Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

  • ଇଣ୍ଡିଗୋ ବିମାନରେ ବୋମା ଧମକ

  • ସେନା ଘାଟି ଉପରେ ବିସ୍ଫୋରଣ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

ରାଜନୀତି
Home ›› ରାଜନୀତି ››ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

2025-07-08 19:14:47
15894
Share:
Facebook
Twitter
E-Mail
WhatsApp
Telegram
ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର ତା ୮/୭/୨୫:- ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ, ଯୋଗାଯୋଗ ଏବଂ ପ୍ରଚାର ବିଭାଗର ନୂତନ ଅଧ୍ୟକ୍ଷ ଭାବରେ ଶ୍ରୀ ଅରବିନ୍ଦ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି କରିଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ ( ସଂଗଠନ) କେ.ସି. ଭେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି।


ସୂଚନାଯୋଗ୍ଯ, କଲେଜ ଜୀବନରେ ଛାତ୍ରନେତା ଥିବା ଶ୍ରୀ ଦାସ ବଲାଙ୍ଗୀର ରାଜେନ୍ଦ୍ର କଲେଜ ଛାତ୍ରସଂସଦର ସାଧାରଣ ସଂପାଦକ ନିର୍ବାଚିତ ହୋଇଥିଲେ। ୧୯୮୮ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ କୃତିତ୍ବର ସହ ଏମ୍ଏ ପାସ କରିବା ପରେ ରାଜେନ୍ଦ୍ର କଲେଜରେ ଏକ ଦଶନ୍ଧିରୁ ଊର୍ଦ୍ଧ୍ବ କାଳ ଅଧ୍ୟାପନା କରିଥିଲେ। ପରବର୍ତ୍ତୀ ସମୟରେ 'ସମ୍ବାଦ'ର ବିଭିନ୍ନ ସଂସ୍କରଣର ମୁଖ୍ୟ ଭାବେ କାର୍ଯ୍ୟ କରିବା ପରେ ଉକ୍ତ କାଗଜର ବାର୍ତ୍ତା ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ। ଗତ ମାସରେ କଂଗ୍ରେସ ଦଳରେ ଯୋଗଦେବା ପୂର୍ବରୁ ସେ କିଛିକାଳ 'ଆମ ଓଡିଶା' ସଂଗଠନର ସାଧାରଣ ସମ୍ପାଦକ ଓ ସୋମାକ୍ ସାମ୍ବାଦିକତା ଅନୁଷ୍ଠାନର ଅଧ୍ୟକ୍ଷ ଦାୟିତ୍ବରେ ଥିଲେ। ସେ ମଧ୍ୟ ଏକାଧାରରେ ଜଣେ ସୁବକ୍ତା, ସ୍ତମ୍ଭକାର, ଭାଷ୍ୟକାର, କ୍ରୀଡାବିତ ଓ କ୍ରୀଡା ସଂଗଠକ ଅଟନ୍ତି।


ଏହି ନିଯୁକ୍ତି ପାଇଁ ଏଆଇସିସି ସଭାପତି ଶ୍ରୀ ଖଡଗେ ,ଲୋକସଭା ବିରୋଧୀଦଳ ନେତା ଶ୍ରୀଯୁକ୍ତ ଗାନ୍ଧୀ, ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସ, ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲ ପ୍ରମୁଖଙ୍କୁ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି।  ଅଖିଳ ଭାରତ କଂଗ୍ରେସ କମଟିର ସଭାପତି ଶ୍ରୀ ମଲ୍ଲିକାର୍ଜ୍ଜୁନ ଖଡ଼ଗେ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଆଦର୍ଶ ଓ ମହିଳାମାନଙ୍କ ପ୍ରତି ଥିବା ସେମାନଙ୍କର ପ୍ରତିବଦ୍ଧତାକୁ ଅନୁସରଣ କରି ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବରେ ଓଡ଼ିଶାରେ ଗଣମାଧ୍ୟମ, ଯୋଗାଯୋଗ ଏବଂ  ପ୍ରଚାର ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି ଶ୍ରୀ ଦାସ କହିଛନ୍ତି।

Powered by Froala Editor

Tags Congress

Related articles Odisha News Lens 4.1

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15529
    Sep 30, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14290
    Oct 01, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13875
    Sep 30, 2025
  • ସେନା ଘାଟି ଉପରେ ବିସ୍ଫୋରଣ
    ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    15996
    Sep 30, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15160
    Oct 01, 2025
  • ଇଣ୍ଡିଗୋ ବିମାନରେ ବୋମା ଧମକ
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    14953
    Sep 30, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14129
    Oct 01, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15842
    Sep 30, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ
    ବିଶେଷ

    ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15399
    Sep 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15842
    Sep 30, 2025
  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14496
    Sep 30, 2025
  • ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15529
    Sep 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16757
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16859
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17215
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15671
    Apr 03, 2021

ବିଶେଷ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15399
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14496
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    14972
    Sep 29, 2025
  • ଶୁଭ କଳସ ବସାଇବାର କିଛି ନିୟମ

    15412
    Sep 27, 2025
  • ଚର୍ବି କମାଇବାରେ ସାହାଯ୍ୟ କରେ ଟମାଟୋ

    15630
    Sep 27, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14246
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14045
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14946
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15529
    Sep 30, 2025
  • ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14129
    Oct 01, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14496
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In