Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

2025-07-09 10:10:23
15104
Share:
Facebook
Twitter
E-Mail
WhatsApp
Telegram
ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ଯକ୍ରମ ରେ ଉଚ୍ଚ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ସମୁଦାୟ ୨୩ ଜଣ ଛାତ୍ରଛାତ୍ରୀ ଙ୍କୁ ଚୟନ କରାଯାଇ ସେମାନଙ୍କୁ ଗୋଟି ଲେଖାଏ ଟ୍ୟାବ୍ ପ୍ରଦାନ କରାଯାଇଥିଲା । 

ଉକ୍ତ କାର୍ଯକ୍ରମଟି ଆଦିତ୍ୟ ଆଲୁମିନିୟମ ସ୍ଥିତ କ୍ଲବ ହାଉସ ରେ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ବ୍ଲକ ଅଧକ୍ଷ ଶ୍ରୀଯୁକ୍ତ ସତ୍ୟନାରାୟଣ ଅଗ୍ରୱାଲ, ସମିତି ସଭ୍ୟ ଶ୍ରୀଯୁକ୍ତ କିରଣ ବେହେରା, ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମହେନ୍ଦ୍ର ବାଗ୍, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ମୋନିକା ବହିଦାର, ୮ ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ , ୬ ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ । ଆଦିତ୍ୟ ଆଲୁମିନିୟମ କାରଖାନାର ମୁଖ୍ୟ ଶ୍ରୀଯୁକ୍ତ ଜଗନ୍ନାଥ ପ୍ରସାଦ ନାୟକ ଯୋଗଦେଇ ଶିକ୍ଷାର ପ୍ରସାର ଏବଂ ଭିତି ଭୂମି ଉପରେ ଆଲୋଚନା କରି ଗୁଣାତ୍ମକ ଶିକ୍ଷାକୁ ସ୍ଥାନୀୟ ଲୋକମାନଙ୍କ ପାଖରେ ପହଞ୍ଚାଇବାକୁ ପ୍ରବର୍ତ୍ତାଇ ଥିଲେ । ଏହା ସହିତ ମାନବ ସମ୍ବଳ ର ମୁଖ୍ୟ ଶ୍ରୀଯୁକ୍ତ ବିନୋଦା ନନ୍ଦ ଠାକୁର କହିଥିଲେ ଯେ ନୂତନ ଶିକ୍ଷା ପ୍ରଣାଳୀ ଅନୁଯାୟୀ ଡିଜିଟାଲ ଶିକ୍ଷାକୁ କିପରି ଆହୁରି ସମୃଦ୍ଧ କରିବା ଓ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବାକୁ ପ୍ରତିଶ୍ରୁତି ଦେଇଥିଲେ । ତତ୍ ସଙ୍ଗେ ସଙ୍ଗେ ସମସ୍ତ ଅଭିଭାବ ମାନଙ୍କର ମନବଳ ବଢ଼ାଇଥିଲେ । ପାରିପାର୍ଶ୍ବିକ ଉନ୍ନୟନ ମୁଖ୍ୟ ଶ୍ରୀଯୁକ୍ତ ରବି ନିୱାଶ ତାଙ୍କର ବକ୍ତବ୍ୟରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଭଲ କ୍ୟାରିୟର ଗଠନ କରିବାକୁ ପରାମର୍ଶ ଦେଇଥିଲେ । ଏଥିରେ କାରଖାନାର ଅଧିକାରୀ ଶ୍ରୀଯୁକ୍ତ ଗୁଲସନ୍ ତିୱାରୀ, ଶ୍ରୀଯୁକ୍ତ ରଞ୍ଜିତ୍ କୁମାର , ଶ୍ରୀଯୁକ୍ତ ରଜତ୍ ମଜୁମଦାର, ଶ୍ରୀଯୁକ୍ତ ମନୋଜ ଶର୍ମା, ଶ୍ରୀଯୁକ୍ତ ଶୁଭେନ୍ଦୁ ବିଶ୍ୱାସ, ଶ୍ରୀଯୁକ୍ତ ହେମ ରଞ୍ଜନ ପଟ୍ଟନାୟକ, ଶ୍ରୀଯୁକ୍ତ ମଧୁସୂଦନ ଜେନା ଓ ଶ୍ରୀଯୁକ୍ତ ନୀଳମାଧବ ପତି ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ ।  ପରିଶେଷରେ ସମସ୍ତ ଅଭିଭାବମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । କାର୍ଯକ୍ରମଟି ସି.ଏସ. ଅର୍ ବିଭାଗ ଦ୍ଵାରା କରାଯାଇଥିବାରୁ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉଚ୍ଚ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମ କୁ ଶ୍ରୀଯୁକ୍ତ ମନୋରଂଜନ ବେହେରା ଓ ସି.ଏସ.ଆର ଟିମ୍ ଦ୍ଵାରା ଆୟୋଜନ ଓ ପରିଚାଳନା କରାଯାଇଥିଲା ।

Powered by Froala Editor

Tags Aditya Aluminium

Related articles Odisha News Lens 4.1

  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15355
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14184
    Jun 15, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14457
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14574
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14827
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14617
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14570
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13437
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14751
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14617
    Jun 16, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13437
    Jun 16, 2026
  • ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14574
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16930
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17547
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17990
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14617
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14321
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15043
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13645
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15528
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14856
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15470
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15219
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15700
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14751
    Jun 16, 2026
  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15355
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14617
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In