Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

2025-07-12 11:29:12
16316
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ବିମାନ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ତଦନ୍ତ ରିପୋର୍ଟ । ଏୟାରକ୍ରାଫ୍ଟ ଦୁର୍ଘଟଣା ତଦନ୍ତ ବ୍ୟୁରୋ (ଏଏଆଇବି) ବିଳମ୍ବିତ ରାତିରେ ରିପୋର୍ଟ ପ୍ରକାଶ ପାଇଛି । ରିପୋର୍ଟରେ ବିମାନ ଦୁର୍ଘଟଣାର ପ୍ରମୁଖ କାରଣ ଦର୍ଶାଯାଇଛି ଯେ ଅପ୍ରତ୍ୟାଶିତ ଭାବରେ ବିମାନର ଦୁଇଟି ଇଞ୍ଜିନ ହଠାତ୍‍ କାମ କରିଲାନି । ଏକ ସେକେଣ୍ଡରେ ଇଞ୍ଜିନକୁ ଇନ୍ଧନ ଯୋଗାଣ ବନ୍ଦ ହୋଇଗଲା । ଟେକଅଫର ୯୦ସେକେଣ୍ଡ ମଧ୍ୟରେ ବନ୍ଦ ହୋଇଯାଇଥିଲା ବିମାନ । ଇଞ୍ଜିନ୍‍ ଫେଲ୍‍ ହେବାରୁ ଦ୍ୱନ୍ଦ୍ୱରେ ପଡିଯାଇଥିଲେ ଦୁଇ ଜଣ ପାଇଲଟ୍‍ । ବ୍ଲାକବକ୍ସରେ ପାଇଲଟଙ୍କ କଥାବାର୍ତ୍ତା ରେକର୍ଡ ହୋଇଛି । ଜଣେ ଆଉ ଜଣଙ୍କୁ ଇଞ୍ଜିନ୍‍ ବନ୍ଦ ହୋଇଯାଇଥିଲା କି ବୋଲି ପଚାରିଥିଲେ । କକପିଟ୍‍ ଭଏସ୍‍ ରେକର୍ଡରରୁ ମିଳିଥିବା ତିଥ୍ୟରୁ ଜଣାପଡିଛି ଯେ ଉଡାଣ ଭରିବା ପରେ ବିମାନଟି ୧୮୦ନଟ୍‍ ବେଗରେ ପହଞ୍ଜିବା ମାତ୍ରେ ଉଭୟ ଇଞ୍ଜିନକୁ ଇନ୍ଧନ ଯୋଗାଣକାରୀ ସ୍ୱିଚ୍‍ ଗୁଡିକ ରନିଂ ମୋଡରୁ କଟଅଫ୍‍ ମୋଡକୁ ଚାଲିଯାଇଥିଲା । ଉଭୟ ସ୍ୱିଚ୍‍ ଗୁଡିକୁ ୧ସେକେଣ୍ଡ ବ୍ୟବଧାନରେ କଟଅଫ୍‍ ହୋଇଯାଇଥିଲା । ଫଳରେ ଏହା ଇଞ୍ଜିନକୁ ଇନ୍ଧନ ଯୋଗାଣ ବନ୍ଦ କରିଦେଇଥିଲା । ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ ପକ୍ଷରୁ ଏହି ବଡ ଖୁଲାସା କରାଯାଇଛି ।

ରିପୋର୍ଟରେ କୁହାଯାଇଛି ଯେ ଯେତେବେଳେ ବିମାନର ଗତି ହ୍ରାସ ପାଇବାକୁ ଲାଗିଲା, ଜଣେ ପାଇଲଟ୍‍ ଅନ୍ୟ ପାଇଲଟ୍‍ଙ୍କୁ ପଚାରିଥିଲେ ଯେ ତୁମେ ତେଲ ଯୋଗାଣ ସ୍ୱିଚ୍‍ କାହିଁକି କାଟିଲ? ଅନ୍ୟ ଜଣେ ପାଇଲଟ୍‍ ଉତ୍ତର ଦେଇଥିଲେ ଯେ ସେ କାଟି ନାହାଁନ୍ତି । ପାଇଲଟ୍‍ ତୁରନ୍ତ ସ୍ୱିଚ୍‍ ଅନ୍‍ କରିଥିଲେ । ଗୋଟିଏ ଇଞ୍ଜିନ କାମ କରିବା ବେଳେ ଅନ୍ୟ ଏକ ଇଞ୍ଜିନଟି ସକ୍ରିୟ ହୋଇନଥିଲା । ଯେତେବେଳେ ବିମାନର ଗତି ହ୍ରାସ ପାଇବାକୁ ଲାଗିଲା ପାଇଲଟ ଜଣଙ୍କ ‘ମେ ଡେ’ ମେସେଜ୍‍ ଦେଇଥିଲେ । ଗତ ଜୁନ୍‍ ୧୨ରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୨୨୯ଜଣ ଯାତ୍ରୀ, ୧୦ଜଣ କ୍ରୁ ସଦସ୍ୟ ଏବଂ ୧୯ଜଣ ସାଧାରଣ ଲୋକ ପ୍ରାଣ ହରାଇଥିଲେ । ଦୁର୍ଘଟଣାର ତଦନ୍ତ ଏଏଆଇବି ଦ୍ୱାରା କରାଯାଇଥିଲା ଏବଂ ଦୁର୍ଘଟଣାର ଠିକ୍‍ ଗୋଟିଏ ମାସ ପରେ ତଦନ୍ତ ରିପୋର୍ଟ ପ୍ରକାଶ ପାଇଛି ।

Powered by Froala Editor

Tags Flight crash

Related articles Odisha News Lens 4.1

  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14073
    Mar 06, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14113
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14039
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13408
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15153
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14840
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15173
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15521
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13927
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14073
    Mar 06, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15521
    Mar 04, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13408
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14039
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14675
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15142
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14350
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15067
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14039
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14840
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15153
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In