Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ...

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ...

  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ...

  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ...

  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ...

  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଦିନକରେ ୨୦୭୪ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକରେ ୨୦୭୪ କରୋନା ସଂକ୍ରମିତ ଚିହ୍ନଟ

2021-07-14 04:32:46
13959
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଦିନକରେ ୨୦୭୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୧୯୨ ଓ ସ୍ଥାନୀୟ ସଂକ୍ରମିତ ୮୮୨ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯, ବାଲେଶ୍ୱର ୧୧୫, ବରଗଡ ୩୮, ଭଦ୍ରକରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ବଲାଙ୍ଗିରରୁ ୧୭, ବଉଦ ୧୨ ଓ କଟକରୁ ୨୮୩ ଚିହ୍ନଟ ହୋଇଥିବା ଜଣାଯାଇଛି।

ରାଜ୍ୟର ଦେବଗଡ ଜିଲାରୁ ୩, ଢେଙ୍କାନାଳ ୬୧, ଗଜପତି ୩, ଗଞ୍ଜାମ ୫, ଜଗତସିଂହପୁର ୯୯, ଯାଜପୁର ୧୨୦, ଝାରସୁଗୁଡାରୁ ୫ ଜଣ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରୁ ୫, କନ୍ଧମାଳ ୧୯, କେନ୍ଦ୍ରାପଡା ୫୮, କେନ୍ଦୁଝର ୪୬ ଓ ଖୋର୍ଦ୍ଧାରୁ ସର୍ବାଧିକ ୪୪୩ ଜଣଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି କୋରାପୁଟରୁ ୧୦, ମାଲକାନଗିରି ୪୭, ମୟୁରଭଞ୍ଜ ୧୧୫, ନବରଙ୍ଗପୁର ୧୦, ନୟାଗଡରୁ ୫୮ ଜଣ ଚିହ୍ନଟ ହୋଇଛନ୍ତି। ନୂଆପଡା ଜିଲାରୁ ୪, ପୁରୀ ୧୩୩, ରାୟଗଡା ୧୬, ସମ୍ବଲପୁର ୩୦, ସୋନପୁର ୯, ସୁନ୍ଦରଗଡ ୫୬ ଏବଂ ଷ୍ଟେଟପୁଲରୁ ୮୫ ଜଣଙ୍କୁ ଚିହ୍ନଟ କରାଯାଇଛି।

ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୪୭୭୨୯୩୮ ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ଓଡ଼ିଶାରେ କରୋନାରୁ ମୋଟ ୯୧୮୦୪୧ ସୁସ୍ଥ ହୋଇସାରିଛନ୍ତି। ସଂପ୍ରତି ରାଜ୍ୟରେ ୨୨୮୬୦ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍
    ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13538
    Jul 13, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15537
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15188
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14183
    Jul 12, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ

    13915
    Jul 13, 2026
  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ
    ଦେଶ-ଦେଶାନ୍ତର

    ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13274
    Jul 13, 2026
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍
    ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14364
    Jul 13, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13668
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14582
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15188
    Jul 12, 2026
  • ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14364
    Jul 13, 2026
  • ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13668
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16973
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17585
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17639
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18039
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14345
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14813
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15564
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15673
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15485
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15844
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15711
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13818
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14939
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14183
    Jul 12, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ

    13915
    Jul 13, 2026
  • ତାଜ ହୋଟେଲକୁ ବୋମା ଧମକ

    15188
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In