Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ରାଜ୍ୟ
Home ›› ରାଜ୍ୟ ››୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

2025-07-12 19:35:37
14749
Share:
Facebook
Twitter
E-Mail
WhatsApp
Telegram
୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଚଳିତ ମାସ ୧୪ ତାରିଖରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।  ସେହିଦିନ କଟକରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ  ଯୋଗେଶ ବାହାଦୁର ଖୁରାନିଆ ପ୍ରମୁଖ ଏମ୍ସ ପରିଦର୍ଶନ କରିବା ସହ ସେଠାକାର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ଭୁବନେଶ୍ୱର- କଟକ ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ୱର ଡିସିପିଙ୍କ ସମେତ ଏମ୍ସର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ନିୟୋଜିତ ହେବେ ୫୦ ପ୍ଲାଟୁନ ଫୋର୍ସ । ୮ ଜଣ ଡିସିପି ରାଙ୍କ ଅଫିସର ବି ନିୟୋଜିତ, ୧୧ ଜଣ ଅତିରିକ୍ତ ଡିସିପି, ୩୧ ଜଣ ଏସିପି ରାଙ୍କ ଅଫିସର, ୪୪ ଇନ୍ସପେକ୍ଟର ନିୟୋଜିତ, ୧୮୦ ଜଣ ସବ ଇନ୍ସପେକ୍ଟର ନିୟୋଜିତ । ସେହିପରି ଏମ୍ସ ଭୁବନେଶ୍ୱର, ରାଜଭବନ ଓ ବିଭିନ୍ନ ଟ୍ରାଫିକ ପୋଷ୍ଟ ଓ ନାକା ଅଞ୍ଚଳରେ ପୋଲିସ ଫୋର୍ସ ନିୟୋଜିତ ରହିବେ । ଭୁବନେଶ୍ୱର ଏମ୍ସରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମୀନା ।


Powered by Froala Editor

Tags droupadi

Related articles Odisha News Lens 4.1

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14683
    Mar 25, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14773
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13975
    Mar 24, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14049
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15087
    Mar 25, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14149
    Mar 25, 2026
  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13655
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14246
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14425
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14773
    Mar 25, 2026
  • ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14425
    Mar 25, 2026
  • ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14149
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17383
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17448
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17796
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16267
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14773
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14845
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13936
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15086
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15634
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15014
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15525
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13821
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14263
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14683
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14246
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13975
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In