଂଘ। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ଜରୁରୀକାଳୀନ ସେବାରେ ନିୟୋଜିତ ଡ୍ରାଇଭର ଆନ୍ଦୋଳନରେ ସାମିଲ ହେବେନି। ବାକି ସମସ୍ତ ଚାଳକ କାଲିଠାରୁ ଗାଡ଼ି ଚଳାଇବେ ନାହିଁ। ତେବେ ଏହାକୁ ବିରୋଧ କରିଛି ଓଡ଼ିଶା ସଡ଼କ ପରିବହନ ଶ୍ରମିକ ମହାସଂଘ ମିଳିତ ମଞ୍ଚ। ସରକାର ସୁରକ୍ଷା ଦେଲେ ଆମେ ଗାଡ଼ି ଚାଳନା ଜାରି ରଖିବୁ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି।
ଡ୍ରାଇଭର ମହାସଂଘର ସଭାପତି କହିଛନ୍ତି, ସରକାର ବାରମ୍ବାର ଆମକୁ ପ୍ରତାରିତ କରିଥିବାରୁ ଆମେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ବାଧ୍ୟ ହୋଇଛୁ। ଆମର ନ୍ୟାଯ୍ୟ ଦାବି ପ୍ରତି ସରକାର ଉଦାସୀନ ରହିବାରୁ ଶେଷ ଥର ପାଇଁ ମାର୍ଚ୍ଚ ମାସରେ ଆମେ ଲୋୟର ପିଏମ୍‌ଜିରେ
୬ ଦିନ ଧରି ଶାନ୍ତିପୂର୍ଣ୍ଣ ଧାରଣା ଦେଇଥିଲୁ। କିନ୍ତୁ ସରକାର ଆଜି ଯାଏ କୌଣସି ପଦକ୍ଷେପ ନେଲେ ନାହିଁ। ଗତ ୯ ତାରିଖରେ ସରକାରଙ୍କୁ ଦାବିପତ୍ର ପ୍ରଦାନ କରି ଏକ ମାସ ସମୟ ଦେଇଥିଲୁ। କିନ୍ତୁ କିଛି ହେଲା ନାହିଁ। ତେଣୁ ମଙ୍ଗଳବାରଠାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ହେବ ବୋଲି କହିଛନ୍ତି।
ଅପରପକ୍ଷେ ଓଡ଼ିଶା ସଡ଼କ ପରିବହନ ଶ୍ରମିକ ମହାସଂଘ ମିଳିତ ମଞ୍ଚର ସମ୍ପାଦକ ସନ୍ତୋଷ ସାହୁ କହିଛନ୍ତି ଯେ କୌଣସି ଡ୍ରାଇଭର କିମ୍ବା ଟ୍ରାନ୍ସପୋର୍ଟ ୱାର୍କର ସଂଘ ଆନ୍ଦୋଳନକୁ ସମର୍ଥନ କରୁନାହିଁ। ରାଜ୍ୟରେ ୩୬ଟି ସଂଘ ଥିବାବେଳେ ଗୋଟିଏ ସଂଘ ଡାକରାକୁ ସମର୍ଥନ କରାଯାଇ ପାରିବ ନାହିଁ। ନିଜର ଆଧିପତ୍ୟ ଜାହିର ପାଇଁ ଡ୍ରାଇଭର ମହାସଂଘ ଏପରି ଡାକରା ଦେଇଛି ବୋଲି ଶ୍ରୀ ସାହୁ ଅଭିଯୋଗ କରିଛନ୍ତି।

Powered by Froala Editor

Tags Strike

Related articles Odisha News Lens 4.1

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14443
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15274
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15795
    Jun 21, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14535
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14655
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14728
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13796
    Jun 21, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14788
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14186
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14186
    Jun 22, 2026
  • ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15795
    Jun 21, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13796
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14655
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14532
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15571
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14431
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15759
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13769
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14655
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14728
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13796
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In