Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ରାଜନୀତି
Home ›› ରାଜନୀତି ››ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

2025-07-09 15:20:20
15306
Share:
Facebook
Twitter
E-Mail
WhatsApp
Telegram
ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

ଭୁବନେଶ୍ୱର ତା ୯/୭/୨୫:- ଆସନ୍ତା ୧୧ ଜୁଲାଇ କଂଗ୍ରେସର 'ସମ୍ବିଧାନ ବଞ୍ଚାଅ", ମହାସମାବେଶରେ ଯୋଗଦେବା ପାଇଁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ସଂଗଠନ ସାଧାରଣ ସମ୍ପାଦକ ଭେଣୁଗୋପାଳ ଭୁବନେଶ୍ବର ଆସୁଛନ୍ତି। ବୁଧବାର ମଧ୍ୟାହ୍ନରେ କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ  କଂଗ୍ରେସର ବରିଷ୍ଠ ନେତାଙ୍କ ଗହଣରେ ପିସିସି ସଭାପତି ଭକ୍ତଚରଣ ଦାସ ଏହି ଗସ୍ତ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି,  ସେମାନେ ସେଦିନ ୧୧ଟାରେ ଭୁବନେଶ୍ୱର ବିମାନ ବନ୍ଦର ରେ ପହଁଚିବେ। ବିମାନ ବନ୍ଦର ରୁ ସିଧା ବରମୁଣ୍ଡା ପଡିଆ ଯିବେ। ରାସ୍ତାରେ ବିଭିନ୍ନ ଛକରେ ରାହୁଲଙ୍କ ସ୍ୱାଗତ ପାଇଁ ରହିବେ କଂଗ୍ରେସ କର୍ମୀ। ମଧ୍ୟାହ୍ନ ୧୨ଟାରେ ସଭାରେ ଯୋଗ ଦେବେ। ସଭା ସରିବା ପରେ ଚାଷୀଙ୍କ ଦୁଇଟି ପ୍ରତିନିଧି ଦଲକୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ବସିବ ବଡ଼ ବୈଠକ। ପ୍ରଥମେ ପଲିଟିକାଲ ଏଫାୟର୍ସ କମିଟି ସହ ବୈଠକ କରିବେ ରାହୁଲ ଓ ଏଆଇସିସି ସଭାପତି। ଏହା ପରେ ବିଧାୟକ ଓ ପିସିସି କାର୍ଯ୍ୟକର୍ତ୍ତାଙ୍କ ସହ ହେବ ଆଲୋଚନା। ସନ୍ଧ୍ୟା ୫ଟାରେ ଦିଲ୍ଲୀ ଫେରିଯିବେ।

ଶ୍ରୀ ଦାସ ଆହୁରି କହିଛନ୍ତି, ଦେଶର ସାମ୍ବିଧାନିକ ବିଧିବ୍ୟବସ୍ଥାକୁ କେନ୍ଦ୍ର ଦଳିମକଚି ନଷ୍ଟ କରିଦେଇଥିବା ବେଳେ ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷ ପ୍ରତାରଣାର ପ୍ରତୀକ ପାଲଟିଛି। ରାଜ୍ୟ ସରକାର ଶ୍ରୀଜଗନ୍ନାଥ ସଂସ୍କୃତି ସହ ମଧ୍ୟ ଖେଳୁଛନ୍ତି। ପୂର୍ବତନ ସଭାପତି ନିରଂଜନ ପଟ୍ଟନାୟକ ରାହୁଲଙ୍କ ଆଗାମୀ ଗସ୍ତ ରାଜ୍ୟରେ କଂଗ୍ରେସକୁ ପୁଣି ବଳଶାଳୀ କରିବ ବୋଲି ଆଶାପ୍ରକାଶ କରିଥିବା ବେଳେ ଅନ୍ୟତମ ଦୁଇ ପୂର୍ବତନ ସଭାପତି ଶରତ ପଟ୍ଟନାୟକ ଓ ଜୟଦେବ ଜେନା ରାଜ୍ୟର ସ୍ବାର୍ଥ ଦୃଷ୍ଟିରୁ ଗଣମାଧ୍ୟମମାନେ ରାହୁଲଙ୍କ ଗସ୍ତର ବ୍ୟାପକ ପ୍ରଚାର ପ୍ରସାର କରିବା ପାଇଁ ଆହ୍ୱାନ ଦେଇଥିଲେ। ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ କଂଗ୍ରେସର ଐତିହ୍ୟ ସ୍ମରଣ କରାଇଦେଇଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ବେ ସରକାର ଖଣି ସେସ୍ ନ କରିବା ଦ୍ବାରା ରାଜ୍ୟ ଦୁଇ ଲକ୍ଷ କୋଟିର ଅଣରାଜସ୍ବ ଆୟ କାହା ସ୍ବାର୍ଥରେ ହରାଇଲେ ବୋଲି ପ୍ରଶ୍ନ କରିବା ସହ ପଛୁଆ ବର୍ଗ ପାଇଁ ଆବଶ୍ୟକ ସଂରକ୍ଷଣ ଲାଗୁ କରିବାକୁ ଦାବି କରିଥିଲେ। ନବନିଯୁକ୍ତ ମିଡିଆ ସେଲ ଅଧ୍ୟକ୍ଷ ଅରବିନ୍ଦ ଦାସ ମହାସମାବେଶକୁ ସଫଳ କରିବାକୁ ଆହ୍ବାନ ଦେଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବହାନିପତି,ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ୍ ଦାଶ,ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର,ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags Odisha Congress

Related articles Odisha News Lens 4.1

  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14150
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15252
    Oct 03, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14156
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13673
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14637
    Oct 03, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14759
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13565
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15372
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15097
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13565
    Oct 04, 2026
  • ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15097
    Oct 04, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13409
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17151
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17842
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18220
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15433
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14105
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15843
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15410
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14783
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13822
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14150
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13673
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13409
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In