Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

Home ›› ››ନୀରିହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଯାଇଛି: ରାହୁଲ

ନୀରିହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଯାଇଛି: ରାହୁଲ

2025-07-15 06:48:52
14574
Share:
Facebook
Twitter
E-Mail
WhatsApp
Telegram
ନୀରିହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଯାଇଛି: ରାହୁଲ

ଭୁବନେଶ୍ଵର: ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ। ସେ କହିଛନ୍ତି ଏହା ଆତ୍ମହତ୍ୟା ନୁହେଁ , ଏହା  ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା। ଯୌନ ଶୋଷଣ ବିରୋଧରେ ସାହାସୀ ଝିଅ ସୌମ୍ୟାଶ୍ରୀ ସ୍ଵର ଉଠାଇଥିଲା। କିନ୍ତୁ ନ୍ୟାୟ ମିଳିବା ପରିବର୍ତ୍ତେ ତାଙ୍କୁ ଧମକ ଦିଆଯାଇଛି, ଅପମାନିତ ମଧ୍ୟ କରାଯାଇଛି। ନୀରିହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଯାଇଛି। ଆଜି ଦେଶର ଝିଅ ମାନଙ୍କୁ ସୁରକ୍ଷା ଓ ନ୍ୟାୟ ଦରକାର। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ୍ କରି କହିଛନ୍ତି ଓଡିଶା ହେଉ କିମ୍ବା ମଣିପୁର ସବୁଠି ଝିଅଙ୍କୁ ଦୁର୍ବ୍ୟବହାର କରାଯାଉଛି, କିନ୍ତୁ ଆପଣ ଚୁପ୍ ବସିଛନ୍ତି । ଦେଶକୁ ଆପଣଙ୍କ ନୀରବତା ନୁହେଁ , ଜବାବ ଦରକାର।

ଆଜି ପଞ୍ଚଭୁତରେ ବିଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି । ବାଲେଶ୍ୱର ଜିଲା ଭୋଗରାଇ ପଳାସିଆ ପୈତୃକ ଗାଁରେ ସୌମ୍ୟାଶ୍ରୀଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ମୃତ୍ୟୁରେ ପରିବାର, ଆତ୍ମୀୟ ଓ ପୁରା ଗ୍ରାମବାସୀମାନେ ଭାଙ୍ଗିପଡିଛନ୍ତି । ଗାଁରେ ମୃତଦେହ ପହଞ୍ଚିବା ମାତ୍ରେ ତାଙ୍କୁ ଶେଷ ଦର୍ଶନ କରିବା ଲାଗି ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଏମ୍‌ସରେ ଦୀର୍ଘ ୫୫ଘଣ୍ଟାର ଜୀବନ ମରଣ ସହ ଲଢ଼େଇ କରିବା ପରେ ହାରିଯାଇଛନ୍ତି ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶି।

Powered by Froala Editor

Tags Soumyashree bisi case

Related articles Odisha News Lens 4.1

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15619
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14753
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14795
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14497
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15072
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15046
    May 25, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13313
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14952
    May 24, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14525
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15046
    May 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14952
    May 24, 2026
  • ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14497
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16878
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17497
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17543
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15526
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14986
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14397
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14522
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15583
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15421
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15162
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15652
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13986
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15619
    May 24, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14537
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14753
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In