Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ...

  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ...

  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ...

  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

ରାଜ୍ୟ
Home ›› ରାଜ୍ୟ ››ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

2025-07-10 09:20:03
15588
Share:
Facebook
Twitter
E-Mail
WhatsApp
Telegram
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୪ ଓ ୧୫ତାରିଖ ଦୁଇଦିନ ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ପରିପ୍ରେକ୍ଷୀରେ ବୁଧବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ସୂଚନା ଅନୁସାରେ ଜୁଲାଇ ୧୪ ସନ୍ଧ୍ୟାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଜୁଲାଇ ୧୫ ପୂର୍ବାହ୍ଣରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି  । ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ୧୫ ଅପରାହ୍ଣରେ ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନରେ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ‘କଳିଙ୍ଗ ରତ୍ନ ପୁରସ୍କାର’ ପ୍ରଦାନ କରିବେ। ରାଷ୍ଟ୍ରପତି ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚବେ।
ଦୁଇଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଜୁଲାଇ ୧୫ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦର ନିକଟରୁ ପାଛୋଟି ଆଣିବା ଓ ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା ସହ ରାଜଭବନରେ ତାଙ୍କର ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା, ଉତ୍ସବ ସ୍ଥଳରେ ଅଗ୍ନିଶମ ସେବା ବ୍ୟବସ୍ଥା, ସଡ଼କ ପଥରେ ଯାତ୍ରା ସମୟରେ କାର୍‌କେଡ୍‌ ପ୍ଲାନ, ଜରୁରୀକାଳୀନ ଡାକ୍ତରୀ ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ରାସ୍ତାର ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ, ରାସ୍ତାର ପରିଷ୍କାର ପରିଚ୍ଛନ୍ନତା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସହ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ବ୍ୟବସ୍ଥା କରିବା ପାଇଁ ନିର୍ଦେଶ ଦିଆଯାଇଛି।
ବୈଠକରେ ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦେଶକ ୱାଇ. ବି. ଖୁରାନିଆ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ସମେତ ବିଭିନ୍ନ ବିଭାଗର ସଚିବ, କଟକ ଓ ଖୋର୍ଦ୍ଧା ଜିଲାପାଳ ଉପସ୍ଥିତ ଥିଲେ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି
    ଦେଶ-ଦେଶାନ୍ତର

    ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15234
    May 02, 2026
  • ବଢ଼ିବ ପେଟ୍ରୋଲ-ଡିଜେଲ ଦର
    ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13930
    May 02, 2026
  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14975
    May 02, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’
    ଦେଶ-ଦେଶାନ୍ତର

    ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15484
    May 02, 2026
  •  ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....
    ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13442
    May 02, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13699
    May 01, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14231
    May 02, 2026
  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର
    ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14441
    May 02, 2026
  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା
    ଦେଶ-ଦେଶାନ୍ତର

    ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13497
    May 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14975
    May 02, 2026
  • ଦେଶ-ଦେଶାନ୍ତର

    ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15234
    May 02, 2026
  • ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14441
    May 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13442
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13841
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14039
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16040
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15986
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15375
    May 01, 2026
  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13497
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !

    14231
    May 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In