Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

ରାଜ୍ୟ
Home ›› ରାଜ୍ୟ ››ଆଜି ରସଗୋଲା ଦିବସ

ଆଜି ରସଗୋଲା ଦିବସ

2025-07-08 11:08:01
14601
Share:
Facebook
Twitter
E-Mail
WhatsApp
Telegram
ଆଜି ରସଗୋଲା ଦିବସ

ପୁରୀ: ଆଜି ରସଗୋଲା ଦିବସ । ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିଥାନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥଯାତ୍ରାରେ ମହାପ୍ରଭୁ ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସଭଦ୍ରାଙ୍କୁ ନେଇ ମାଉସୀ ମା ଘରକୁ ନବଦିନାତ୍ମକ ଯାତ୍ରା କରିଥିବାରୁ ଅଭିମାନ କରିଥାନ୍ତି ମା’ଲକ୍ଷ୍ମୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ନୀଳାଦ୍ରି ବିଜେ ଅବସରରେ ମାନ କରି ରହିଥିବା ମା’ ଲକ୍ଷ୍ମୀଙ୍କୁ ମହାପ୍ରଭୁ ରସଗୋଲା ଦେଇ ମାନଭଞ୍ଜନ କରିବାର ଏହି ଅନନ୍ୟ ପରମ୍ପରା ରହିଛି ।
ଆଜି ଶ୍ରୀଗୁଣ୍ଡିଚା ଯାତ୍ରାର ଶେଷ ପର୍ଯ୍ୟାୟ ଅଖିଳ ବ୍ରହ୍ମାଣ୍ଡ ଠାକୁରଙ୍କ ଘରବାହୁଡା ତଥା ନୀଳାଦ୍ରି ବିଜେ । ଏହି ଦିନ ଠାକୁର ଗୋଟିପହଣ୍ଡିରେ ପାଟ ପଟୁଆରରେ କାହାଳୀ, ଘଣ୍ଟ ବଜାଇ ସନ୍ଧ୍ୟା ଧୂପ ସରିବା ପରେ ଶ୍ରୀମନ୍ଦିରକୁ ବିଜେ କରନ୍ତି । ସର୍ବପ୍ରଥମେ ମଦନମୋହନ ରାମକୃଷ୍ଣ ଦକ୍ଷିଣ ଚାରକୁ ବିଜେ ହୁଅନ୍ତି ।

ପରମ୍ପରା ଅନୁଯାୟୀ ଶ୍ରୀଜଗନ୍ନାଥ ସିଂହଦ୍ୱାର ନିକଟକୁ ଆସିଲେ କବାଟ ସାମୟିକ ବନ୍ଦ କରାଯାଏ । ପୁନଶ୍ଚ ଶ୍ରୀଜଗନ୍ନାଥ ଜୟ-ବିଜୟ ଦ୍ୱାର ପାଖରେ ପହଞ୍ଚିଲେ କବାଟ ବନ୍ଦ କରାଯାଏ । ଏହିଠାରେ ଲକ୍ଷ୍ମୀ-ନାରାୟଣ ବଚନିକା ହୁଅନ୍ତି । ଲକ୍ଷ୍ମୀଙ୍କ ତରଫରୁ ଦେବଦାସୀ ଥିଲେ ହେଁ ସମ୍ପ୍ରତି ଏହା ପୂଜାପଣ୍ଡାଙ୍କ ଦ୍ୱାରା ସମ୍ପନ୍ନ ହେଉଛି । ଶ୍ରୀଜଗନ୍ନାଥଙ୍କ ପକ୍ଷରୁ ଦଇତା ସେବକ । ଏମାନଙ୍କ ଭିତରେ କିଛି ସମୟ ବଚନିକା ପରେ ଦ୍ୱାରା ଖୋଲେ । ଶ୍ରୀଜଗନ୍ନାଥ ଭଣ୍ଡାର ଘର ନିକଟରେ ପହଞ୍ଚିବା ପରେ ସେଠାରେ ରୁକ୍ମିଣୀ ବିବାହର ଗଇଁଠାଳ ଫିଟେ, ବନ୍ଦାପନା ହୋଇ ରସଗୋଲା ଭୋଗହୁଏ । ମାନମୟ ଠାକୁର ମାନମୟୀ ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ କୋଳେଇ ନିଅନ୍ତି । ଏହି ରସଗୋଲା ଭୋଗକୁ ଆଧାର କରି ଭକ୍ତମାନେ ବିପୁଳ ସଂଖ୍ୟାରେ ଠାକୁରଙ୍କୁ ରସଗୋଲା ଭୋଗ ଲାଗି କରିଥାନ୍ତି ।

Powered by Froala Editor

Tags Rasogola day

Related articles Odisha News Lens 4.1

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15508
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15644
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13578
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13929
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13870
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14774
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14953
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14993
    Jun 23, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    15024
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15508
    Jun 22, 2026
  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14764
    Jun 22, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13870
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16939
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17557
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17607
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18004
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14887
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14754
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15603
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14465
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15785
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    15024
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15644
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14953
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In