Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

ରାଜ୍ୟ
Home ›› ରାଜ୍ୟ ››ବାର୍ଡ ଫ୍ଲୁ: ଡେଲାଙ୍ଗରେ ମଲେଣି ୨୦ ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା

ବାର୍ଡ ଫ୍ଲୁ: ଡେଲାଙ୍ଗରେ ମଲେଣି ୨୦ ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା

2025-07-10 05:49:25
13532
Share:
Facebook
Twitter
E-Mail
WhatsApp
Telegram
ବାର୍ଡ ଫ୍ଲୁ: ଡେଲାଙ୍ଗରେ ମଲେଣି ୨୦ ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା

ଡେଲାଙ୍ଗ : ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ପୁଣି ଦେଖାଦେଇଛି କୁକୁଡା ମଡ଼କ (ବାର୍ଡ ଫ୍ଲୁ)। ଗତ ୭ ଦିନ ମଧ୍ୟରେ ବ୍ଲକର ବିଭିନ୍ନ ଫାର୍ମ ଗୁଡ଼ିକରୁ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରିଛନ୍ତି। ବ୍ଲକର ଆଙ୍କୁଲା, ଶିଶୁଆପଡ଼ା, ଗୋଡ଼ିପୁଟ ମାଟିଆପଡ଼ା, ବେଗୁନିଆପଡ଼ା, ସିଂହବ୍ରହ୍ମପୁର, ଚାଇଁପୁର, ଗଡ଼ମୋଟରୀ ଆଦି ଅଞ୍ଚଳରେ ଥିବା ୧୫ରୁ ଊର୍ଦ୍ଧ୍ବ ଫାର୍ମ ଗୁଡ଼ିକରୁ ହଜାର ହଜାର ସଂଖ୍ୟାରେ କୁକୁଡ଼ା ମରିଯିବାରୁ ଚାଷୀଙ୍କର ଲକ୍ଷଲକ୍ଷ ଟଙ୍କା କ୍ଷତି ହୋଇଛି। ଏହା ବାର୍ଡ ଫ୍ଲୁ (ଏଭିଏନ୍‌ ଇନ୍‌ଫ୍ଲୁଏଞ୍ଜା) ବୋଲି ସନ୍ଦେହ କରାଯାଉ ଥିବାବେଳେ ଅନେକ ଚାଷୀ ଏହା କୌଣସି ଅଜଣା ସଂକ୍ରମିତ ରୋଗ ବୋଲି କହିଛନ୍ତି। ବ୍ଲକରେ ହଜାର ହଜାର ସଂଖ୍ୟାରେ କୁକୁଡ଼ା ମରିବା ପରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଅଧିକାରୀ ଯାଇ ମୃତ କୁକୁଡ଼ାଙ୍କ ସ୍ୱାବ୍‌ ନମୁନା ଓ ଅନ୍ୟାନ୍ୟ ପରୀକ୍ଷା ନିରୀକ୍ଷା ଆରମ୍ଭ କରିଛନ୍ତି।
କମ୍ପାନୀ କିମ୍ବା ପଶୁଚିକିତ୍ସା ବିଭାଗ ପକ୍ଷରୁ ମୃତ କୁକୁଡ଼ା ଗୁଡ଼ିକୁ ଉଠାଇବା ଲାଗି କୌଣସି ବନ୍ଦୋବସ୍ତ କରାଯାଉ ନ ଥିବାରୁ ଚାଷୀ ମୃତ କୁକୁଡ଼ା ଗୁଡ଼ିକୁ କେନାଲ, ନଦୀ ନାଳରେ ଫୋପାଡ଼ି ଦେଉଛନ୍ତି। ଫଳରେ ସଂକ୍ରମିତ କୁକୁଡ଼ାଙ୍କ ଶରୀରରୁ ଜୀବାଣୁ ପାଣିରେ ମିଶିବା ସହିତ ପାଣିକୁ ବିଷାକ୍ତ କରୁଛି। ଏହି ପାଣିକୁ ବ୍ୟବହାର କରୁଥିବା
ପଶୁ, ପକ୍ଷୀ ଓ ସାଧାରଣ ଲୋକଙ୍କ ଶରୀର ଅସୁସ୍ଥ ହେବା ଆଶଙ୍କା ଦେଖାଦେଇଛି। କୁକୁଡା ମଡ଼କ ଘଟଣା ସାମ୍ନାକୁ ଆସିବା ପରେ ଡେଲାଙ୍ଗ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ପ୍ରୀତିତୋଷ ମହାପାତ୍ରଙ୍କ ସମେତ ଅତିରିକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା.ସତ୍ୟବ୍ରତ ଦାଶ, ଡା. ରାଜେଶ ସାହୁ ପ୍ରମୁଖ ଆଙ୍କୁଲା ଗ୍ରାମର ପ୍ରଶାନ୍ତ ପ୍ରଧାନଙ୍କ କୁକୁଡ଼ା ଫାର୍ମରେ ପହଞ୍ଚି ମୃତ କୁକୁଡାଙ୍କର ବିଭିନ୍ନ ନମୁନା ସଂଗ୍ରହ କରି ପରୀକ୍ଷାଗାର ପଠାଇଛନ୍ତି। ଘଟଣା ସମ୍ପର୍କରେ ଡେଲାଙ୍ଗ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ମହାପାତ୍ର କହିଛନ୍ତି, ସେ ଘଟଣା ସମ୍ପର୍କରେ ଅବଗତ ହେବା ପରେ ଜିଲା ମୁଖ୍ୟ କାର୍ଯ୍ୟାଳୟକୁ ଜଣାଇଥିଲେ। ମୁଖ୍ୟ କାର୍ଯ୍ୟାଳୟରୁ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତ କୁକୁଡ଼ାଙ୍କ ନମୁନା ସଂଗ୍ରହ କରିବା ସହ ପରୀକ୍ଷା ନିମନ୍ତେ ଭୋପାଳସ୍ଥିତ ମୁଖ୍ୟ ପରୀକ୍ଷାଗାରକୁ ପଠାଇଛନ୍ତି। କୁକୁଡ଼ାଙ୍କ ଶରୀରରେ ବିଭିନ୍ନ ପ୍ରକାରର ରୋଗ ଦେଖାଦେଉଥିବା ଯୋଗୁଁ ପ୍ରାଥମିକ ତଦନ୍ତରୁ ଏହି ରୋଗକୁ ଚିହ୍ନଟ କରାଯାଇ ପାରିନାହିଁ। ନମୁନା ପରୀକ୍ଷା ହୋଇ ରିପୋର୍ଟ ଆସିବାପରେ ପଦକ୍ଷେପ ଗ୍ରହଣ କରାଯିବ। ବିଭାଗ ପକ୍ଷରୁ ବ୍ଲକର ସମସ୍ତ କୁକୁଡ଼ାଫାର୍ମରେ ବିଶୋଧନ କାର୍ଯ୍ୟ କରାଯାଇଛି। ଏଥିସହ ମୃତ କୁକୁଡ଼ାଙ୍କୁ ନଦୀନାଳ ତଥା ଚଳପ୍ରଚଳ ସ୍ଥାନ ଗୁଡ଼ିକରେ ନ ଫୋପାଡ଼ି ଖାଲିପଡ଼ିଥିବା ସ୍ଥାନରେ ଗାତ କରି ଚୂନ ଓ ବ୍ଲିଚିଂ ପକାଇ ପୋତିବା ଦ୍ୱାରା ସଂକ୍ରମଣକୁ କିଛିମାତ୍ରାରେ ରୋକାଯାଇ ପାରିିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Powered by Froala Editor

Tags Bird flu

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14278
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14090
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14550
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13383
    May 30, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15065
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15744
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15052
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15621
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14564
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15819
    May 29, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15621
    May 29, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15052
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14550
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14278
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15334
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14914
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15841
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15744
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15065
    May 28, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13383
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In